-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଜେ ଆଇ ଟି ଏମ୍ ଫାର୍ମlସି ବିଭାଗର ଶ୍ରେଷ୍ଠ ଛାତ୍ରୀ ଭାବେ ପୁରସ୍କୃତ ହେଲେ ପ୍ରତୀକ୍ଷା ପଣ୍ଡା

24-Oct-2022



ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ  ଗଢି ଉଠିଥିବା ବିଭିନ୍ନ କଲେଜ୍ ଓ ସ୍କୁଲ୍ ମଧ୍ୟରୁ  ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଜେଆଇଟିଏମ୍ କଲେଜର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଗତ ୨୨ ତାରିଖ ଦିନ ସ୍ଥାନୀୟ ଟାଉନ୍ ହଲ୍ ଠାରେ କଲେଜର ଫାର୍ମାସି ବିଭାଗର ନୂତନ ଛାତ୍ର ଛାତ୍ରୀ ମାନଙ୍କର ସ୍ୱଗତ ପାଇଁ  ଏକ  ନିଆରା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଫାର୍ମାସି ର ସମସ୍ତ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। କଲେଜ ପରିଚାଳକ ତଥା ନିର୍ଦ୍ଦେଶକ ପ୍ରଦୀପ ଷଡଙ୍ଗୀ ଅତିଥି ଭାବରେ ଯୋଗ ଦେଇ ବିଭିନ୍ନ ବର୍ଗରେ ପାରଦର୍ଶିତା ଦେଖାଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ।  ଅନ୍ୟତମ ଅତିଥି ଭାବରେ କଲେଜର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ସାହୁ, ସି ବି ଏସ୍ ସି ପ୍ରିନ୍ସିପାଲ ତମାଳ ଚକ୍ରବର୍ତ୍ତୀ, ସି ଏଚ୍ ସି ପ୍ରିନ୍ସିପାଲ ଅନଙ୍ଗ ଉଦୟ ନାଏକ, +2 ପ୍ରିନ୍ସିପାଲ ଅଙ୍କିତା ଗଡତିଆ ଓ ବିଶ୍ଵଜିତ ଆଚାର୍ଯ୍ୟ ପ୍ରମୂଖ ମଞ୍ଚାସୀନ ଥିଲେ l ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ସହରର ମେଧାବୀ ଛାତ୍ରୀ ତଥା ସହରର ଜଣାଶୁଣା  ବ୍ୟବସାୟୀ ଶ୍ରୀମନ୍ତ ପଣ୍ଡା ଙ୍କ ଝିଅ ପ୍ରତିକ୍ଷା ପଣ୍ଡା ଶ୍ରେଷ୍ଠ ଛାତ୍ରୀ ଭାବରେ ଅତିଥି ହାତରୁ ପୁରସ୍କୃତ ହୋଇଥିଲେ।  ପ୍ରତୀକ୍ଷା ହେଉଛନ୍ତି କଲେଜର ଡି. ଫାର୍ମl ବିଭାଗର  ଦ୍ଵିତୀୟ ବର୍ଷ ଛାତ୍ରୀ l ତାଙ୍କ ଏହି ସଫଳତାରେ ସମଗ୍ର କଲେଜ ର ଅଧ୍ୟାପକ ଓ ଅଧ୍ୟାପିକା ମାନେ ତାଙ୍କୁ ଶୁଭେଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like