-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||     

HOME   ଜିଲ୍ଲା

ଗୁରୁଶିଷ୍ୟ ଙ୍କ ଅନ୍ୟନ୍ୟ କାର୍ଯ୍ୟକ୍ରମ ଦୀକ୍ଷାନ୍ତ,

24-Oct-2022



ସୁବର୍ଣ୍ଣପୁର: ଓଡିଶା ଭାଷା,ସାହିତ୍ୟ ଓ  ସଂସ୍କୃତି ବିଭାଗ ତଥା ସଙ୍ଗୀତ ନାଟକ ଏକାଡେମୀ ଓଡିଶା ସରକାର ଙ୍କ ତରଫରୁ ରୁମୁକୁ ଝୁମାନା, ସେଲେଡି ଆନୁକୂଲ୍ୟରେ ଜିଲ୍ଲାର ଅବଲୁପ୍ତ ଲୋକ ସଂସ୍କୃତି ର ପୁନଃରୁଦ୍ଧlର ପୂର୍ବକ ଓଡିଶା ସରକାରଙ୍କ  କାର୍ଯ୍ୟକ୍ରମ ଦୀକ୍ଷାନ୍ତ ଗୁରୁ ଶିଷ୍ୟ ପରମ୍ପରା ର ଏକ ଅଭିନଵ ପ୍ରୟାସ ଜିଲ୍ଲାର ବିନିକା ବ୍ଲଜ ଅନ୍ତର୍ଗତ ସେଲେଡି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି l ଏହି ଦୀକ୍ଷାନ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଜିଲ୍ଲାର ଲୁପ୍ତ ପ୍ରାୟ ଲୋକ କଳା ଓ ସଂସ୍କୃତି ପରଭା ନୃତ୍ୟ କୁ ଲୋକ କଳା ଗ୍ରାମ କର୍ତ୍ତଙ୍ଗ ର ପରଭା ଲୋକ ନୃତ୍ୟ ଗୁରୁ ଶ୍ୟାମ ସୁନ୍ଦର ପାତ୍ର ଙ୍କ ତତ୍ୱାବଧାନରେ ପ୍ରଶିକ୍ଷଣ ନିମନ୍ତେ ଶିଷ୍ୟ ବୃନ୍ଦ ଦୀକ୍ଷାନ୍ତ ଗ୍ରହଣ କରିଛନ୍ତି l ଦୀକ୍ଷାନ୍ତ କାର୍ଯ୍ୟକ୍ରମ ସଙ୍ଗୀତ ନାଟକ ଏକାଡେମୀର ସଦସ୍ୟ ଶାଶ୍ୱତ କୁମାର ତ୍ରିପାଠୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ ଶ୍ରୀ ଅଶ୍ବିନୀ କୁମାର ଭୋଇ, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁବର୍ଣ୍ଣପୁର ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ l ସମ୍ମାନୀୟ ଅତିଥିଭାବେ ଗବେଷକ ତଥା ପଇଁରୀ ଅନୁଷ୍ଠାନ ସୋନପୁର ର ସମ୍ପାଦକ ଚୌଧୁରୀ ବିଭାର, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ର ସଦସ୍ୟ ରବି ରତନ ସାହୁ, ଦଣ୍ଡ ସମ୍ରାଟ ରସିକ ସାହୁ, ସଂସ୍କୃତି ପ୍ରେମୀ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ପରଭା ଗୁରୁ ଶ୍ୟାମ ସୁନ୍ଦର ପାତ୍ର ଓ ବିଗୁଲ ଟି ଭି ପ୍ରତିଷ୍ଠlତା ସନ୍ତୋଷ ମିଶ୍ର ପ୍ରମୁଖ ଯୋଗଦାନ କରି ଲୋକ ସଂସ୍କୃତି ଓ ପରମ୍ପରା ର ପୁନଃରୁଦ୍ଧାର ଉପରେ ଗୁରୁତ୍ୱାରୋପ କରିଥିଲେ l କାର୍ଯ୍ୟକ୍ରମ ଅବସରରେ ଲୋକ କଳା ଗ୍ରାମର ଦିଗାଲ ପାତ୍ର ଓ ସାଥୀଙ୍କ ଦ୍ୱାରା ପରଭା ଲୋକ ନୃତ୍ୟ କୁ ଉପସ୍ଥିତ ଦର୍ଶକ ଉପଭୋଗ କରିବା ସହ କଳାକାରଙ୍କ ଉଚ୍ଚ ପ୍ରଶଂସା କରିଥିଲେ  l କାର୍ଯ୍ୟକ୍ରମ କୁ ଆକାଶବାଣୀ କଳାକାର ନିରାକାର ଦେହୁରୀ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ ବେହେରା, ଭଜମନ ସାହୁ, ସଂକୀର୍ତ୍ତନ୍ୟ ଗୁରୁ ବିଜୟ ପଧାନ, ସୋମନାଥ ଅମାତ, ଲକ୍ଷ୍ମଣ ସାଣ୍ଢ, ମଦନ ବାଗ, ଗୁଲେକ ବାଗ, ବସନ୍ତ ଥପା, ବେଦବର ପାତ୍ର, ମଙ୍ଗୁଲୁ, ନନ୍ଦୀ ପ୍ରମୁଖ ବହୁ କଳାକାର, କଲାପ୍ରେମୀ, ସଭ୍ୟସଭ୍ୟା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026

You Might Also Like