-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୫ଗ୍ରାମରେ ବିଜେଡ଼ିର ଜନସମ୍ପର୍କ ପଦଯାତ୍ରା

21-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ରାଜ୍ୟ ନବୀନ ସରକାରଙ୍କଲୋକପ୍ରିୟତା,ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଓ ବିନିକା ବ୍ଳକ ଅଞ୍ଚଳର ବିଭିନ୍ନ ଗ୍ରାମରେ ଚାଲିଥିବା ଜନହିତକର  କାର୍ଯ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବା ସହ ବିଜେଡ଼ି ଦଳର ନୀତି ଆଦର୍ଶରେ ସବୁ ବର୍ଗର ଲୋକଙ୍କୁ ସାମିଲ କରିବା ନେଇ ଶୁକ୍ରବାର ବିଜେଡ଼ିର ଦ୍ବିତୀୟ ପର୍ଯ୍ୟାୟ ପଦଯାତ୍ରା ୫ଟି ଗ୍ରାମରେ ଅନୁଷ୍ଠିତ ହୋଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଜନତା ଦଳର ଯୁବ ସଭାପତି ତଥା ବିନିକା ବ୍ଳକ ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ନେତୃତ୍ୱରେ ଅନୁଷ୍ଟିତ ଏହି ପଦଯାତ୍ରାରେ ମାନ୍ୟବର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ  । ପ୍ରାରମ୍ଭରେ ବିଶାଳପାଲି ସ୍ଥିତ ମହାଦେବ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ଶତାଧିକ ବିଜେଡ଼ି କର୍ମୀ ବିଶାଳପାଲି ଗ୍ରାମରେ ପଦଯାତ୍ରା କରିଥିଲେ ।ପରେ ଚେରୁପାଲି,ବଲାରଙ୍ଗା, ସର୍ଗୁଣା,ଜାମପାଲି ପରିକ୍ରମା ବେଳେ ଗ୍ରାମବାସୀଙ୍କ ତରଫରୁ ଆୟୋଜିତ ସଭାରେ ବିଧାୟକ ଶ୍ରୀ ବେହେରା ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଉପରେ ଲୋକଙ୍କୁ ଅବଗତ କରି ଏହାର ଫାଇଦା ନେବାକୁ କହିଥିଲେ l ସେହିପରି ଜିଲ୍ଲା ବିଜେଡ଼ି ଯୁବ ସଭାପତି ଅଶୋକ ନନ୍ଦ ବିନିକା ବ୍ଳକ ଅଧୀନରେ ଚାଲିଥିବା ଉନ୍ନତିମୂଳକ କାର୍ଯ୍ୟ ଉପରେ କହିବା ସହ ଅଞ୍ଚଳର ସାମୂହିକ ବିକାଶ ପାଇଁ ଆମର ପ୍ରିୟ ବିଧାୟକଙ୍କ ପ୍ରଚେଷ୍ଟା ଜାରି ରହିଥିବା ପ୍ରକାଶ କରିଥିଲେ। ଅନୁଷ୍ଟିତ ଏହି ପଦଯାତ୍ରାରେ ବ୍ଳକ ବିଜେଡ଼ି ସଭାପତି ଦ୍ବାରିକାନାଥ ସାହୁ,ନଗରପାଳ ସୁବାସ ଚନ୍ଦ୍ର ଭୋଇ, ଯୁବ ଆଇନଜୀବୀ ଅଦୈତ ପଣ୍ଡା,ବ୍ଳକ ଉପାଧ୍ୟକ୍ଷ ନିର୍ମଳ ଷାଣ୍ଡ,ଯୁବ ସଭାପତି ପ୍ରତାପ ଚାନ୍ଦ,ବ୍ଳକ ସମ୍ପାଦକ ଟଙ୍କଧର ମେଲ୍ଲି,ନାରାୟଣ ଲୁହା,ଅଚ୍ୟୁତ କଣ୍ଟା,ଦାଶରଥି ନନ୍ଦ,କେଦାର ପଣ୍ଡା,ହୃଷୀକେଶ ପଣ୍ଡା,ବଶିଷ୍ଠ ପଣ୍ଡା,ମାନସ ବେହେରା,ସଞ୍ଜୀବ ତ୍ରିପାଠୀ,ବିହାରୀ ଲାଲ ମିଶ୍ର,କୃତିବାସ ମିଶ୍ର,ପ୍ରଦୀପ ମିଶ୍ର ପ୍ରମୁଖଙ୍କ ସମେତ ଶତାଧିକ କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like