-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଆୟୋଡିନ ଅଭାବ ଜନିତ ରୋଗ ନିୟନ୍ତ୍ରଣ ଦିବସ ପାଳିତ

21-Oct-2022



ସୁବର୍ଣ୍ଣପୁର : ମଣିଷ ଶରୀର ପାଇଁ ଆୟୋଡିନ ଏକ ଆବଶ୍ୟକୀୟ ଅଣୁ ପୋଷକ ତତ୍ତ୍ଵ, ଯାହା ସ୍ଵାଭାବିକ ଅଭିବୃଦ୍ଧି ଏବଂ ମନସିକ ବିକାଶ ଘଟିବା ପାଇଁ ଅତି ଆବଶ୍ୟକ। ଉପଯୁକ୍ତ ମାତ୍ରାରେ ଆୟୋଡିନ ଯୁକ୍ତ ଲୁଣ ସେବନ ହିଁ ଆୟୋଡିନ୍ ଅଭାବ ଜନିତ ରୋଗ ନିରାକରଣର ଏକମାତ୍ର ଉପାୟ। ତେଣୁ ହସୁଥିବା ସୂର୍ଯ୍ୟ ଚିହ୍ନ ଥିବା ଲୁଣ ପ୍ୟାକେଟରୁ ହିଁ ଆୟୋଡିନ ଯୁକ୍ତ ଲୁଣ ସେବନ କରିବା ଉଚିତ ବୋଲି ଆଜି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ତାଲିମ କେନ୍ଦ୍ରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଆୟୋଡିନ ଅଭାବ ଜନିତ ରୋଗ ନିୟନ୍ତ୍ରଣ ଦିବସ ଅବସରରେ ମତ ପ୍ରକାଶ ପାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତିଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ( ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ରୋଗ ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ଡିପିଏମ୍ ବିଶ୍ଵମ୍ଵର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ବ୍ଲକ ସ୍ଵାସ୍ଥ୍ୟ ଅଧିକାରୀ, ଜନସ୍ଵାସ୍ଥ ସଂପ୍ରସାରଣ ଅଧିକାରୀ, ବିପିଏମ, ସମସ୍ତ କାର୍ଯ୍ୟକ୍ରମ ପରିଚାଳକ, ଆଇସିଡିଏସ୍ ସୁପରଭାଇଜର ପ୍ରମୁଖ ଯୋଗଦେଇଥିଲେ। ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ, ଅଣସଂକ୍ରାମକ ରୋଗ ପରିଚାଳକ ଗୀତାଞ୍ଜଳି ମେହେର, ଆଶା ସଂଯୋଜକ ତରଣୀସେନ୍ ପ୍ରଧାନ ପ୍ରମୁଖ ଆୟଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like