-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ଫୁଲମୁଠୀ ଗୋକୁଳାଷ୍ଟମୀ ମହୋତ୍ସବ କମିଟୀ ଗଠିତ(ଆନନ୍ଦ ସଭାପତି, ଭୁବନ ସମ୍ପାଦକ)  

21-Oct-2022



 ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ବ୍ଳକ ଅନ୍ତର୍ଗତ ଫୁଲମୁଠି ଠାରେ ଆସନ୍ତା ନଭେମ୍ବର ୨୮ତାରିଖରୁ ଡିସେମ୍ବର ୫ତାରିଖ ଯାଏ ବ୍ରଜ ବିହାରୀ ନୃତ୍ୟ କଳା ପରିଷଦ ପକ୍ଷରୁ ହେବାକୁ ଯାଉଥିବା ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବ ପରିଚାଳନା ପାଇଁ ସ୍ଥାନୀୟ ମାହେଶ୍ୱରୀ ମଣ୍ଡପ ଠାରେ ନୂତନ କମିଟି ଗଠିତ ହୋଇଯାଇଛି । ଏଥିରେ ଗ୍ରାମବାସୀ ଯୋଗଦେଇ ଚଳିତ ବର୍ଷ ଯାତ୍ରା ମହୋତ୍ସବକୁ ଆଡମ୍ବରପୂର୍ଣ୍ଣ ଭାବେ ପାଳନ କରିବା ସହ ଯେପରି ଶାନ୍ତିଶୃଙ୍ଖଳା ସହିତ ସମାପନ ହେବ ସେନେଇ ଆଲୋଚନା ହୋଇଥିଲା । ପରେ ସମସ୍ତଙ୍କ ପ୍ରସ୍ତାବ କ୍ରମେ ଯାତ୍ରା ପରିଚାଳନା କମିଟି ଗଠନ କରାଯାଇଥିଲା । ଏଥିରେ ଆନନ୍ଦ କୁମାର ହୋତା ସଭାପତି ଭାବେ ମନୋନୀତ ହୋଇଥିବା ବେଳେ ଉପ ସଭାପତି ରଞ୍ଜନ ନାଏକ,ସମ୍ପାଦକ ଭୁବନ ମହାକୁର, ସହସମ୍ପାଦକ ହରିବନ୍ଧୁ ରଣା, କୋଷାଧ୍ୟକ୍ଷ ବୃନ୍ଦାବନ ଦାଶ ପ୍ରମୁଖ ମନୋନୀତ ହୋଇଛନ୍ତି । ସେହିପରି ଉପଦେଷ୍ଟା ମଣ୍ଡଳୀରେ ପ୍ରମୋଦ କୁମାର ଦାଶ, ସତ୍ୟବାନ ମିଶ୍ର, ତିର୍ଥବାସୀ ସାହୁ, ଗୋଲଖ ଦାଶ, ରାଜକୁମାର ମିଶ୍ର, ମନୋଜ ଦାଶ, ନକୁଳ ପ୍ରଧାନ, ପ୍ରଫୁଲ୍ଲ ମିଶ୍ର, ଅନ୍ତର୍ଯ୍ୟାମୀ ପଣ୍ଡା, ଲୋକନାଥ ନାଏକ, ହିମାଂଶୁ ଶେଖର ପୁଟେଲ, ଗଣେଶ ମେହେର, ନରସିଂହ ପଧନ, ଚନ୍ଦ୍ର ଶେଖର ମେହେର,ପଦ୍ମ କିଶୋର ମେହେର ପ୍ରମୁଖ ରହିଛନ୍ତି । ଆଗାମୀ ବୈଠକରେ ଯାତ୍ରା ମହୋତ୍ସବର ବିଭିନ୍ନ ବିଭାଗ ବଣ୍ଟନ କରାଯାଇ ଉତ୍ସାହିତ ଯୁବକଙ୍କୁ ଦାୟିତ୍ଵ ଅର୍ପଣ କରାଯିବ ବୋଲି ସଭାପତି ଶ୍ରୀ ହୋତା ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like