-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଜନଶୁଣାଣି ଶିବର ରେ ପୁଣି ଉଠିଲା "ଛତୁଆ" କମ ଦେଉଥିବା ଅଭିଯୋଗ

20-Oct-2022



 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୧-୨୨ ଆର୍ଥିକ ବର୍ଷର ୧ ଏପ୍ରିଲ ୨୦୨୧ ଠାରୁ ୩୧ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ସମନ୍ଵିତ ଶିଶୁ ବିକାଶ ଓ ମମତା ଯୋଜନା ସମ୍ବନ୍ଧୀୟ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧକ୍ଷତାରେ  ଅନୁଷ୍ଠିତ ହୋଇଯାଇଛି |  ଏଥିରେ ମୋଟ ୧୫୨୦ ଟି ପ୍ରକଳ୍ପ ରୁ ୧୧୯୮ ଟି ପ୍ରକଳ୍ପ ସଂପୂର୍ଣ୍ଣ କରାଯାଇ ଥିବା ଏହି ଜନଶୁଣାଣି ରେ ଉପସ୍ଥାପିତ କରାଯାଇଥିଲା | ଏଥିରେ ମମତା ଯୋଜନା ଉପରେ ଆଲୋଚନା କରିଥିବା କୌଣସି ଅଙ୍ଗନ ୱାଡି କର୍ମୀ ମାନେ କୌଣସି ରେକର୍ଡ ଓ ରେଜିଷ୍ଟର ଦେଖାଇ ପାରିନଥିଲେ ଏବଂ *ଅଣ୍ଡା ଓ ଛତୁଆ ଭଳି ପୁଷ୍ଟି ପରିପୂରକ ଖାଦ୍ୟ କମ ପରିମାଣର ବଣ୍ଟନ* ଅଙ୍ଗନ ୱାଡି ଖୋଲା ନଯିବା ଭଳି ତୃଟି ଥିବା ଯୋଗୁଁ ସମାଧାନ ପାଇଁ ଚେଷ୍ଟା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଏହି ଜନଶୁଣାଣି କମିଟି ପାଖରେ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗର ଅଧିକାରୀ ସଠିକ ତଥ୍ୟ ଦେଇ ନଥିବାରୁ କମିଟିରେ ଅସନ୍ତୋଷ ପ୍ରକାଶ ପାଇଥିଲା | ଜିଲା ଆଦିବାସୀ ଉନ୍ନୟନ ସଂସ୍ଥା ର କୌଣସି ଅଧିକାରୀ ଆସି ନଥିଲେ | ଏଥିରେ ନବରଙ୍ଗପୁର ଜିଲା ସାମାଜିକ ସମୀକ୍ଷକ ବୈବସୂତ ଚାଲାଣ ଉପସ୍ଥିତ ସରକାରୀ କର୍ମଚାରୀଙ୍କୁ ସାମାଜିକ ସମୀକ୍ଷାରେ ଦେଖାଯାଇଥିବା ତ୍ରୁଟି ଗୁଡିକ ଯେପରି ଭବିଷ୍ୟତରେ ପୁନରାବୃତ୍ତି ନହୁଏ ସେଥି ପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ | ଏହାସହ ଜିଲା ଆଦିବାସୀ ଉନ୍ନୟନ ସଂସ୍ଥା ର କୌଣସି ଅଧିକାରୀ ନଆସିବା ଓ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗର ଅଧିକାରୀ କମିଟି ପାଖରେ ସଠିକ ତଥ୍ୟ ଉପସ୍ଥାପନ କରିନଥିବାରୁ ଏହି ଉପରେ କାର୍ଯ୍ୟ|ନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ଜଣାଇବା ପାଇଁ ବିଡିଓଙ୍କୁ ପରାମର୍ଶ ଦିଆଯାଇଥିଲା | ଏଥିରେ ବିଡିଓ ଶରତ ମାଝି, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲାପରିଷଦ ସଭ୍ୟ ଜୋନ-୧ ଧନସିଂ ଭତ୍ରା ଓ ଜୋନ-୨ ଗୁପ୍ତ ବିଶୋୟୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣବାସ ନାୟକ, ବନପାଳ ମଧୁସୂଦନ ପାତ୍ର, ବ୍ଲକ ସାମାଜିକ ସମୀକ୍ଷକ ଶାରଦା ତ୍ରିପାଠୀ, ଗ୍ରାମ ପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି ପ୍ରସାଦ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ ଓ ବ୍ରହ୍ମଦତ୍ତ ସାହୁ, ବନରକ୍ଷୀ ପ୍ରକାଶ ସରକାର, ଉଦ୍ୟାନ କର୍ମଚାରୀ ଜଗଦୀଶ ତରାସିଆ, ସମସ୍ତ ସରପଞ୍ଚ , ସମିତି ସଭ୍ୟା ସଭ୍ୟ , ପଞ୍ଚାୟତ ନିର୍ବାହୀ ଅଧିକାରୀ , ଗ୍ରାମ ରୋଜଗାର ସେବିକା ସେବକ ଓ ଜବ କାର୍ଡ ଧାରୀ ଶ୍ରମିକ ମାନେ ଯୋଗଦେଇଥିଲେ |

(ରିପୋର୍ଟ :ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like