-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ ଅଞ୍ଚଳରେ ଶୋକର ଛାୟା

19-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଳକ ଫୁଲମୁଠି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଅଗସ୍ତି ଚରଣ ଦାଶ (୭୨)ଙ୍କ ମଙ୍ଗଳବାର ରାତିରେ ଅଚାନକ ପରଲୋକ ଘଟିଛି ।ଫଳରେ ଏହି ଖବର ଶୁଣିବା ପରେ ଶିକ୍ଷା ପ୍ରେମୀ,ଛାତ୍ରଛାତ୍ରୀଙ୍କ ସମେତ ଅଞ୍ଚଳବାସୀଙ୍କ ଠାରେ ଶୋକର ଛାୟା ଖେଳିଯାଇଛି ।ସୂଚନା ଯୋଗ୍ୟ ଯେ ସ୍ବର୍ଗତ ଶ୍ରୀ ଦାଶ ଜଣେ ମିଷ୍ଟଭାଷୀ, ସରଳ,ପରୋପକାରୀ ତଥା ଜଣେ ପ୍ରବୀଣ ଶିକ୍ଷକ ଭାବେ ବେଶ ପରିଚିତ ଥିଲେ ।ନିକଟସ୍ଥ  ପୂଜାରୀ ସାହାଜବାହାଲ ଠାରେ ଥିବା ନିଖିଳ ଓଡ଼ିଶା ସଂସ୍କୃତି ଉଚ୍ଚ ବିଦ୍ୟାଳୟରେ ଇଂରାଜୀ ଶିକ୍ଷକ ଭାବେ ଚାକିରି ଜୀବନ ଆରମ୍ଭ କରି ଶେଷ ପର୍ଯ୍ୟନ୍ତ ଶିକ୍ଷାଦାନ କରି ଅବସର ନେଇଥିଲେ ।ପରେ ତାଙ୍କର ଅଭିଜ୍ଞତା ଦୃଷ୍ଟିରୁ ଶିକ୍ଷା ବିଭାଗ ସିନ୍ଦୁରପୁର ସ୍ଥିତ ୫ଟି ସ୍ମାର୍ଟ ହାଇସ୍କୁଲ ଠାରେ ୩ବର୍ଷ ଧରି ଶିକ୍ଷକତା କରିଥିଲେ ।ସେହିପରି ବିନିକା ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ୫ବର୍ଷ ଧରି ମୁଖ୍ୟ ପ୍ରଶାସକ ଭାବେ ଏବଂ ସିଲାଟି ଅରବିନ୍ଦ ସ୍କୁଲରେ ୧ବର୍ଷ ଧରି ନିଜର କାର୍ଯ୍ୟ ଦକ୍ଷତାକୁ ସଫଳତାର ସହ ତୁଲାଇଥିଲେ ।ଅନ୍ୟ ପକ୍ଷରେ ଶ୍ରୀ ଦାଶ ଶିକ୍ଷାଦାନ ବ୍ୟତୀତ ବିଭିନ୍ନ ସମୟରେ ସୁନ୍ଦରାକାଣ୍ଡ,ରାମାୟଣ ପାରାୟଣ,ହନୁମାନ ଚାଳିଶା,ପ୍ରବଚନ ଆଦି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ କରି ସମସ୍ତଙ୍କ ପ୍ରିୟ ହୋଇଥିଲେ ।ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ରାଜନୀତି ବ୍ୟକ୍ତିଙ୍କ ଠାରୁ ଆରମ୍ଭ କରି ଶିକ୍ଷା ପ୍ରେମୀ,ପୁରାତନ ଛାତ୍ର,ବନ୍ଧୁ ବାନ୍ଧବ ଘରକୁ ଆସି ଶୋକସନ୍ତପ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।ମୃତ୍ୟୁ ଶଯ୍ୟା ନିକଟରେ ପରିବାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।ଆଜି ସକାଳେ ପୁଣ୍ୟପୀଠ ପାପକ୍ଷୟ ଠାରେ ତାଙ୍କର ଅନ୍ତେଷ୍ଟ୍ରିକ୍ରୀୟା ସମ୍ପନ୍ନ କରାଯାଇଛି ।ଏକମାତ୍ର ପୁତ୍ର ପଣ୍ଡିତ ଦେବାଶିଷ ଦାଶ(ଟିଟୁ) ମୁଖାଗ୍ନି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like