-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଚର୍ଚ୍ଚାରେ ଟ୍ଵିଟର ଗାର୍ଲଙ୍କ ଟ୍ଵିଟ:ବଦଳିଲେ ପାଇକମାଲ ବିଡିଓ

19-Oct-2022



 ବରଗଡ:-ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମରି ଗ୍ରାମରସ୍ବେଚ୍ଛାସେବୀ ଦୀପା ବାରିକ ନିଜର ଟ୍ୱିଟମାନଙ୍କ ପାଇଁ ସାରା ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି।ଅସହାୟ ଲୋକ ହେଉ ଅଥବା ବୃଦ୍ଧବୃଦ୍ଧା ହେଉ, ଶ୍ରମିକ ହୁଅନ୍ତୁ ବା କୃଷକ ସମସ୍ତଙ୍କୁ ନିର୍ଭୟରେ ସହାୟତା ଯୋଗାଇଦେବାକୁ ଆଗେଇ ଆସନ୍ତି ଟ୍ୱିଟର ଗାର୍ଲ ଦୀପା ବାରିକ।ଏହା ସଙ୍ଗେ ସଙ୍ଗେ ଦୁର୍ନୀତି ବିରୁଦ୍ଧରେ ସଦାସର୍ବଦା ଶୁନ୍ୟ ସହନଶୀଳତା ଦେଖାଇ ନିଜର ସାହାସିକତାକୁ ପ୍ରମାଣ ଦେଇ ଆସୁଛନ୍ତି ଦୀପା।ସାଧାରଣତଃ ଲୋକେ ଦୁର୍ନୀତି ବିରୋଧରେ ମୁହଁ ଖୋଲିବାକୁ ଭୟ କରନ୍ତି କାରଣ ଏଥିପାଇଁ ଅନେକ ବାଧାବିଘ୍ନର  ସମ୍ମୁଖୀନ ହେବାକୁ ପଡ଼ିଥାଏ କିନ୍ତୁ ଏସବୁକୁ ଖାତିର ନ କରି ପଦ୍ମପୁର ଅଞ୍ଚଳରେ ହେଉଥିବା ସମସ୍ତ ଦୁର୍ନୀତିକୁ ଉପସ୍ଥାପନ କରି ଦୁର୍ନୀତି ହ୍ରାସ କରିବାରେ ସକ୍ଷମ ହୋଇପାରିଛନ୍ତି ଦୀପା।

    ବର୍ତ୍ତମାନ ସମୟରେ ଦୀପାଙ୍କ ଏକ ଟ୍ଵିଟ ଅଞ୍ଚଳରେ ଚହଳ ସୃଷ୍ଟି କରିଛି ଏବଂ ଟ୍ଵିଟ କରିବାର ଦୁଇଦିନ ମଧ୍ୟରେ ଜଣେ ପ୍ରଶାସନିକ ଅଧିକାରୀଙ୍କ ବଦଳି ହେବା ଦୁର୍ନୀତିଖୋର ପ୍ରଶାସନିକ ଅଧିକାରୀ ମାନଙ୍କ ମନରେ ଛନକା ପଶେଇ ଦେଇଛି।ସୂଚନା ଅନୁଯାୟୀ ଗତ ୧୬ ତାରିଖରେ ଦୀପା ବାରିକ ଟ୍ଵିଟର ମାଧ୍ୟମରେ  ପାଇକମାଲ ଅଞ୍ଚଳରେ ହେଉଥିବା 5T ସ୍କୁଲ ଦୁର୍ନୀତିକୁ ଉପସ୍ଥାପନ କରି ତୁରନ୍ତ ଦୁର୍ନୀତିଖୋର ବିଡିଓ, ଏବିଡିଓ ତଥା ଅନ୍ୟାନ୍ୟ ଦୁର୍ନୀତିଖୋର ଅଧିକାରୀଙ୍କୁ ତୁରନ୍ତ ପାଇକମାଲ ବ୍ଲକରୁ ବିଦା କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ, ଏହାର ପ୍ରଭାବରୁ ଦୁଇଦିନ ମଧ୍ୟରେ ପାଇକମାଲ ବ୍ଲକ ବିଡିଓ ଉପାଞ୍ଜଳି ମାଝୀ ଙ୍କୁ ସିନାପାଲି ତହସିଲଦାର ଭାବେ ବଦଳି ହେବା ଦ୍ୱାରା ଦୁର୍ନୀତିଖୋର ବାବୁଙ୍କ ମନରେ ଛନକା ପଶିଗଲା ଭଳି ହେଉଛି।ଏଠାରେ ସୂଚନାଯୋଗ୍ୟ ଯେ ଦୀପା ପାଇକମାଲ ଅଞ୍ଚଳରେ ହେଉଥିବା 5T ସ୍କୁଲମାନଙ୍କରେ ଦୁର୍ନୀତି ବିରୋଧରେ କ୍ଷୁବ୍ଧ ହୋଇ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ଦୀପାଙ୍କ ଏହି ସାହାସିକତା ଭରା ପ୍ରୟାସକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like