-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୨ ଅନୁଷ୍ଠିତ

22-Oct-2022



ତୁଷୁରା- ଗତ ସେପ୍ଟେମ୍ବର,୨୧ ତାରିଖ ଶୁକ୍ରବାର ଦିନ ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ତୁଷୁରା ବାଳିକା ନୋଡାଲ ହାଇସ୍କୁଲ୍ ଠାରେ ମହା ସମାରୋହରେ  ଅନୁଷ୍ଠିତ ହୋଇଯାଇଛି। 

       ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ
ସଇଁନ୍ତଳା ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୁଡଭେଲା ର ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଗୋବର୍ଦ୍ଧନ ଭୋଇ ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଉପସ୍ଥିତ ଶିଶୁ ଓ ଶିକ୍ଷକ ମାନଙ୍କ ଉଦ୍ଦେଶ୍ୟରେ ସାରଗର୍ଭକ ଭାଷଣ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଗୁଡଭେଲା ବ୍ଲକ୍ ଏବିଇଓ ଶ୍ରୀ ରମେଶ ସାମର୍ଥ ଯୋଗଦେଇଥିଲେ। ତୁଷୁରା ବାଳିକା ନୋଡାଲ୍ ହାଇସ୍କୁଲ୍ ର ପ୍ରଧାନ ଶିକ୍ଷକ ଶ୍ରୀ ଭକ୍ତ ଚରଣ ଦାଶଙ୍କ ସଭାପତିତ୍ବରେ ସଭା ଅନୁଷ୍ଠିତ ହୋଇଥିବା ବେଳେ ଆଞ୍ଚଳିକ ସାଧନ ସଂଯୋଜକ ଜଗମୋହନ ତ୍ରିପାଠୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ହେମନ୍ତ କୁମାର ଦାଶ ମଞ୍ଚ ସଂଚାଳନ କରିଥିଲେ। 
      ଉଦ୍ଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଡାକ୍ତରଖାନାର ଡାକ୍ତର ଶ୍ରୀ ଲଲାଟେନ୍ଦୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ଶିଶୁ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। 
        ଏଥିରେ ମୋଟ୍ ୧୦୮ ଜଣ ଛାତ୍ରଛାତ୍ରୀ ଯୋଗଦେଇଥିବା ବେଳେ ତନ୍ମଧ୍ୟରୁ ୫୧ ଜଣ ପୁରସ୍କୃତ ହୋଇଥିଲେ ଏବଂ ପ୍ରଥମ ସ୍ଥାନ ଗ୍ରହଣ  କରିଥିବା ୧୭ ଜଣ ବ୍ଲକ୍ ସ୍ତରୀୟ ସୁରଭି ପାଇଁ ମନୋନୀତ ହୋଇଥିଲେ। ରଚନା, ତର୍କ, କୁଇଜ୍, ଚିତ୍ରାଙ୍କନ, ଏଲୋକେଶନ, ସଂଗୀତ, ନୃତ୍ୟ ପ୍ରଭୃତି ୧୭ ଟି ବିଭାଗରେ ୪ର୍ଥ ରୁ ୭ମ  କନିଷ୍ଠ ବିଭାଗ ଓ ୮ମ ରୁ ୧୦ମ ଶ୍ରେଣୀ ବରିଷ୍ଠ ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। 
    ବିଭିନ୍ନ ବିଦ୍ୟାଳୟରୁ ଗାଇଡ୍ ଟିଚର୍ ଭାବେ ଆସିଥିବା ଶିକ୍ଷକ, ଶିକ୍ଷୟିତ୍ରୀମାନେ ବିଚାରକ ଭାବେ ସହଯୋଗ କରିଥିଲେ। ପରିଶେଷରେ ପ୍ରଧାନ ଶିକ୍ଷକ ହେମନ୍ତ ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like