-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ କରକମଳରେ ସୋନପୁର ଠାରେ ହସ୍ତ ତନ୍ତ ମଲ ର ଭିତ୍ତିପ୍ରସ୍ତର ସ୍ଥାପନ -

21-Oct-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆଜି  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ  କରକମଳରେ  ଆଭାସୀ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ଠାରେ ହସ୍ତ ତନ୍ତ ମଲ ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ଜିଲ୍ଳା ଓସ୍ୱାନ କେନ୍ଦ୍ରଠାରେ ମାନ୍ୟବର ବିଧାୟକ ବୀରମହାରାଜପୁର ଶ୍ରୀଯୁକ୍ତ ପଦ୍ମନାଭ ବେହେରା, ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଙ୍କ ତରଫରୁ WODC ହସ୍ତ ତନ୍ତ ମଲ ର ଭିତ୍ତିପ୍ରସ୍ତର ସ୍ଥାପନ ଫଳକ ର ଶୁଭ ଉନ୍ମୋଚନ କରିଥିଲେ l ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ,ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ,ଓ ନିଶି ପୁନମ ମିଞ୍ଜ, ସି ଡି ଓ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଅଧ୍ୟକ୍ଷା ପୌରପରିଷଦ ସୋନପୁର ତାମସୀ ତାମସ୍ମିତା ନାଏକ, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅଧୀକ୍ଷଣ ଯନ୍ତ୍ରୀ କୋଠା ବାଡ଼ି ଦାମୋଦର କୈବର୍ତ୍ତ, ଜିଲ୍ଳା କାର୍ଯ୍ୟ ନିର୍ବାହୀ ଅଧିକାରୀ WODC, ଚତୁର୍ଭୁଜ ସାହୁ, ପ୍ରମୁଖ ଉପସ୍ଥିତ ରହିଥିଲେ I

ପରେ ପରେ ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ନରୱଣେ କାର୍ଯ୍ୟକ୍ରମ ର ବିସ୍ତୃତ ରୂପ ରେଖ ଉପରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଥିଲେ I ସେ କହିଥିଲେ ଯେ ଆମ ଜିଲ୍ଳା ହସ୍ତତନ୍ତ ଓ ହସ୍ତ ଶିଳ୍ପ କାରୁକାର୍ଯ୍ୟ ପାଇଁ ଦେଶ ବିଦେଶରେ ପ୍ରସିଦ୍ଧିଲାଭ କରିଛି l ବୁଣାକାର ଓ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତ ତନ୍ତ ବସ୍ତ୍ରର ବହୁଳ ବିକ୍ରୟ ତଥା ସେମାନଙ୍କ ଅର୍ଥନୈତିକ ବିକାଶ ଉଦ୍ଦେଶ୍ୟ ରେ ପରିଷଦ ୬ କୋଟି ୪୫  ଲକ୍ଷ ବ୍ୟୟରେ WODC ହସ୍ତ ତନ୍ତ ମଲ ନିର୍ମାଣ ପାଇଁ ପଦକ୍ଷେପ ସ୍ୱରୂପ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି I ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ପରିଷଦ ତରଫରୁ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନ ର ଉନ୍ନତି ପାଇଁ ଅର୍ଥ ମଞ୍ଜୁର କରିବା ସହିତ ଏହି ଜିଲ୍ଲାର ବିଜୁପଟ୍ଟନାୟକ ମହିଳା ମହାବିଦ୍ୟାଳୟର ଗୃହ ନିର୍ମାଣ ପାଇଁ ପରିଷଦ ତରଫରୁ ୪ କୋଟି ଟଙ୍କା ମଞ୍ଜୁର ହୋଇଛି  I ପୁନଶ୍ଚ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଦ୍ୱାରା ପରିଚାଳିତ କଫେଟେରିଆର ନିର୍ମାଣ ପାଇଁ ଆର୍ଥିକ ଅନୁଦାନ ଦିଆଯାଇଛି I ସେହିପରି ଡୁଙ୍ଗୁରିପାଲି ବ୍ଲକର ରାମପୁର ଠାରେ ବିଜୁ ଗ୍ରାମୀଣ ବଜାର ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like