-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ସ୍ୱଦେଶୀ ଦିବସ : ରାଜୀବ ଦୀକ୍ଷିତ (ରାଷ୍ଟ୍ରବନ୍ଧୁ)ଙ୍କ ଆବିର୍ଭାବ ଓ ତିରୋଧାନ ଦିବସ

30-Nov-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର): ବଲାଙ୍ଗିର ଯାଦବ ଭବନ ଠାରେ ରାଜୀବ ଦୀକ୍ଷିତଙ୍କ ଜୟନ୍ତି ଅବସରରେ ସନ୍ଦୀପ ବାଗଙ୍କ ଆବାହକତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକର ପ୍ରାରମ୍ଭରେ ରାଜୀବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟର୍ପଣ କରିବାରେ ରାଜୀବଙ୍କ ବିଚାର ଉପରେ ଏକ ଆଲୋଚନା ହୋଇଥିଲା । ବିଶେଷ ପରି ସ୍ୱଦେଶି ଚିନ୍ତାର ଚିକିତ୍ସା ଓ ସ୍ୱଦେଶି କୃଷି ଉପରେ ଉପସ୍ଥିତ ସଭ୍ୟମାନେ ନିଜର ମତ ରଖିଥିଲେ । ଶେଷରେ ସମସ୍ତଙ୍କ ନିଷ୍ପତ୍ତି କ୍ରମେ ଆଗାମୀ କାର୍ଯ୍ୟକ୍ରମକୁ ପ୍ରତି ମାସରେ ଏହାର ବିଚାରକୁ କେମିତି ପ୍ରଚାର ପ୍ରସାର ହୋଇ ପାରିବ ତାକୁ ନେଇ ପ୍ରତି ମାସରେ ଏକ ବୈଠକ କରାଯିବ । ଜଗନ୍ନାଥ ପ୍ରସାଦ ମହାରଣା, ସତ୍ୟ ବନଛୋର, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ, ରଶ୍ମି ରଂଜନ ହୋତା, ସତ୍ୟନାରାୟଣ ଦାଶ, ଜୟନାରାୟଣ ନାଏକ, ସରୋଜ ସାହୁ, ଦିବାକର ମେହେର, ହୃଷିକେଶ କୁମାର ସାହୁ, ସଦାନନ୍ଦ ଦେବତା, ସିଦ୍ଧେଶ୍ୱର ମିଶ୍ର, ଦିପକ କୁମାର ଗଡୁଆ, ସୌମ୍ୟରଂଜନ ମହାରଣା ପ୍ରମୁଖ ଉପସ୍ଥିତ ଥିବା ବେଳେ ସିଦ୍ଧେଶ୍ୱର ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like