-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଲସାଗୋରାରେ ବିଜେଡିର ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ ସଭା l

23-Oct-2022



ବୌଦ୍ଧ  ( ହୃଦାନନ୍ଦ ମେହେର)  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ପଲସାଗୋରା ଠାରେ ବିଜୁ ଜନତା ଦଳ ପକ୍ଷରୁ ଆଜି ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଏବଂ ସଭା ଅନୁଷ୍ଠିତ ହୋଇଥିଲା । ଏହି ପଦଯାତ୍ରାରେ କଣ୍ଟାମାଳ ବ୍ଳକର ବିଭିନ୍ନ ପୁରପଲ୍ଲୀରୁ ବହୁ ସଂଖ୍ୟକ ଦଳିୟ କର୍ମୀ ଏବଂ ସମର୍ଥକ ଯୋଗ ଦେଇଥିଲେ । କଣ୍ଟାମାଳ ଶିବ ମନ୍ଦିରରୁ ଜନ ସମ୍ପର୍କ ପଦଯାତ୍ରା ବାହାରି ରୁଣ୍ଡିମହୁଲ ଗ୍ରାମ ପରିକ୍ରମା କରିବା ପରେ ପଲସାଗୋରା ମକର ପଡିଆ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ରୁଣ୍ଡିମହୁଲ ଗ୍ରାମ ପରିକ୍ରମା କରିବା ସମୟରେ ବିଜେଡ଼ି ପଦଯାତ୍ରାର ନେତୃତ୍ୱ ନେଇଥିବା କଣ୍ଟାମାଳ ବିଧାୟକ ମହିଧର ରଣାଙ୍କୁ ରୁଣ୍ଡିମହୁଲ ସେବା ସମବାୟ ସମିତିର ଡାଇରେକ୍ଟର ବିନାୟକ ସାହୁ ରୁଣ୍ଡିମହୁଲ ଗ୍ରାମରେ ଫୁଲ ଓ ଉପଢ଼ୌକନ ଦେଇ ସ୍ବାଗତ କରିଥିଲେ ।ଉକ୍ତ ସଭାରେ ସରକାରୀ ଓକିଲ ରାଧାବଲ୍ଲଭ ପ୍ରଧାନ ସଭାପତିତ୍ୱ କରିଥିଲେ । କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପର୍ଯ୍ୟବେକ୍ଷକ ସୌଭାଗ୍ୟ ରଞ୍ଜନ ନାଏକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, , ବୌଦ୍ଧ ବ୍ଲକ ସଭାପତି ବାଳମୁକୁନ୍ଦ ମେହେର,ଜିଲ୍ଲା ବିଜେଡ଼ି ସମ୍ପାଦକ ସନ୍ତୋଷ ଦନ୍ତା, ଜିଲ୍ଲା ଉପସଭାପତି ସୁଧୀର ମହାକୁଡ଼, ଅଳକା ପ୍ରଧାନ,ଗିରିଶ ଦଳବେହେରା,ନବୀନ ମହାକୁଡ଼,ଲବ ପ୍ରଧାନ, ପ୍ରମୋଦ ରଣା, ଶମ୍ଭୁ ପ୍ରସାଦ ସାହୁ,ପ୍ରେମରାଜ ରଣା,ବିଜୟ ବାରିକ,ଜିଲ୍ଲା ମହିଳା ଉପ ସଭାପତି ମମତା ପ୍ରଧାନ,ଶ୍ରଦ୍ଧାଞ୍ଜଳି ବାରିକ, ପଲସାଗୋରା ସରପଞ୍ଚ ସୌଦାମିନୀ ମଲ୍ଲିକ,ରମଣୀ ପ୍ରଧାନ,ଚୈତନ୍ୟ ରଣା,ପ୍ରଦୀପ ନାଏକ, ଶିମିଳିପଦର ପଞ୍ଚାୟତ ସରପଞ୍ଚ ସାର୍ଦୁଳ ନାଗ,ସରୋଜ କର୍ଣ୍ଣ, ସୈଳେନ୍ଦ୍ର ବାରିକ,କୁନୁ ଦନ୍ତା,ଜୟନ୍ତୀ ପ୍ରଧାନ,ପ୍ରଭାତ ପ୍ରଧାନ,ସୁମନ୍ତ ମିଶ୍ର,ସୁଧୀର ଖଟୁଆ, କୁଳମଣି ନାଏକ ଓ ସମସ୍ତ ସରପଞ୍ଚ ଓ ସମିତିସଭ୍ୟ, ସମସ୍ତ ବରିଷ୍ଠ ବିଜେଡି ନେତା ଯୋଗଦେଇଥିଲେ ।

ସଭାରେ ବକ୍ତାମାନେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ନେତୃତ୍ୱରେ ପରିଚାଳିତ ବିଜେଡି ସରକାରଙ୍କ ନିର୍ମଳ ଶାସନ ଓ ଅଞ୍ଚଳରେ ହୋଇଥିବା ବିକାଶମୁଖୀ ଯୋଜନା ଉପରେ ବକ୍ତବ୍ୟ ଦେଇ ନବୀନ ସରକାରଙ୍କ ବିକାଶର ବାର୍ତ୍ତା ପ୍ରତି ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ କର୍ମିମାନଙ୍କୁ ଆହ୍ୱାନ ଦେଇଥିଲେ । ଜିଲ୍ଲା ସାଂଗଠନିକ ଯୁବ ନେତା ପ୍ରଶାନ୍ତ ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ ।ସଭା ଶେଷରେ ବିଜେଡ଼ି ଯୁବ ସମ୍ପାଦକ ରଞ୍ଜନ ଜଗଦଲା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଉକ୍ତ ସଭାରେ ଅଞ୍ଚଳର ବହୁ ସଂଖ୍ୟାରେ  ବିଜେଡି କର୍ମୀ ଯୋଗ ଦେଇଥଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like