-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ପ୍ରଲୋଭନ ଦେଖାଇ ଧର୍ମାନ୍ତରଣ କରୁଥିବା ବ୍ୟକ୍ତିଙ୍କୁ ଭାଲୁଡଙ୍ଗରୀ ଗ୍ରାମରେ ପ୍ରବେଶ ନିଷେଧ କଲେ ଗ୍ରାମବାସୀ

24-Oct-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଅକ୍ଟୋବର ୨୩ ଝରିଗାଁ ବ୍ଲକ ଅନ୍ତର୍ଗତ ଉପାନ୍ତ ଭାଲୁଡଙ୍ଗରୀ ଗାଁ ର ଲୋକ ମାନଙ୍କ ଆହ୍ବାନ କ୍ରମେ ଏକ ସାଧାରଣ ସଭା ର ଆୟୋଜନ କରା ଯାଇଥିଲା। ଏହି ବୈଠକ ରେ ବିଶ୍ଵ ହିନ୍ଦୁ ପରିଷଦ, ହିନ୍ଦୁ ମହାସଂଘ ଓ ବଜରଙ୍ଗଦଳ ର ପଦାଧିକାରୀ ମାନେ ଯୋଗଦେଇ ଗ୍ରାମବାସୀ ମାନଙ୍କ ସହ ଆଲୋଚନା କରିଥିଲେ।

ବିଶ୍ବହିନ୍ଦୁ ପରିଷଦ ଜିଲ୍ଲା କାର୍ଯ୍ୟକାରୀ ସଭାପତି ସୁନିଲ ବେହେରା,ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ଅଧ୍ୟକ୍ଷ ଜୟନ୍ତ କୁମାର ପାତ୍ର, ବିଶ୍ବହିନ୍ଦୁ ପରିଷଦ ଜିଲ୍ଲା ସଂପାଦକ ବାଳକୃଷ୍ଣ ପଟ୍ଟନାୟକ, ବଜରଙ୍ଗଦଳ ର ଅଶୋକ ପାତ୍ର, ନିଗମ ସାହୁ, ଯୁବ ହିନ୍ଦୁ ମହାସଂଘ  ଜିଲ୍ଲା କାର୍ଯ୍ୟକାରୀ ସଭାପତି ଗଣେଶ ରାୟ, ଝରିଗାଁ ବ୍ଲକ ଯୁବ ହିନ୍ଦୁ ମହାସଂଘ ସଭାପତି ଥବିର

ପନକା, ସାଲିମ୍ ସାନ୍ତା , ରୁକୁଣା ସାନ୍ତା, ପେଙ୍ଗ ସାନ୍ତା, କୃଷ୍ଣ ସାନ୍ତା ଏବଂ ଅନ୍ୟମାନେ ଆଲୋଚନା ରେ ଭାଗ ନେଇ ଅନ୍ୟାନ୍ୟ ଧର୍ମାନ୍ତରଣ କୁ ଦୃଢ ବିରୋଧ କରିଥିଲେ। ଗାଁ ରେ ଅନ୍ୟାୟ ଧର୍ମ ପ୍ରଚାରକ କରିବାକୁ ଦିଆ ଯିବ ନାହିଁ ବୋଲି ସାମୁହିକ ଭାବରେ ଗ୍ରାମବାସୀ ନିଷ୍ପତ୍ତି ନେଇଥିଲେ। ଅନ୍ୟାୟ ଧର୍ମାନ୍ତରଣ କରୁଥିବା ବ୍ୟକ୍ତିଙ୍କୁ ଗାଁ ରେ ପ୍ରବେଶ ନିଷେଧ କଲେ ଗ୍ରାମବାସୀ ଓ ଏହି ନିଷ୍ପତ୍ତି କୁ ବିଭିନ୍ନ ହିନ୍ଦୁ ସଙ୍ଗଠନ ସ୍ବାଗତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like