-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜଣେ ବୃଦ୍ଧା ଙ୍କୁ ଦଳିଚକଟି ଦେଲା ଦନ୍ତାହାତୀ

22-Oct-2022



ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଅଞ୍ଚଳ ଏକ ଜଙ୍ଗଲ ଘେରା ଦୁର୍ଗମ ପାହାଡିଆ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଅନେକ ଜୀବଜନ୍ତୁ ଆସିଥାନ୍ତି। ବିଶେଷ କରି ଏହି ଅଞ୍ଚଳ ରେ ହାତୀମାନଙ୍କର ପ୍ରଭାବ ପଡିଥାଏ।ଚାଷ ସମୟରେ ବେଶୀ ପରିମାଣରେ ହାତୀଙ୍କ ଆତଙ୍କ ଦେଖିବାକୁ ମିଳେ ଓ ସେମାନେ ବହୁତ ଚାଷୀଙ୍କ ଫସଲ ନଷ୍ଟ କରିବା ସହ ଅନେକ ନିରିହ ଲୋକଙ୍କ ଜୀବନ ନେଇଥାନ୍ତି।ଗତ ବର୍ଷ ମଧ୍ୟ ହରିଶଙ୍କର ପାଖ ବ୍ରାହ୍ମଣୀ ଗାଁର ଜଣକ ଜୀବନ ନେଇଥିବା ବେଳେ କିଛି ଜଣ ଙ୍କୁ ଗୁରୁତର କରିଦେଇଥିଲା । ବର୍ତମାନ ଫସଲ ଅମଳ ସମୟ ହୋଇଥିବା ବେଳେ ପୁଣି ଥରେ ହାତୀର ଆତଙ୍କ ଦେଖାଦେଇଛି। ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ଗାଆଁ ରେ ଗତ କିଛି ଦିନ ତଳେ ଦୁଇ ଜଣ ଙ୍କ ଘର ଭାଙ୍ଗି ଦେଇଥିବା ବେଳେ ଗତକାଲି ଲାଠୋର ଗ୍ରାମକୁ ପଶିଥିଲା ଓ ବିଭିନ୍ନ ଉପଦ୍ରବ କରିଛି। ଆଜି ସନ୍ଧ୍ୟାରେ ମହରାପଦର ଗାଁ କୁ ପଶିଥିବା ବେଳେ ଜଣେ ବୃଦ୍ଧା ଙ୍କ ଜୀବନ ନେଇଯାଇଛି। ସେହି ଗାଁର ବାସନ୍ତୀ ଅଙ୍ଗରିଆ (୭୦) ନିଜ ଘରେ ଥିବା ବେଳେ ହାତୀ ହାବୁଡରେ ପଡ଼ିଥିଲା ଓ ହାତୀଟି ବୃଦ୍ଧା ଙ୍କୁ ଦଳିଚକଟି ଦେଲା ପରେ ବୃଦ୍ଧା ଜଣକର ମୃତ୍ୟୁ ଘଟିଥିଲା।ଏଡେ ବଡ ଘଟଣା ଘଟିଥିବା ବେଳେ ଜଙ୍ଗଲ ବିଭାଗ ଏ ପର୍ଯ୍ୟନ୍ତ ଦେଖା ଦର୍ଶନ ନାହିଁ। ବାରମ୍ବାର ଏପରି ଘଟଣା ଘଟୁଥିଲେ ହେଁ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନ ନେବା ରୁ ଲୋକ ଙ୍କ ମନରେ ଅସନ୍ତୋଷ ଦେଖାଦେଇଛି।ଖପ୍ରାଖୋଲ ରେଞ୍ଜରେ ଏଭଳି ପରିସ୍ଥିତି ଉପୁଜିଛି ଯେ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହେଉଛି କିନ୍ତୁ ସରକାର ସଚେତନ କରାଇବା ପାଇଁ ଜଙ୍ଗଲ ବିଭାଗକୁ ଲକ୍ଷ ଲକ୍ଷ ଟଙ୍କା ଦେଉଥିବା ବେଳେ ଖପ୍ରାଖୋଲ ରେଞ୍ଜର ଅଚେତ କାହିଁକି ଏହାର ଜବାବ ଦିଅନ୍ତୁ ।

(ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like