-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୃଜନଶୀଳତାର ବିକାଶ ପାଇଁ ବୃଦ୍ଧିମାନ ହେବା ଜରୁରୀ ନୁହେଁ : ମୃଣାଳ ଚାଟାର୍ଜୀ ଇମ୍ପରିୟଲ କଲେଜରେ ଗୁରୁମନ୍ତ୍ର -୧୦

22-Oct-2022



ବରଗଡ଼  : ସ୍ଥାନୀୟ ବିଦ୍ୟାବିହାର ସ୍ଥିତ ଇମ୍ପରିୟଲ କଲେଜ ପରିସରରେ ଗୁରୁମନ୍ତ୍ର ସିରିଜ-୧୦ ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରତୀୟ ଜନସଂଚାର ସଂସ୍ଥାର ନିର୍ଦ୍ଦେଶକ ପ୍ରଫେସର ଡକ୍ଟର ମୃଣାଳ ଚାଟାର୍ଜୀ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ  । ଶ୍ରୀ ଚାଟାର୍ଜୀ କହିଥିଲେ ଯେ ସୃଜନଶୀଳତାର ବିକାଶ ପାଇଁ ବୃଦ୍ଧିମାନ ହେବା ଜରୁରୀ ନୁହେଁ । ନିଜର ଆଖପାଖରେ ଥିବା ବିଭିନ୍ନ ଜିନିଷକୁ ସୁକ୍ଷ୍ମ ରୂପରେ ନିରୀକ୍ଷଣ କରି ଚିନ୍ତା କଲେ ସୃଜନଶୀଳତାର ଭାବନାର ବିକାଶ କରିହେବ  । ମଣିଷ ଜୀବନରେ ସ୍ମୃଜନଶୀଳତାର ଭାବନା କେବଳ ଯେ ନିଜକୁ ଖୁସି ପ୍ରଦାନ କରି ନ ଥାଏ ବରଂ ଏହା ଅନ୍ୟପାଇଁ ମଧ୍ୟ ବହୁ ସୁଯୋଗ ସୃଷ୍ଟି କରିଥାଏ । ମଣିଷ ଜୀବନରେ ଏକ ପରିଚୟ ସୃଷ୍ଟି କରିବାକୁ ହେଲେ ସୃଜନଶୀଳତାର ଭାବନାର ବିକାଶ କରିବାକୁ ପଡିବ । ଏଥିପାଇଁ ସେ ଛାତ୍ରଛାତ୍ରୀମାନଙ୍କୁ  ବିଭିନ୍ନ ସୂତ୍ର ସଂପର୍କରେ ସୂଚନା ଦେବା ସହ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମ ପରେ ସେ ତାଙ୍କ ଦ୍ୱାରା ଲିଖିତ ବିଭିନ୍ନ ପୁସ୍ତକକୁ ଇମ୍ପରିୟଲ କଲେଜ ଲାଇବ୍ରେରୀ ପାଇଁ ପ୍ରଦାନ କରିଥିଲେ । କଲେଜର ଚେୟାରମେନ ଦିପକ ଗୋୟଲ , ଅଧ୍ୟକ୍ଷ ଦୁର୍ଗେଶ ଶତପଥୀଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଆନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ ପ୍ରଶିକ୍ଷକ ଜୟପ୍ରକାଶ ଶତପଥୀ ଶ୍ରୀ ଚାଟାର୍ଜୀଙ୍କୁ ସ୍ମାରକୀ ସ୍ୱରୂପ କଲେଜ ପକ୍ଷରୁ ଏକ ପଟ୍ଟଚିତ୍ର ପ୍ରଦାନ କରିଥିଲେ । ଅଧ୍ୟାପିକା ଝରଣା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like