-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ବଡ଼ଖମାରରେ କାଳୀପୂଜା ପାଇଁ କଳସ ଶୋଭା ଯାତ୍ରା

24-Oct-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ଠାରେ ୧୦ମ ମାଁ' ଶ୍ୟାମାକାଳୀ ପୂଜା ଅବସରରେ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳୁ ଗ୍ରାମର ନିକଟସ୍ଥ ପ୍ରେମ ସରବର ଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଗଙ୍ଗା ମାତ ଙ୍କୁ ଆବାହନ କରି ଏକ ଆଧ୍ୟାତ୍ମିକ ପରିବେଶରେ ବହୁ ସଂଖ୍ୟକ ମହିଳା ପୁରୁଷ ଯୋଗଦେଇ ପୂର୍ଣ୍ଣ କଳସୀ ଧରି ନଗର ପରିକ୍ରମା କରିବା ସହ ପୂଜା ମଣ୍ଡପ ସ୍ଥାପନ କରିଥିଲେ। ଏଥିରେ ପୂଜକ ପଣ୍ଡିତ ସଦାନନ୍ଦ ଷଡ଼ଙ୍ଗୀ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଗୈାରୀଶଙ୍କର ପାଣିଗ୍ରାହୀ ଓ ଧର୍ମପତ୍ନୀ ବୟନ୍ତୀ ଚାନ୍ଦ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ଆସନ୍ତାକାଲି ଠାରୁ ମାଁ'ଙ୍କ ପୂଜା ଆରମ୍ଭ ହେବ ସହ ପ୍ରତେହ ସନ୍ଧ୍ୟାରେ  ତ୍ରୀପୁରାସୁର ରାଜ ଦରବାର ଅନୁଷ୍ଠିତ ହେବାର

ଜଣାଯାଇଛି। ଏଥିରେ ମୀନା ବଜାର, ଚକ୍ରଦୋଲି,ବେକ୍ର ଡେନସ , ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ , ମନହରୀ ସହ ଘରକରଣା ସାମଗ୍ରୀ ଦୋକାନ ବଜାର ସାଙ୍ଗକୁ ଗୁପଚୁପ ଚାଟ ଭଲି ଚଟପଟା ଖାଦ୍ୟର ମଜା ନେଇ ପାରିବେ ଦର୍ଶକ।  କମିଟିର ଗକୁଲାନନ୍ଦ ସାହୁ,ରହିମ ପଧାନ, କ୍ଷେତ୍ରପାଳ ପଧାନ, ଆଶିଷ କୁମାର ସାହୁ, କୁନୁ ଛନ୍ଦ,ମୁନା କର୍ମୀ, ଶ୍ରବଣ ସାହୁ,ମନୋଜ କର୍ମୀ, ସଞ୍ଜିବ ସାହୁ , ଦମୟନ୍ତୀ ସାହୁ ସହ କମିଟି ସମସ୍ତ ସଦସ୍ୟ ସାମିଲ   ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like