-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନଅଗାଁ(କ) କ୍ଲଷ୍ଟରରେ ସୁରଭି ମହୋତ୍ସବ ଅନୁଷ୍ଠିତ

22-Oct-2022



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) ଆଂଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ନଅଗାଁ(କ) କ୍ଲଷ୍ଟରର ହଳଦୀପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ମହୋତ୍ସବରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ତପସ୍ଵିନୀ ସେଠ ଉପସ୍ଥିତ ହୋଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ l କ୍ଲଷ୍ଟରର ଆଠଟି ବିଦ୍ୟାଳୟର ପ୍ରାୟ ଅଶି ଜଣ ଛାତ୍ରଛାତ୍ରୀ ବିଭିନ୍ନ   ପ୍ରତିଯୋଗିତାରେ ଭାଗ ନେଇଥିଲେ l କ୍ଲଷ୍ଟରର ସାଧନକର୍ମୀ ଶ୍ରୀ କ୍ଷୀରେଶ୍ବର ଦୀପଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ପ୍ରତିଯୋଗୀତା ପରିଚାଳନା ହୋଇଥିଲା l ଶିକ୍ଷକ ମନୋଜ କୁମାର ବହିଦାର, ଗାନ୍ଧୀ ନାଏକ୍, ଗାନ୍ଧୀ ପ୍ରଧାନ, ଲକ୍ଷ୍ମୀ କାନ୍ତ ସାହୁ, ସନୋଜ କୁମ୍ଭାର, ଲକ୍ଷ୍ମୀ କାନ୍ତ ଭୋଇ ପ୍ରମୂଖ ବିଚାରକ ଭାବେ ବିଭିନ୍ନ ବିଭାଗରେ ଦାୟିତ୍ଵ ତୁଲାଇଥିଲେ l ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ଶ୍ରୀମତୀ ତପସ୍ଵିନୀ ସେଠ, ସମନ୍ନିତ ଅତିଥି ଭାବେ ସମିତି ସଭ୍ୟା ବନିତା ନାଏକଙ୍କ ସ୍ଵାମୀ ନୀଳଗିରି ନାଏକ, ନଅଗାଁ(କ) ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନନ୍ତ କୁମାର ସାହୁ, ଗ୍ରାମର ଗନ୍ତିଆ କରୁଣାକର ସାହା, ଅଶୋକ ସାହା ଉପସ୍ଥିତ ଥିବା ବେଳେ, ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦୀପ କୁମାର ଦେବତା ସଭାପତିତ୍ବ କରିଥିଲେ l ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ଦେବାଶିଷ ସାହୁ ସଂଯୋଜନାରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଏହାପରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଶିକ୍ଷକ ଅନିଲ ମହାନନ୍ଦଙ୍କ ସଂଯୋଜନାରେ ଛାତ୍ରଛାତ୍ରୀମାନେ ସୁନ୍ଦର ନୃତ୍ୟ ଗୀତ ପରିବେଷଣ କରିଥିଲେ l ଶିକ୍ଷକ ସୁଦୀପ୍ତ ପ୍ରଧାନ, ସନତ୍ ସାହା, ବାଲେଷ୍ଟର ମେହେର,ଶିବରାମ୍ ନାଏକ, କିଶୋର ବର୍ଗେ, ଶିକ୍ଷୟତ୍ରୀ ଦଶମୀ ସାହୁ ପ୍ରମୁଖ ସହଯୋଗ କରିଥିଲେ l ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆସନ୍ତା ୨୬ ତାରିଖରେ ଆଗଲପୁର ଡୁଡୁକାରେ ହେବାକୁ ଥିବା ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭିରେ ଭାଗ ନେବେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like