-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କୋଦଳା ସ୍ଵର୍ଣ୍ଣମୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋଛବ କାର୍ଯ୍ୟକ୍ରମ ଅନୁଷ୍ଠିତ

19-Oct-2022




କୋଦଳା -ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପାଳନ ହେଉଛି ଶିଶୁମେଳା ତଥା ସୁରଭି କାର୍ଯ୍ୟକ୍ରମ। ଛାତ୍ରଚ୍ଛାତ୍ରୀ ମାନଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ଏହି କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଗଞ୍ଜାମ ଜିଲ୍ଲା କୋଦଳା ସ୍ବର୍ଣ୍ଣମୟୀ ହାଇସ୍କୁଲ ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ। ଚତୁର୍ଥରୁ ଦଶମ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କୁ ନେଇ ଏହି କାର୍ଯ୍ୟକ୍ରମ

ଆୟୋଜିତ ହୋଇଥିବା ବେଳେ କୋଦଳା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଦିଗି ପ୍ରାଥମିକ ବିଦ୍ୟାଳୟ, କନ୍ଦିଆ ପ୍ରାଥମିକ ବିଦ୍ୟାଳୟ, ବେଲଝରୀ ପ୍ରକଲ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜୟ ସିଂହପୁର ପ୍ରାଥମିକ ବିଦ୍ୟାଳୟ, ଇନାମ ବେଲପଡ଼ା ପ୍ରାଥମିକ ବିଦ୍ୟାଳୟ, ଖଡୁରା ସାହି ପ୍ରାଥମିକ ବିଦ୍ୟାଳୟ, ଏସ୍ ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟ, ଗୌରାଦେଇପୁର ପ୍ରାଥମିକ ବିଦ୍ୟାଳୟ, କୋଦଳା ନୋଡାଲ୍ ଉଚ୍ଚ ବିଦ୍ୟାଳୟ, ସ୍ବର୍ଣ୍ଣମୟୀ ଉଚ୍ଚ ବିଦ୍ୟାଳୟର ଛାତ୍ର ମାନେ ଏଥିରେ ଭାଗ ନେଇ ଗୀତ ନାଚ ଭଳି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏଥିରେ କୋଦଳା ସିଆରସିସି ବିଷ୍ନୁ ପ୍ରସାଦ ସିଂ, ପୂର୍ବତନ ସିଆରସିସି ଅଶ୍ୱନି

ପ୍ରହରାଜ ,ଅତିରିକ୍ତ ବ୍ଲକ୍ ଗୋଷ୍ଠୀ ଶିକ୍ଷାଧିକାରୀ ସୋମନାଥ ସେଠୀ , ମର୍ଦମେଖ ସିଆରସିସି ରବିନାରାୟଣ ଶତପଥୀ, ମଠ ବ୍ରହ୍ମପୁର ସିଆରସିସି ରବୀନ୍ଦ୍ର ସେଠୀ, ଦିଗାପଡା ସିଆରସିସି ବାଳକୃଷ୍ଣ ସେଠୀ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା।

(ଉମା ମହାରଣା - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like