-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ରେମତା ରେ ମାଁ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ର ରତ୍ନମୁଦ ଉତ୍ସବ : ଶହସ୍ରାଧିକ ଶ୍ରଦ୍ଧାଳୁ କୁମ୍ଭରେ ଧାତବ ଦ୍ରବ୍ୟ ପ୍ରଦାନ କଲେ

24-Oct-2022



ବରଗଡ:-ବରଗଡ଼ ଜିଲ୍ଲା ବରପାଲି ବ୍ଳକ ଅନ୍ତର୍ଗତ ରେମତା ଠାରେ ନବନିର୍ମିତ ମାଁ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ର ରତ୍ନମୁଦ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ଏ ଅବସରରେ ଶହସ୍ରାଧିକ ମହିଳାଗଣ ସ୍ଥାନୀୟ ପୋଖରୀ ରୁ ଘଣ୍ଟଶଙ୍ଖହୁଲହୁଲି ଏବଂ ଦୁଲଦୁଲି ବାଜାର ତାଳେତାଳେ ଏକ ଭବ୍ୟ କଳସଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରି ମନ୍ଦିର ସ୍ଥଳକୁ ପହଞ୍ଚିଥିଲେ ।ପରେ ଯଜ୍ଞ ମଣ୍ଡପରେ କଳସ ସ୍ଥାପନା କରାଯାଇ ରୀତିନିତୀ ଅନୁଯାୟୀ ନିଷ୍ଠାର ସହିତ ପୂଜାର୍ଚ୍ଚନା କରାଯାଇଥିଲା ।ଗ୍ରାମର ଚକ୍ରାବଧ ପଧାନ,ଓ ବଲ୍ଲଭୀ ପଧାନ ଦମ୍ପତ୍ତି କର୍ତ୍ତା ଦାୟିତ୍ୱ ତୁଲାଇଥିଲେ ।ସୁଶାନ୍ତ ଦେବତା ପୁରୋହିତ୍ୟ କର୍ମ ସମ୍ପାଦନ କରିଥିଲେ ।ସ୍ଥାନୀୟ ଶିବ ମନ୍ଦିର  କୁମ୍ମୁରିଆ ବନ୍ଧ ନିକଟରେ ଏହି ମନ୍ଦିର ନିର୍ମାଣ କରାଚାଲିଛି ।ପୂଜା ଅର୍ଚ୍ଚନା ପରେ ତିଥି ଅନୁଯାୟୀ ମନ୍ଦିର ର ଶିର୍ଷ ଭାଗରେ ଥିବା କୁମ୍ଭ ରେ ପୂଜାର୍ଚ୍ଚନା କରି ଧାନ,ସୁନା, ରୂପା ତଥା ଅନେକ ଧାତବ ପଦାର୍ଥ ପ୍ରଦାନ କରାଯାଇଥିଲା ।ବିଜେପୁର ଜମିଦାର ଶ୍ରୀମାନ ସନତ କୁମାର ଗଡତୀୟା ଏହି ଭବ୍ୟ ଉତ୍ସବରେ ଯୋଗଦେଇ ପୂଜାଅର୍ଚ୍ଚନା କରିବାସହ

କୁମ୍ଭରେ ଧାନ ସହ ଧାତବ ଦ୍ରବ୍ୟ ପ୍ରଦାନ କରିଥିଲେ ।ରାଜପଣ୍ଡିତ କିଶୋର ଚନ୍ଦ୍ର ପୂଜାରୀ ପ୍ରଦାନ ସମୟରେ ମନ୍ତ୍ରପାଠ କରିଥିଲେ ।ହଜାର ହଜାର ମହିଳାପୁରୁଷ ଶ୍ରଦ୍ଧାଳୁ ଗଣ କୁମ୍ଭରେ ଧାତବଦ୍ରବ୍ୟ ପ୍ରଦାନ କରିଥିଲେ ।ଜିଲ୍ଲା କୁଲତା ସମାଜ ର ସଭାପତି ଅଗ୍ନି କୁମାର ପଧାନ,ସମ୍ପାଦକ ପର୍ଶୁରାମ ବାରିକ, ସାମ୍ବାଦିକ ବିରେନ୍ଦ୍ର ପଧାନ,ପରେଶ୍ ବିଶି,ସମ୍ବଲପୁର ର ଜଗଦୀଶ ବିଶ୍ୱାଳ,ଅତାବିରା ର ଦିବାକର ପଧାନ,ବିଜେପୁର କୁଲତା ସମାଜର ସଭାପତି ରଜନୀକାନ୍ତ ଗଡତୀୟା,ଜୟନ୍ତ ଗଡତୀୟା,ପାଣ୍ଡବ ପଧାନ,ଡା.ସୁଧିର କୁମାର ସାହୁ ପ୍ରମୁଖ ଙ୍କ ସମେତ ବିଭିନ୍ନ ଅଞ୍ଚଳରୁ ସମାଜ ର ଜାତିଭାଇ ଗଣ ଉତ୍ସବରେ ସାମିଲ ହୋଇଥିଲେ ।ଆଞ୍ଚଳିକ କୁଲତା ସମାଜର ସଭାପତି ଧିରୋଜ ପଧାନ,ସମ୍ପାଦକ ସତ୍ୟବାନ ସାହୁ,ଅଧିକାରୀ ଗଡତିଆ,ଭାଗିରଥି ପଧାନ ପ୍ରମୁଖ ରେମତା ଗ୍ରାମବାସୀ ଉତ୍ସବ ପରିଚାଳନା ରେ ସମ୍ପୁର୍ଣ୍ଣ ରୂପେ ସହଯୋଗ କରିଥିଲେ ।ଏ ପରିପ୍ରେକ୍ଷିରେ ଶଦ୍ଧାଳୁ ମାନଙ୍କ ପାଇଁ ଅନ୍ନଭୋଗ ର ବ୍ୟବସ୍ଥା କରାଯାଇଥିଲା ।ପୁଣି ମନ୍ଦିର ପରିସରରେ ବରପାଲି ର ବାବା ପୂର୍ଣ୍ଣାନନ୍ଦ ରାମାୟଣ ପାରାୟଣ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like