-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ, ଏନ୍ଫୋର୍ସମେଣ୍ଟ କୁ ଅଧିକ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପ

20-Oct-2022



ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ ଗତକାଲି ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପଆରକ୍ଷୀ ଅଧିକ୍ଷକ  ଚନ୍ଦ୍ରଶେଖର ସାହୁ, ଜିଲ୍ଳା ପରିବହନ ଅଧିକାରୀ  ଅକ୍ଷୟ କୁମାର ଜେନା, ଅତିରିକ୍ତ ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁ, କନିଷ୍ଠ ଏମ ଭି ଆଇ,ଏସ ଡି ଓ ଆର ଏଣ୍ଡ ବି, ସୋନପୁର,ବରିଷ୍ଠ ସହାୟକ ଜିଲ୍ଳା ଶିକ୍ଷା ବିଭାଗର ମଦନ ଗୋପାଳ ନାଏକ,ବିଭାଗୀୟ ଅଧିକାରୀ, ସଦସ୍ୟ ସଦସ୍ୟା ପ୍ରମୁଖ ଯୋଗ ଦେଇ ସଡ଼କ ସୁରକ୍ଷା ପରିଚାଳନା ଉପରେ ଆଲୋଚନା କରିଥିଲେ l ବିଶେଷ ଭାବେ ଜିଲ୍ଲl ଅନ୍ତର୍ଗତ ରାଜ୍ୟ ରାଜପଥ ତଥା ଜାତୀୟ ରାଜପଥରେ ଥିବା ବୁଲାଣୀ ଓ ଦୁର୍ଘଟଣା ପ୍ରବଣ ସ୍ଥାନ ଗୁଡିକରେ ବିଶେଷ ସୂଚନା ଫଳକ ସହ ଆଲୋକୀକରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ତଥା ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି lବିଦ୍ୟାଳୟ ମାନଙ୍କରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବ୍ୟବହୃତ ହେଉଥିବା ସମସ୍ତ ଯାନବାହାନ ଗୁଡିକ ମୋଟର ଯାନ ଆଇନ ମୁତାବକ ବ୍ୟବସ୍ଥିତ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ସହିତ ନାବାଳକ ଛାତ୍ର ଛାତ୍ରୀ ଙ୍କ ଗାଡିଚାଳନା ଉପରେ ଆବଶ୍ୟକ ଦୃଷ୍ଟି ଦେବାକୁ ବୈଠକରେ ଆଲୋଚନା ହୋଇଥିଲା l ୧୬ ବର୍ଷର ଛାତ୍ରଛାତ୍ରୀ  ସ୍କୁଟି ଚାଳନା କରି ପାରିବେ,ମାତ୍ର ଏଥି ନିମନ୍ତେ ଡ୍ରାଇଭିଂଗ ଲାଇସେନ୍ସ ଦରକାର l ସେହିପରି ୧୮ବର୍ଷରୁ ଉର୍ଦ୍ଧ ବୟସର ଛାତ୍ର ଛାତ୍ରୀ ଗୀୟର ଗାଡି ଚଳାଇ ପାରିବେ ଓ ଏଥି ନିମନ୍ତେ ମଧ୍ୟଗାଡି ଲାଇସେନ୍ସ ଅପରିହାର୍ଯ୍ୟ ରହିଛିl ଛାତ୍ର ଛାତ୍ରୀ ଗାଡି ଚାଳନାକୁ ଅଭିଭାବକ ସହ ସ୍କୁଲ କର୍ତ୍ତୃପକ୍ଷ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି l ଜିଲ୍ଲା ଶିକ୍ଷା ଅଧିକାରୀ ଏଥି ନିମନ୍ତେ ସ୍କୁଲ ଓ ମହାବିଦ୍ୟାଳୟ ଗୁଡିକରେ ଆବଶ୍ୟକ ସଚେତନତା କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି l ଗ୍ରାମୀଣ ରାସ୍ତାରୁ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ରାସ୍ତା ରେ ସୂଚନା ଫଳକ ଓ ସ୍ପିଡ଼ ବ୍ରେକର ଲଗାଇବାକୁ ଅଧିକାରୀ ଙ୍କୁ ପରାମର୍ଶ ଦେବାକୁ ବୈଠକରେ ଆଲୋଚନା ଜରାଯାଇଛି  l ଏତଦ ବ୍ୟତୀତ ଜିଲ୍ଲାର ସଡ଼କ ଦୁର୍ଘଟଣା ସହ ଦୁର୍ଘଟଣା ଜନିତ ମୃତ୍ୟୁକୁ ହ୍ରାସ କରିବା ନିମନ୍ତେ ଆବଶ୍ୟକ ଜନ ସଚେତନତା ତଥା ପୋଲିସ ପ୍ରଶାସନ ସହ ମିଳିତ ଭାବେ ଜୋରଦାର ଚଢ଼ାଉ ଉପରେ ଗୁରୁତ୍ଵାରୋପ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like