-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

କ୍ରେନ ଗାଡି ଧକ୍କାରେ ଜଣେ ବାଇକ ଆରୋହୀ ମୃତ, ଦୁଇ ଗୁରୁତର

30-Nov-2020



ବଲାଙ୍ଗିର, (ପ୍ରେରଣା ଖବର) - ବଲାଙ୍ଗିର-ତୁଷୁରା ରାସ୍ତାର ଡଙ୍ଗାପଥର ଗାଁ ନିକଟରେ ବାଇକକୁ ସାମ୍ନା ପଟରୁ ଧକ୍କାଦେଲା କ୍ରେନ । ଯାହା ଫଳରେ ବାଇକରେ ଥିବା ତିନି ଯୁବକଙ୍କ ମଧ୍ୟରୁ ଜଣକର ମୃତ୍ୟୁ ହୋଇଥିବା ବେଲେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ମାନଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରାଯାଇଛି । ମୃତ ଯୁବକ ଜଣକ ବଲାଙ୍ଗିର ସହର ସାଗରପଡାର ହେମନ୍ତ ମନହୀରା ବୋଲି ଜଣା ପଡିଛି । ବଲାଙ୍ଗିର ସହରର ତିନି ଯୁବକ ତୁଷୁରା ନିକଟରେ ଥିବା ଉଡାଜାହାଜ ପଡିଆ ନିକଟରେ ରଂଗ କାମ କରି ଫେରୁଥିବା ସମୟରେ କ୍ରେନ ଧକ୍କା ଦେଇଥିଲା । ଏବେ ବି ମୃତ ଯୁବକଙ୍କ ଶବ କ୍ରେନ ତଲେ ଚାପି ହୋଇ ପଡିରହିଛି । କ୍ରେନର ମାଳିକ ଆସି ଥିବାରୁ କ୍ଷତିପୂରଣ ଦାବୀରେ ରାସ୍ତା ରୋକ କରୁଛନ୍ତି ସ୍ଥାନୀୟ ଲୋକେ । ସେପଟେ ଦେଓଗାଁ ଓ ତୁଷୁରା ପୋଲିସ ଘଟଣାସ୍ଥଳରେ ପହଚିଂ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା ଜାରୀ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like