-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ସେକେଣ୍ଡାରୀସ୍କୁଲର ଯୁକ୍ତଦୁଇ ଆଡମିସନ ଚୟନରେତୃଟି ଅଭିଯୋଗ, ସେକେଣ୍ଡ ସିଲେକ୍ସନରେ ଆଡମିସନପରେ ପୁଣି ଷ୍ପଟସିଲେକ୍ସନ ତାଲିକାରେ ନାମ

20-Oct-2022



ବଲାଙ୍ଗୀର(ପ୍ରେରଣା ଖବର)ରାଜ୍ୟସରକାରଙ୍କ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସେକେଣ୍ଡାରୀ ସ୍କୁଲ(ପୂର୍ବରୁ କଲେଜ)ଗୁଡିକରେ ଯୁକ୍ତଦୁଇ ପାଠ ପାଇଁ ନାମଲେଖା ଚାଲିଛି । ସେହିକ୍ରମରେ ବଲାଙ୍ଗୀର ରାଜେନ୍ଦ୍ର ସେକେଣ୍ଡାରୀ ସ୍କୁଲରେ ମଧ୍ୟ ନାମଲେଖା ଚାଲିଛି । ଦୁଇଟି ପର୍ଯ୍ୟାୟରେ ନାମଲେଖା ସରିଥିବା ବେଳେ ଗତକାଲି ସ୍ପଟ ଆଡମିସନ ପାଇଁ ତାଲିକା ପ୍ରକାଶ ପାଇଛି । ତେବେ ଏହି ତାଲିକାରେ ହେରାଫେରି କରାଯାଇଥିବା ଅଭିଯୋଗ ହୋଇଛି । ୭୮.୬୬% ନମ୍ବର ରଖିଥିବା ଜଣେ ଛାତ୍ରଙ୍କର ନାମ ଆସିନଥିବା ବେଳେ ୭୬% ତଥା ୭୫% ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କ ନାମ ତାଲିକାରେ ପ୍ରକାଶ ପାଇଛି । ଏପରିକି ଏହି ରାଜେନ୍ଦ୍ର ସେକେଣ୍ଡାରୀ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟରେ ନାମ ଲେଖାଇ ସାରିଥିବା କିଛି ଛାତ୍ରଙ୍କର ନାମ ପୁଣି ଷ୍ପଟ ଆଡମିସନ ତାଲିକାରେ ରହିଥିବା ଦେଖାଯାଇଛି । ଯାହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସନ୍ଦେହ ପ୍ରକାଶ ପାଇଛି । ତାଲିକାରେ ଚଞ୍ଚକତା କରାଯାଇଥିବା ଦେଓଗାଁ ବ୍ଲକର ଉପରଝର ପଞ୍ଚାୟତର କୁହିମୁଣ୍ଡା ଗ୍ରାମର ଶମ୍ଭୁଭୂଷଣ ସାହୁ ଅଭିଯୋଗ କରିଛନ୍ତି । ତାଙ୍କ ପୁଅର ମାଟ୍ରୀକରେ ୭୮.୬୬% ନମ୍ବର ଥିବା ବେଳେ ତାଙ୍କ ନାମ ସ୍ପଟ ଆଡମିସନରେ ବାହାରିନାହିଁ । ତାଙ୍କ ପୁଅ ଲିପୁନ ସାହୁ ଅନଲାଇନରେ ଆବେଦନ ବେଳେ ରାଜେନ୍ଦ୍ର ସେକେଣ୍ଡାରୀ ସ୍କୁଲକୁ ୧ନମ୍ବର ପ୍ରାଥମିକତା ଦେଇଥିଲେ । କିନ୍ତୁ ଟିଟିଲାଗଡ ଡିଏଭି କଲେଜରେ ତାଙ୍କର ପ୍ରଥମ ପର୍ଯ୍ୟାୟରେ ନାମଲେଖା ତାଲିକା ପ୍ରକାଶ ପାଇଥିଲା । ତେଣୁ ସେଠାରେ ସେ ଆଡମିସନ କରିଥିଲେ । ଆଡମିସନ ବେଳେ ମଧ୍ୟ ରାଜେନ୍ଦ୍ର ସେକେଣ୍ଡାରୀ ସ୍କୁଲର ଅପସନ ଆସିଲେ ସେ ସେଠାରେ ଆଡମିସନ କରିବେ ବୋଲି ଲେଖିଥିଲେ । କିନ୍ତୁ ସ୍ପଟ ଆଡମିସନ ବେଳେ ତାଙ୍କୁ ବାଦଦେଇ ତାଙ୍କ ଠାରୁ କମ ମାର୍କ ପାଇଥିବା ଛାତ୍ରଛାତ୍ରୀଙ୍କୁ ଚୟନ କରି ତାଲିକା ପ୍ରସ୍ତୁତ କରାଯାଇଥିବା ଅଭିଯୋଗ କରି ଏହାର ତଦନ୍ତ ଦାବି କରିଛନ୍ତି । ତେବେ ଏହି ଅଭିଯୋଗ ଉପରେ ରାଜେନ୍ଦ୍ର ସେକେଣ୍ଡାରୀ ସ୍କୁଲର ନାମଲେଖା ଦାୟୀତ୍ୱରେ ଥିବା ପ୍ରଦୀପ ସାହୁ ନାମକ  ଅଧ୍ୟାପକଙ୍କୁ ଫୋନରେ ପଚାରିବାରୁ ସେ ଏହା ଅଟୋସିଲେକ୍ସନ ହେଉଛି ବୋଲି ସେ କହିବା ସହିତ ଦ୍ୱିତୀୟ ପର୍ଯ୍ୟାୟ ଆଡମିସନ ବେଳେ ଅପସନ କ୍ଲିକ କରିନଥିବା କାରଣରୁ ସ୍ପଟ ଆଡମିସନ ବେଳେ ତାଙ୍କ ନାମ ଆସିନାହିଁ ବୋଲି କହିଥିଲେ । ତେବେ ରାଜେନ୍ଦ୍ର ସେକେଣ୍ଡାରୀ ସ୍କୁଲରେ ଆଡମିସନ କରିଥିବା ଅନ୍ୟଛାତ୍ରଙ୍କର ନାମ ପୁଣି କିଭଳି ତାଲିକା ପ୍ରକାଶ କରାଗଲା ବୋଲି ଶମ୍ଭୁ ଅଭିଯୋଗ କରିଛନ୍ତି । ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ କରାଯିବାକୁ ଶ୍ରୀ ସାହୁ ଦାବି କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like