-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବାଣ ବଜାରରେ ଆକାଶ ଛୁଆଁ ଦାମ

23-Oct-2022



ବଲାଙ୍ଗୀର(ପ୍ରେରଣା ଖବର) କରୋନା ର ଆତଙ୍କରେ ଦୁଇ ବର୍ଷ ଦୀପାବଳୀ ଠିକ୍ ଭାବରେ ପାଳନ ହୋଇପାରି ନଥିଲା ।ଚଳିତ ବର୍ଷ ଲୋକେ ଉତ୍ସାହ ର ସହ ଦୀପାବଳୀ ପାଳନ କରୁଥିବା ପ୍ରତିତ ହୁଏ । ଏହି ବର୍ଷ ସମସ୍ତ ପର୍ବପର୍ବାଣୀ ଆନନ୍ଦ ଉଲ୍ଲାସ ରେ ପାଳନ ହୋଇଯାଇଛି ।ସେହିଭଳି ଦୀପାବଳୀ ଉତ୍ସବ ମଧ୍ୟ ଧୁମ୍ ଧାମରେ ପାଳନ ହେବ ବୋଲି ଆଶା କରାଯାଉଛି । ଛୋଟ ବଡ଼ ସଭିଏଁ ବାଣ ଫୁଟାଇବା ପାଇଁ ସମୟ କୁ ଜଗି ବସିଛନ୍ତି । ଏହାର ସୁଯୋଗ ନେଇ ବାଣ ବେପାରୀ ଭଲ ଦାମ ରେ ବ୍ୟବସାୟ ହେବାର ଆକଳନ କରି ସାରିଛି । ସହର ଭିତରେ ବାଣ ବିକ୍ରୟ ମନା ଅଛି । ଏଣୁ ବାଣ ବେପାରୀ ମାନେ ବିଯାଖମନ୍ ନିକଟସ୍ଥ ଏକ ପଡିଆ ରେ ଦୋକାନ ଖୋଲି ବ୍ୟବସାୟ ଆରମ୍ଭ କରିଦେଲେଣି । ଝରଝରି ଠାରୁ ଆରମ୍ଭ କରି ରକେଟ୍ ପର୍ଯ୍ୟନ୍ତ ଦାମ ଶହେ ଟଙ୍କା ରୁ ଅଧିକ ଥିବା ବେଳେ ଗ୍ରାହକ ମାନେ ନିଜ ଛୁଆ ମାନଙ୍କ ଜିଦ୍ ପାଇଁ ଖର୍ଚ୍ଚାନ୍ତ ହେଉଥିବା ଦେଖିବାକୁ ମିଳୁଛି।ବାଣ ର ମୂଲ୍ୟ ଆକାଶ ଛୁଆଁ ଥିବା ବେଳେ ଏହାର ପ୍ରକୃତ ମୂଲ୍ୟ ନିର୍ଧାରଣ କରିବାର କ୍ଷମତା କାହାର ଅଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।ବାଣ ର କ୍ରୟ ବିକ୍ରୟ ଉପରେ କଟକଣା ତଥା ବାଣ ଦର ରେ ଅଙ୍କୁଶ ଲଗାଇଲେ ଗ୍ରାହକ ମାନେ ଶୋଷଣ ମୁକ୍ତ ହେବେ ବୋଲି ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like