-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ପଂଚାୟତ କାର୍ଯ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ, ଜିଲ୍ଲାପାଳଙ୍କୁ ସାକ୍ଷାତ କଲେ ମାଲପଡା ଗ୍ରାମବାସୀ,

18-Oct-2022



ପଂଚାୟତ କାର୍ଯ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ, ଜିଲ୍ଲାପାଳଙ୍କୁ ସାକ୍ଷାତ କଲେ ମାଲପଡା ଗ୍ରାମବାସୀ, ଆଜି ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ମାଲପଡା ପଂଚାୟତ ଅଧୀନରେ ଥିବା ଜଲପାଙ୍କେଲ, ଜାମଚୁଆଁ, କହ୍ନେଇ ଡାବର ଓ ଫୁଲଝର ଗାଁ ର ଶତାଧିକ ଗ୍ରାମବାସୀ ଜିଲ୍ଲାପାଳ ଚଂଚଳ ରାଣାଙ୍କୁ ସାକ୍ଷାତ କରି ଲୋକଙ୍କ ସୁବିଧା ଦୃଷ୍ଟିରୁ ଏହି ୪ ଖଣ୍ଡ ଗାଁ ର କୌଣସି ଏକ ମଧ୍ୟସ୍ଥଳରେ  ରେ ହିଁ ପଂଚାୟତ କାର୍ଯ୍ୟାଳୟ ସ୍ଥାପନ ପାଇଁ ଦାବି କରିଛନ୍ତି ।  ଏହି ୪ ଖଣ୍ଡ ଗାଁ ରୁ ମାଲପଡା ପଂଚାୟତର ଦୂରତା ଅନ୍ୟୁନ୍ୟ ୪ କିମିି ହେବ । ୨ଠ୧୬ ମସିହାରେ ରାଜ୍ୟ ସରକାର ମାଲପଡା ଗ୍ରାମକୁ ପଂଚାୟତ ଘୋଷଣା କଲେ । ତେବେ ଏହି ପଂଚାୟତର କାର୍ଯ୍ୟାଳୟ ଟି ଗାଁ ର ଶେଷ ମୁଣ୍ଡରେ ଥିବାରୁ ପ୍ରାୟ ୪ ଖଣ୍ଡ ଗାଁ ର ଲୋକେ ଏହା ଦ୍ୱାରା ଅନେକ ହଇରାଣର ଶୀକାର ହେଉଛନ୍ତି । ତେଣୁ ମଲପଡା ପଂଚାୟତ କାର୍ଯ୍ୟାଳୟକୁ କୌଣସି ମଧ୍ୟସ୍ଥଳରେ ସ୍ଥାପନ କରିବାକୁ ଗ୍ରାମବାସୀ ଦାବୀ କରିଛନ୍ତି ।   ଗ୍ରମବାସୀଙ୍କ ଦାବି ପୂରଣ ହେଲେ ଆଗାମୀ ଦିନରେ ଗ୍ରମବାସୀ ରାସ୍ତା ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି । ଆଜି ଜିଲ୍ଲପାଳଙ୍‌ୁ ସାକ୍ଷାତ ସମୟରେ ---ଗାଁ ର ବହୁ ଗ୍ରମବାସୀ ସାମିଲ ହୋଇଥିଲେ । ।
ବଲାଙ୍ଗୀର, ଆଜି ସକାଳେ ନିଜ ଘର ଛତ ଉପରେ ଦୁଇ ଝିଅ ଖେଳୁଥିବା ସମୟରେ ଅସାବଧାନତା ବସତଃ ଦୁଇ ଝିଅ ଛତ ଉପରୁ ତଳକୁ ଖସିପଡିଥିଲେ । ତେବେ ସୌଭାଗ୍ୟ ବସତଃ ଏହି ଦୁଇ ଭଉଣୀ କୌଣସି ଗୁରୁତର ଆହାତ ହୋଇ ନାହାନ୍ତି । ଏପରି କିଛି ଘଟଣା ଘଟିଛି  ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ କୁର୍ଲୁପାଲି ଗାଁ ରେ । ଛତରୁ ପଡି ଆହାତ ହୋଇଥିବା ଦୁଇ ଝିଅ ହେଲେ ଆଦ୍ୟାସା ଭୋଇ(୫)  ଟିମା ଦାସ(୧ଠ) ବୋଲି ଜଣାପଡିଛ ି । ଦୁଇ ଝିଅ ବର୍ତ୍ତମାନ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ସର୍ଜରୀ ୱ।।ର୍ଡରେ ଭର୍ତ୍ତି ହୋଇଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like