-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ମୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ବଲାଙ୍ଗିର ଜିଳ୍ଲାପାଳ ଦେଇଥିବା ଚିଠି ର ଅବମାନନା

22-Oct-2022



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାପାଳ ତାଙ୍କ ପତ୍ର ସଂଖ୍ୟା:୧୩୧୨/୨୦.୦୯.୨୦୨୨ ରେ ମୁନିସିପାଲିଟି ରେ ଅମିନ ଭାବେ କାର୍ଯ୍ୟରତ ତପି ସୁନା ଙ୍କୁ ପାଟଣାଗଡ଼ ଏନ୍ ଏ ସି କୁ ଡେପୁଟେସନ କରିଥିଲେ ।ଏହାର ଏକ ନକଲ ଡାଇରେକ୍ଟର ଗୃହ ଓ ନଗର ଉନ୍ନୟନ ବିଭାଗକୁ ପତ୍ର ସଂଖ୍ୟା ୧୩୧୫/୨୨ ରେ ଜଣାଇ ଦେଇଛନ୍ତି । ଜିଲ୍ଲାପାଳଙ୍କ ଆଦେଶ କୁ ଅବମାନନା କରି ବର୍ତ୍ତମାନ ପର୍ଯ୍ୟନ୍ତ ସେ ପାଟଣାଗଡ଼ ରେ ଯୋଗ ଦେଇ ନାହାନ୍ତି । ତପି ସୁନାଙ୍କୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏଠାରୁ ରିଲିଭ ନ କରି କାହିଁକି ଏହିଠାରେ ରଖିବା ପାଇଁ ଇଛୁକ ଜଣା ପଡିନାହିଁ । ତପି ସୁନା ଅମିନ ଭାବେ ନିଯୁକ୍ତି ପାଇଥିବା ବେଳେ ତାଙ୍କୁ ଏହି କାର୍ଯ୍ୟାଳୟର ଯାନ ବାହାନ ରକ୍ଷଣାବେକ୍ଷଣ, ମରାମତି କରିବା ଏବଂ କାର୍ଯ୍ୟାଳୟ ର ଷ୍ଟକ୍ ଏବଂ ଷ୍ଟୋର ଇନ୍- ଚାର୍ଜ ଭାବରେ ରଖାଯାଇଛି ।ଏହି କାମଟି ଜଣେ କନିଷ୍ଠ ଯନ୍ତ୍ରୀ ଏବଂ କନିଷ୍ଠ କିରାଣୀ ରହିବା କଥା ବୋଲି ଚର୍ଚ୍ଚା ହେଉଛି ।କନିଷ୍ଟ କିରାଣୀ ମାନଙ୍କୁ କୌଣସି କାମ ଦିଆଯାଇ ନ ଥିବାରୁ ବସି ରହିଥିବା ମଧ୍ୟ ଚର୍ଚ୍ଚା ହେଉଛି । ସାଧାରଣରେ ଚର୍ଚ୍ଚା ହେଉଛି ଅମିନକୁ ଏହି କାମ କାହିଁକି ଦିଆଯାଇଛି ଏହା ପଛରେ କି ରହସ୍ୟ ରହିଛି ଯଦ୍ୱାରା ଜିଲ୍ଲାପାଳଙ୍କ ଆଦେଶକୁ ଅବମାନନା କରାଯାଉଛି ।ଜିଲ୍ଲାପାଳ ମଧ୍ୟ ଏହି ବିଷୟ ଜାଣି ଚୁପ୍ ରହିଥିବା ଏବଂ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବାରୁ ଜିଲ୍ଲାପାଳ ଙ୍କ ଆଦେଶ ଏକ ଧୁଆଁବାଣ ବୋଲି ଚର୍ଚ୍ଚା ଜୋର୍ ଧରିଛି।ପ୍ରକଳ୍ପ ନିର୍ଦ୍ଦେଶକ( ଡୁଡା) ଜିଲ୍ଲାପାଳ ଦେଇଥିବା ଆଦେଶକୁ କାର୍ଯ୍ୟକାରୀ କରିବାରେ ବିଫଳ ହେଉଥିବା ଜିଲ୍ଲା ପାଇଁ ଶୁଭଙ୍କର ନୁହେଁ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like