-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି  ତରଫରୁ ନିଆରା ଢଙ୍ଗରେ ଜରା ନିବାସରେ ଦିପାବଳୀ ପାଳନ

25-Oct-2022



ବଲାଙ୍ଗୀର(ପ୍ରେରଣା ଖବର) -  ଶିଶୁ ଓ ମହିଳା ବିକାଶ ସୋସାଇଟି  ତରଫରୁ ନିଆରା ଢଙ୍ଗରେ ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ସ୍ଥିତ ଜରା ନିବାସରେ ଦିପାବଳୀ ପାଳନ ପାଳନ କରାଯାଇଛି । ଶିଶୁ ଓ ମହିଳା ବିକାଶ ସୋସାଇଟିର ଚେୟାରମେନ ମେଜର ଡକ୍ଟର କଳ୍ପନା ଦାଶଙ୍କ ତତ୍ତ୍ୱାବଧାନ କାର୍ଯ୍ୟକ୍ରମକୁ ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ଶିକ୍ଷକ ରାମ ନାରାୟଣ ଦାଶ ସଂଯୋଜନା

କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଦେଓଗାଁ ତହସିଲଦାର ଯୁଗଲ କିଶୋର ବିଶ୍ୱାଲ ଓ ସମ୍ମାନିତ ଅତିଥି ଭାବେ ସୋନପୁର ଜିଲ୍ଲାର ମାୟାବର୍ହା ହାଇସ୍କୁଲର କାର୍ଯ୍ୟରତ ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ରବିଚନ୍ଦ୍ର ପଶାୟତ, ବରିଷ୍ଠ କଳାକାର ରାମ ଶଙ୍କର ଶତପଥୀ, ଯୁବ ସମାଜସେବୀ ନିତ୍ୟାନନ୍ଦ ଷଡଙ୍ଗି, ଶିକ୍ଷକ ମଣ୍ଟୁ ସାମଲ ଯୋଗ ଦେଇଥିଲେ । ସମାଜର ସମସ୍ତ ବର୍ଗର ବ୍ୟକ୍ତିଙ୍କୁ ସମ୍ମାନ ଦେବା ସହିତ ବିଶେଷ ଭାବରେ ବୃଦ୍ଧ ଓ ଶିଶୁମାନଙ୍କର ଆବେଗିକ ବିକାଶର ସନ୍ତୁଳନ ପାଇଁ ସେବା ଓ ଯତ୍ନ ନେବାର ଆବଶ୍ୟକତା ଅଛି ବୋଲି ମୁଖ୍ୟଅତିଥି ଶ୍ରୀବିଶ୍ୱାଲ ମତପ୍ରକାଶ କରିଥିଲେ । ଦିପାବଳୀ ପାଇଁ ଜରାନିବାସକୁ ଆମ୍ବତୋରଣ, ମୁରୁଜ, ଦୀପ ଲଗାଇ ସୁସଜ୍ଜିତ କରାଯାଇଥିଲା । ପ୍ରଥମରେ ଅନ୍ତବାସୀମାନଙ୍କୁ ବ୍ୟକ୍ତିଗତ ସ୍ୱଚ୍ଛତା ପାଇଁ  ହାତଧୁଆର ପ୍ରଣାଳୀକୁ ମୀନ କେତନ ଡାଙ୍ଗ ଡେମୋଟ୍ରେସନ ମାଧ୍ୟମରେ କରି ବୁଝାଇଥିଲେ । ଭାବ ବିନିମୟ ପାଇଁ ସର୍ବଧର୍ମ ପ୍ରାର୍ଥନା ଓ ସଂଗୀତ ଗାନ କାର୍ଯ୍ୟକ୍ରମ କରାଯାଇଥିଲା । ଅନ୍ତେବାସୀ

ମଗଶିର ବେହେରା, ଦିଲିପ ସାହୁ, ଲକ୍ଷ୍ମୀ ବେରୁଆ ପ୍ରମୁଖ ଗୀତ ଗାନ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଅନ୍ତବାସୀମାନଙ୍କୁ ମିଷ୍ଟାନ୍ନ ଓ ଫଳ ବଣ୍ଟନ କରାଯାଇଥିଲା ।   କାର୍ଯ୍ୟକ୍ରମରେ ରମାକାନ୍ତ ସାହୁ, ଚତୁର୍ଭୁଜ ମେହେର, ମଞ୍ଜୁ ବିଶ୍ୱାଲ ପ୍ରମୁଖ ବିଶେଷ ଭାବରେ ସହଯୋଗ କରିଥିଲେ । ଶିଶୁ ଓ ମହିଳା ବିକାଶ ସୋସାଇଟିର ବଲାଙ୍ଗିର ଜିଲ୍ଲା ସହ-ସଂଯୋଜକ ଚନ୍ଦ୍ରଶେଖର ସେଠ ପରିଚାଳନା କରିଥିଲା ବେଳେ ବୟୋଜ୍ୟେଷ୍ଠ ନାଗରିକ ଆବାସର କାର୍ଯ୍ୟରତ ନିର୍ବାହୀ କର୍ମୀ ଶିବ ପ୍ରସାଦ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like