-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁନା ଅଳଙ୍କାର ନ ମିଲୁନୁ ପୁଣି ୩ ଦାନବାକ୍ସ ରୁ ଚୋରି,ପୋଲିସ ତଦନ୍ତ ଆରମ୍ଭ

23-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିଜା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ କପିଳେଶ୍ୱର ମନ୍ଦିରରେ ଥିବା ୩ଦାନବାକ୍ସ କୁ ଭାଙ୍ଗି କେତେକ ମୁଖାପିନ୍ଦା ଦୁର୍ବୃତ୍ତ ଭକ୍ତଙ୍କ ଦାନ ଟଙ୍କା ଚୋରି କରିନେଇଥିବା ବିନିକା ଥାନାରେ ଅଭିଯୋଗ ହୋଇଛି ।ଆଜି ସକାଳେ ଅନୁସନ୍ଧାନକାରୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ ହୋଇଥିଲେ ହେଁ ଚୋର ମାନଙ୍କର କୌଣସି ପତ୍ତା ଖବର ଲେଖା ହେବା ପର୍ଯ୍ୟନ୍ତ ମିଳି ପାରିନାହିଁ ।ପ୍ରକାଶ ଯୋଗ୍ୟଯେ ବିଗତ ୨୦୧୧ ମସିହାରେ ଏହି ମନ୍ଦିରରୁ ସୁନା ଅଳଙ୍କାର ଚୋରି ହୋଇଥିଲା କିନ୍ତୁ ପରିତାପର ବିଷୟ ଅଦ୍ୟାବଧି ଚୋର ଧରା ପଡିନାହିଁ କି ଚୋରି ସାମଗ୍ରୀ ମିଳିନାହିଁ । ସିସି ଟିଭି ଫୁଟେଜ ରୁ ମିଳିଥିବା ତଥ୍ୟ ଅନୁସାରେ ପୁଣି ଗତକାଲି ବିଳମ୍ବିତ ରାତିରେ ୩ଜଣ ମୁଖାପିନ୍ଦା ଦୁର୍ବୃତ୍ତ ମନ୍ଦିର ପଛ କବାଟ ଭାଙ୍ଗି ମନ୍ଦିର ଭିତରକୁ ଆସି ପ୍ରଥମେ ସିସି ଟିଭି କୁ ଏକ ଠେଙ୍ଗାରେ ବାଡେଇ ଅନ୍ୟତ୍ର କରିଦେଇ ସିଂହଦ୍ଵାର,ମହାଦେବ ବାବାଙ୍କ ସମ୍ଭୂଖ ଓ ମାଁ ଚରଦେଇ ମନ୍ଦିର ସମ୍ଭୁଖାରେ ଥିବା ଦାନବାକ୍ସ କୁ ଚତୁରତାର ସହ ଭାଙ୍ଗି ସେଥିରେ ଥିବା ଆନୁମାନିକ ୨୫ହଜାର ଟଙ୍କା ଚୋରି କରି ନେଇ ଯାଇଛନ୍ତି ।ଏହି ଘଟଣା ଜଣାପଡିବା ପରେ ଟ୍ରଷ୍ଟ ବୋର୍ଡ ସଭାପତି ଅଶୋକ କୁମାର ପୃଷ୍ଟି ଫୋନ ମାଧ୍ୟମରେ ପୋଲିସକୁ ଖବର ଦେବାପରେ ବିନିକା ଥାନା ଅଧିକାରୀ ପବିତ୍ର ସାହୁଙ୍କ ନେତୃତ୍ୱରେ ଏକ ଟିମ ତତକ୍ଷଣାତ୍ ମନ୍ଦିରକୁ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ।ପରେ ସୋନପୁର ଏସଡିପିଓ ପୁଷ୍ପାଞ୍ଜଳି ମିଙ୍ଗ ଘଟଣାସ୍ଥଳରେ ପହଞ୍ଚିବା ପରେ ଅନୁସନ୍ଧାନ କାରୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ ହୋଇଥିଲା । ଚୋର ମାନଙ୍କ ଆସିବା ଓ ଫେରିବା ଗତିପଥ କୁ ଲକ୍ଷ୍ୟ କରି କୁକୁର ଟି ପ୍ରଥମେ ମହାପ୍ରଭୁଙ୍କ ରୋଷେଇ ସାଲା,ପାର୍ବତୀ ମନ୍ଦିର ପଛପଟ ବାବା ମଠ,ବାମ୍ପି ରାସ୍ତା ପରେ ଚାଷ ଜମି ଦେଇ ଶନିଶ୍ଚର ମନ୍ଦିର ପର୍ଯ୍ୟନ୍ତ ଗମନ କରିଥିଲା ହେଲେ କୁକୁର ଟି ଆଗକୁ ନଯିବାରୁ ଚୋର ମାନଙ୍କର କୌଣସି ପତ୍ତା ପାଇନଥିଲା ।ବର୍ତମାନ ମନ୍ଦିରର ବିଭିନ୍ନ ସ୍ଥାନରେ ସିସି ଟିଭି ଲାଗିଥିବାରୁ    ଏବଂ ଚୋରି ସମୟରେ ଜଣେ ଚୋର କିଛି ସେକେଣ୍ଟ ପାଇଁ ମୁହିଁ ଉପରକୁ କରିଥିବାରୁ ତାକୁ ଯଦି ଠିକ ହିସାବରେ ପତ୍ତା ନିଆଯାଏ ତେବେ ଏହି ଚୋରିରେ ସଂଶ୍ଳିଷ୍ଟ ଦୁର୍ବୃତ୍ତ ମାନେ ଧରା ପଡିବେ ବୋଲି ସାଧାରଣରେ ଆଲୋଚନା ହେଉଛି ।ତେବେ ଦେଖିବାକୁ ବାକି ରହିଲା ପୋଲିସ ଏହି ଦିଗରେ ସଫଳତା ପାଉଛି କି ନାହିଁ ।ନା ୧୧ବର୍ଷ ତଳେ ହୋଇଥିବା ଚୋରି ସାମଗ୍ରୀ ଉଦ୍ଧାର ଓ ଚୋରକୁ ଧରିବାରେ ବିଫଳ ସାଜିବ ତାହା ସମୟ କହିବ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like