-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଦେଶ ବିଦେଶ

ଇରାନ ପରମାଣୁ ବୈଜ୍ଞାନିକ ହତ୍ୟା ମାମଲା: ଜଣେ କି ୨ ଜଣ ନୁହେଁ ଫଖରୀଜାଦେହଙ୍କୁ ହତ୍ୟା କରିଛନ୍ତି ୬୨ ଜଣ!

30-Nov-2020



(ପ୍ରେରଣା ଖବର) - ଇରାନ ବରିଷ୍ଠ ପରମାଣୁ ବୈଜ୍ଞାନିକ ମୋହସୀନ ଫଖରୀଜାଦେହଙ୍କ ହତ୍ୟା ଉପରୁ ପର୍ଦା ହଟିଛି। ହତ୍ୟାକାରୀ ଜଣେ କି ୨ ଜଣ ନୁହନ୍ତି ୬୨ ଜଣ ତାଙ୍କ ହତ୍ୟା ଚକ୍ରାନ୍ତ କରିଥିବା ବେଳେ ଯୋଜନାବଦ୍ଧ ଭାବେ ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ହତ୍ୟାକାରୀ ଛାଡି ଯାଇଥିବା ଅସ୍ତ୍ରରୁ ହତ୍ୟା ପଛରେ ଇଜ୍ରାଏଲର ହାତ ଥିବା ଏବେ ସ୍ପଷ୍ଟ ହୋଇଯାଇଛି!!*ଫଖରୀଜାଦେହଙ୍କ ହତ୍ୟା ଅନ୍ୟଜଣେ ଭୈତିକ ବୈଜ୍ଞାନିକ ମାଜିଦ ଶାହାରିୟାରୀଙ୍କ ଦଶମ ଶ୍ରାଦ୍ଧୋତ୍ସବର ଦୁଇ ଦିନ ପୂର୍ବରୁ କରାଯାଇଛି। ହତ୍ୟାକାରୀ ରିମୋଟକଣ୍ଟ୍ରୋଲ ମେସିନଗନରୁ ଗୁଳି ଚଳାଇ ଫଖରୀଜାଦେହଙ୍କୁ ହତ୍ୟା କରିଛନ୍ତି। ଫଖରୀଜାଦେହଙ୍କୁ ଗତ ଶୁକ୍ରବାର ଉତ୍ତର ଇରାନ ଅବସରଦ ସହରରେ ହତ୍ୟା କରାଯାଇଥିଲା। ତାଙ୍କୁ ହତ୍ୟା କରିବା ଲାଗି ଯୋଜନାବଦ୍ଧ ଭାବେ ରାସ୍ତାରେ ବିଦ୍ୟୁତ୍‌ କାଟ କରାଯିବା ସହ ତାଙ୍କ ଆଗ ଗାଡିରେ ବିସ୍ଫୋରଣ କରାଯାଇଥିଲା!!*ଗାଡି ଅଟକିବାରୁ ଫଖରୀଜାଦେ ବୁଲେଟପ୍ରୁଫ କାରରୁ ବାହାରକୁ ବାହାରିବା ମାତ୍ରେ ରିମୋଟ କଣ୍ଟ୍ରୋଲ ବନ୍ଧୁକରୁ ତାଙ୍କ ଉପରକୁ ଗୁଳି ଚଳାଇ ହତ୍ୟା କରାଯାଇଛି। ତଦନ୍ତକାରୀଙ୍କୁ ହତ୍ୟାକାରୀଙ୍କ ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିସାରିଛି ଓ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ ବୋଲି କୁହାଯାଇଛି। ଘଟଣାକୁ ନେଇ ଇରାନ ରାଷ୍ଟ୍ରପତି ହସନ ରୁହାନୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହା ଉପଯୁକ୍ତ ଜବାବ ଦିଆଯିବ ବୋଲି କହିଛନ୍ତି ରୁହାନୀ!!ତେବେ ଇରାନୀ ବୈଜ୍ଞାନିକଙ୍କ ହତ୍ୟା ପଛରେ ହାତ ଅଭିଯୋଗ ପରେ ଇଜ୍ରାଏଲ ଏ ନେଇ କୌଣସି ପ୍ରତିକ୍ରିୟା ଦେଇ ନାହିଁ। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟହୁଙ୍କ କାର୍ଯ୍ୟାଳୟ ଇରାନରୁ ଆସୁଥିବା ବୟାନ ଉପରେ କୌଣସି ମନ୍ତବ୍ୟ ଦେବାକୁ ମନା କରିଛି। ତେବେ ଇରାନ ପୁରା ପ୍ରମାଣ ସହ ଇଜ୍ରାଏଲର ଜବାବ ଦେବ ବୋଲି କହିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like