-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପୋଲିସ ଥାନା ହେବନି ଆଉ କବାଡି ଖାନା,ନନା ଗାଡ଼ିର କାଗଜପତ୍ର କୁ ଅନା

23-Oct-2022



ବଲାଙ୍ଗୀର(ପ୍ରେରଣା ଖବର) - ବଲାଙ୍ଗୀର ଥାନା ରେ ଦୀର୍ଘ ବର୍ଷରୁ ଜବତ ହୋଇ ପଡ଼ି ରହିଥିବା ଗାଡ଼ି ଗୁଡ଼ିକୁ ବଲାଙ୍ଗୀର ପୋଲିସ ନିଲାମ ପ୍ରକ୍ରିୟା ଆରମ୍ଭ କରିଦେଇଛି । ଗାଡ଼ି କିଣିବା ପାଇଁ ଲୋକଙ୍କ ଭିଡ଼ ଜମି ରହୁଛି।ତେବେ ଏଠି ପ୍ରଶ୍ନ ଉଠେ ୧୫ ବର୍ଷରୁ ଉର୍ଦ୍ଧ୍ବ ଗାଡ଼ି ଗୁଡ଼ିକ ପୁନଃ ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ରେ ହେଉଥିବା ଖର୍ଚ୍ଚ କିଏ ବହନ କରିବେ।ଯଦି ଛ ମାସ ମଧ୍ୟରେ ଜବତ ହୋଇଥିବା ଗାଡ଼ିର ଦାବେଦାର ନ ଆସନ୍ତି ତେବେ ସେହି ଗାଡ଼ି ନିଲାମ ହେବାର ନିୟମ ଅଛି । ତେବେ କେଉଁ କାରଣରୁ ବର୍ଷ ବର୍ଷ ପର୍ଯ୍ୟନ୍ତ ଗାଡ଼ି ଗୁଡ଼ିକୁ ପକାଇ କବାଡି କରିବାର କି ପ୍ରୟୋଜନ ରହିଥିଲା ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଯେଉ ଗାଡ଼ି ଗୁଡ଼ିକ ଧରା ପଡ଼ିଥିଲା ଏବଂ ବର୍ତ୍ତମାନ ତାକୁ ନିଲାମ ପ୍ରକ୍ରିୟା ରେ ସାମିଲ କରାଯାଇଛି ସେହି ଗାଡ଼ି ଗୁଡ଼ିକ ର ମାଲିକ ମାନଙ୍କୁ ଧରିବାରେ ପୋଲିସ ର ଭୂମିକା ଆଜି ପର୍ଯ୍ୟନ୍ତ କଣ ଥିଲା ।ଯଦି ପୋଲିସ ର କାର୍ଯ୍ୟ ରେ ଅବହେଳା ହୋଇଛି ତେବେ କେତେ ଜଣ  ପୋଲିସ ଅଧିକାରୀ ଙ୍କୁ କାର୍ଯ୍ୟ ଅବହେଳା ପାଇଁ  କି ପ୍ରକାର ଦଣ୍ଡରେ ଦଣ୍ଡିତ କରାଯାଇଛି ବୋଲି ଚର୍ଚ୍ଚା ଜୋର୍ ଧରିଛି । ଯେଉଁ ଗାଡ଼ି ଗୁଡ଼ିକ ନିଲାମ ହେଉଛି ,ସେହି ଗାଡ଼ି ଗୁଡ଼ିକ ନାମରେ ଥିବା ଅପରାଧିକ ମାମଲା ରଫାଦଫା ହେବ ନା କେସ ଆଗକୁ ବଢିବ। ଯଦି କେସ ଆଗକୁ ବଢିବ ତେବେ ଅପରାଧିକ ମାମଲା ରେ ଲିପ୍ତ ଥିବା ଗାଡ଼ି କୁ ବିକ୍ରି କରି ପ୍ରମାଣ ନଷ୍ଟ ହେବନି ତ? ଚର୍ଚ୍ଚା ହୁଏ ଯେଉଁ ଗାଡ଼ି ଗୁଡ଼ିକ ର ରେଜିଷ୍ଟ୍ରେସନ୍ ନାହିଁ ସେହି ଗାଡ଼ି

ଗୁଡିକରେ ଅପରାଧ ଜନିତ କାର୍ଯ୍ୟ ହେବାର ସମ୍ଭାବନା କୁ ଏଡାଇ ଦିଆଯାଇନପାରେ। କାରଣ ବଲାଙ୍ଗୀର ବର୍ତ୍ତମାନ କ୍ରାଇମ୍ କ୍ୟାପିଟାଲ ଭାବରେ ପରିଗଣିତ ।ଖୁଲମଖୁଲା ଅପରାଧୀ ଙ୍କ ପୋଲିସ କୁ ଚ୍ୟାଲେଞ୍ଜ ଏବଂ ଦିନକୁ ଦିନ ବଢି ଚାଲିଥିବା ଅପରାଧ ନିୟନ୍ତ୍ରଣ ରେ ପୋଲିସ ର ବିଫଳତା ଶାନ୍ତ ବଲାଙ୍ଗୀର କୁ ଅଶାନ୍ତ କରିଦେଇଛି । ଏଣୁ ପୋଲିସ ଗାଡ଼ି ବିକ୍ରି କରିବା ସମୟରେ ସତର୍କତା ଅବଲମ୍ବନ କରିବା ଜରୁରୀ ବୋଲି ଚର୍ଚ୍ଚା ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like