-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

୫୪ ତମ କାଳୀପୂଜା ଅବସର ରେ ସାମ୍ବାଦିକ ସମ୍ମିଳନୀ

24-Oct-2022



ସୁବର୍ଣ୍ଣପୁର:  ୫୪ ତମ ସର୍ବଜନୀନ କାଳୀପୂଜା ମହୋତ୍ସବ ୨୦୨୨ ଅବସରରେ ଗତକାଲି ମଝିପଡ଼ା ରାମଧୁନ କ୍ଲବ ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା l ପୂଜା କମିଟିର ଉପଦେଷ୍ଟା ତଥା ପ୍ରାକ୍ତନ ପୌର ଅଧ୍ୟକ୍ଷ କଈରୁ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀ ସଭାକୁ ରାମଧୁନ କ୍ଲବ ସମ୍ପାଦକ ବିକାଶ ପଣ୍ଡା ସଂଯୋଜନା କରିଥିଲେ l ପୂଜା କମିଟି ସଭାପତି ସୁରଜ ସାହୁ, ସମ୍ପାଦକ ପୂରଣ ନାଏକ, କୋଷାଧ୍ୟ୍ୟକ୍ଷ ରାଜୀବ ସାହୁ, କମିଟି ର ବରିଷ୍ଠ ସଦସ୍ୟ ମାଧବ ଦାସ, ଜଗତବନ୍ଧୁ ତ୍ରିପାଠୀ, ହରିନାରାୟଣ ସାହୁ, ପିୟୁଷ ପଣ୍ଡା, ଲଡ଼ୁ କିଶୋର ମଲ୍ଲିକ, ଶେଷ ଦେବ ମେହେର, ଓ ଭକ୍ତି ରଞ୍ଜନ ଦଳାଇ, ମିଡ଼ିଆ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ପ୍ରମୁଖ ମଂଚାସୀନ ସମସ୍ତ କର୍ମକର୍ତା ଏବର୍ଷ ମା ଙ୍କ ପୂଜାକୁ କିଭଳି ଭାବେ ଆକର୍ଷଣୀୟ କରାଯିବ ଏବଂ ଶୁଙ୍ଖଳା ସହ ପରିଚାଳନା କରାଯିବ ସେ ନେଇ ନିଜ ନିଜ ର ମତାମତ ରଖିଥିଲେ l ପୂଜାର ପ୍ରତ୍ୟୋକ କାର୍ଯ୍ୟକ୍ରମ କୁ ବହୁଳ ପ୍ରଚାର ପ୍ରସାର କରି ବିଭିନ୍ନ ପରାମର୍ଶ ଦେବାକୁ ଅନୁରୋଧ କରିଥିଲେ l ପ୍ରତ୍ୟହ ସନ୍ଧ୍ୟା ଆଳତୀ  ଖୁବ ଆକର୍ଷଣ ଓ ଦୀର୍ଘ ୫୦ ବର୍ଷ ପୂର୍ବରୁ ହିନ୍ଦୁ ମୁସଲିମ ଉଭୟ ସମ୍ପ୍ରଦାୟର ଲୋକେ ଏ ପୂଜାରେ ସାମିଲ ହୋଇ ସାରା ଭାରତ ରେ ସର୍ବ ଧର୍ମ ସମନ୍ୱୟ, ଏକତା  ଓ ଭାଇଚାରା ର ବାର୍ତ୍ତା  ପହଞ୍ଚାଉଥିବା ଏ ପୂଜାର ଏକ ବିଶେଷତ୍ୱ ଅଟେ l ଆସନ୍ତା କାଲି ସୋମବାର  ମଧ୍ୟ ରାତ୍ରି  ଠାରୁ ମା କାଳୀଙ୍କ ପୂଜା ଆରମ୍ଭ କରାଯାଇ  ଆସନ୍ତା ୧ ତାରିଖ ଠାରୁ ୭ ତାରିଖ ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ୮ ତାରିଖ ଦିନ ଭସାଣି ଉତ୍ସବ ଧୁମଧାମରେ ପାଳନ କରାଯିବ ବୋଲି ଉପଦେଷ୍ଟା ଶ୍ରୀ ସ୍ୱାଇଁ ଙ୍କ ଠାରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like