-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନାକଟିଦେଉଳ ରେଞ୍ଜରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ

19-Oct-2022



ନାକଟିଦେଉଳ(କନ୍ଦର୍ପ ବେହେରା) - ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ନାକଟିଦେଉଳ ରେଞ୍ଜ ର ଯୁରାପାଲି, ସରାପାଲି, ଚନ୍ଦ୍ରପୁର ଠାରେ ଫଡ଼ି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। 

କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ଦାବୀ ମଧ୍ୟରେ କେନ୍ଦୁପତ୍ରରୁ ସଂଗ୍ରହ କରାଯାଇଥିବା ଜି ଏସ ଟି ପ୍ରତ୍ୟାହାର, ସାମାଜିକ ସୁରକ୍ଷା ଯୋଜନା ରେ ତୋଳାଳୀ ଏବଂ କର୍ମଚାରୀ ମାନଙ୍କ ଝିଅ ବିବାହ ରେ ଆର୍ଥିକ ସାହାଯ୍ୟ, ଛାତ୍ର ଛାତ୍ରୀ ମାନଙ୍କୁ ଛାତ୍ର ବୃତ୍ତି ପ୍ରଦାନ, ଶତପ୍ରତିଶତ ବୋନସ ପ୍ରଦାନ ଆଦି ବିଭିନ୍ନ ଦାବୀ ନେଇ ସାରା ରାଜ୍ୟରେ ସଂଘ ପକ୍ଷରୁ ହେଉଥିବା ଆନ୍ଦୋଳନ ରେ ନାକଟିଦେଉଳ ର ତୋଳାଳୀ ଓ କର୍ମଚାରୀ ମାନେ ବହୁ ପରିମାଣରେ ସାମିଲ ନିବେଦନ କରାଯାଇଥିଲା । ବିଗତ ଦିନରେ ଓଡ଼ିଶା ର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସରକାରଙ୍କ ଅର୍ଥମନ୍ତ୍ରୀ ଙ୍କୁ ଏ ବାବଦରେ ଦାବିପତ୍ର ପ୍ରଦାନ କରାଯାଇଥିଲା। କେନ୍ଦୁପତ୍ର ସଂସ୍ଥା ରେ ଓଡ଼ିଶାର ତେର ଲକ୍ଷ୍ୟ ତୋଳାଳୀ ଏବଂ ଅଠର ହଜାର ସିଜିନାଲ କର୍ମଚାରୀ ଙ୍କ ଜୀବନ ଜୀବିକା ନିର୍ଭର କରୁଥିବା ବେଳେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ଦିଆଯାଇଥିବା ବିଭିନ୍ନ ଦାବୀ ଉପରେ ସରକାର ଗୁରୁତ୍ୱ ସହକାରେ ନେବା ପାଇଁ ସଂଘ ପକ୍ଷରୁ ଦାବି ଉପସ୍ଥାପନା କରାଯାଇଥିଲା। ଆଜିର ଏହି ବୈଠକରେ ରେଞ୍ଜ ସମ୍ପାଦକ ଭିକାରୀ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସମ୍ପାଦକ ତଥା ପର୍ଯ୍ୟବେକ୍ଷକ ସଂଜିତ ମହାନ୍ତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସଂଘ କୁ ତୃଣମୂଳ ସ୍ତରରେ ଅଧିକ ସକ୍ରିୟ କରିବା ପାଇଁ ଆହ୍ଵାନ କରିଥିଲେ। ରାଜ୍ୟ ସମ୍ପାଦକ ଅନାଦି ସାହୁ, ଡିଭିଜନ ସହ ସମ୍ପାଦକ ଉଦିତ ତ୍ରିପାଠୀ, ସୁମିତ୍ ପଟେଲ, ଦେବଜ୍ୟୋତୀ ପଟ୍ଟନାୟକ, କପିଳ ଧଳ, ଦେବାନନ୍ଦ ମାଝୀ, ଅଜିତ ଦେଓ, ନେତ୍ରା ସାହୁ, ରଞ୍ଜିତ ସାହୁ, ନରୋତ୍ତମ ବିଶି, ଫଡ଼ି ସଭାପତି ଯୋଷଦା ରାଉତ, ରଶ୍ମିତା ବାରିକ, ମମତା ରାଣୀ ସାହୁ ଫଡ଼ି ସମ୍ପାଦକ ଧାନେଶ୍ୱରି ପ୍ରଧାନ, କୃଷ୍ଣ ପ୍ରିୟା ପ୍ରଧାନ, ସତ୍ୟବତୀ ବିଶି ପ୍ରମୁକ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ। 

ଫଟୋ ଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like