-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ବିଜେଡିର ଜନସଂପର୍କ ପଦଯାତ୍ରା

22-Oct-2022



ଉଲୁଣ୍ଡା, (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକରେ ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବିଧାୟକ ବ୍ଲକର ପୋଢଟିକିରା ଠାରେ ପହଂଚିଲା ପରେ ଦଳିୟ କର୍ମୀମାନେ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ସେଠାରେ ପଯାତ୍ରାରେ ବାହାରି ଉଲୁଣ୍ଡା ଶିବ ମନ୍ଦିର ଠାରେ ପହଂଚିଥିଲେ । ସେଠାରେ ବିଧାୟକ ପୂଜର୍ଚନା କରିଥିଲେ । ସେଠାରୁ ପୁଣି ପଦଯାତ୍ରା ବାହାରି ଉଲୁଣ୍ଡା ବସ୍ତି, ବ୍ଲକଛକ, ମହୁଲପାଲି, ଗଣ୍ଡାବାହାଲ, କ୍ଷେମାଲୋଏ, ନାକଡେଇଁ, ବାଘପାଲି ଦେଇ କୋଟସମଲାଇ ଠାରେ ପହଂଚିଥିଲା । ଏହି କ୍ଷେମାଲୋଏ ଠାରେ ଆୟୋଜିତ ସଭାରେ ବିଧାୟକ ଶ୍ରଯୁକ୍ତ ବେହେରା ଯୋଗଦେଇ ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ତୃଣମୂଲ ସ୍ତରରେ ଯୋଜନା ଗୁଡିକ ଯେମିତି ଲୋକଙ୍କ ପାଖରେ ପହଂଚି ପାରିବ ସେଥି ପ୍ରତି ଧ୍ୟାନ ଦେବାକୁ ଦଲିୟକର୍ମୀ ମାନଙ୍କୁ  ପରାମର୍ଶ ଦେଇଥିଲେ । ପଦଯାତ୍ରାରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଝସକେତନ ବଘାର,  ଜୋନ୧ ଜିଲ୍ଲାପରିଷଦ ସଭ୍ୟା ବିଜୟଲକ୍ଷ୍ମୀ ତରାଇ, ଯୁବନେତା କୃତିବାସ ମିଶ୍ର, ବିହାରୀଲାଲ ମିଶ୍ରଙ୍କ ସମେତ ହଜାର ହଜାର ଦଲିୟକର୍ମୀ ଯୋଗଦେଇଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like