-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗିର କଳାକାର ସଂଘ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍ ଅନୁଷ୍ଠିତ

25-Oct-2022



 ବଲାଙ୍ଗିର-  ସ୍ଥାନୀୟ ଟାଉନ ହଲ ଠାରେ ବଲାଙ୍ଗିର କଳାକାର ସଂଘ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍ ଅନୁଷ୍ଠିତ ହୋଇଯାଇଛି । ସଭାପତି ଟିଶୁରାଜ ସାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ଲିକା ସାହୁ, ବିଶିଷ୍ଟ ଅତିଥି ଭାବେ ଆଇନ୍‌ଜୀବି ଅମରେନ୍ଦ୍ର ମିଶ୍ର, ସମ୍ମାନୀତ ଅତିଥି ଭାବେ ଗୋପାଳ ପ୍ରଧାନ, ସମାଜସେବୀ ଶମ୍ଭୁ ନାଗ, କଣ୍ଠଶିଳ୍ପୀ ନବୀନ କୁଅଁର, ବ୍ୟାସଦେବ ପୁରୋହିତ, କଂସ ଭୂମିକାରେ ଅଭିନୀତ ରାଧାକାନ୍ତ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ । ମୁଖ୍ୟ ଅତିଥି ଶ୍ରୀମତୀ ସାହୁ ନିଜ ବକ୍ତବ୍ୟରେ କଳାକାର ବଞ୍ôଚଲେ କଳା ବଞ୍ôଚବ ତେଣୁ କଳାକାର ମାନଙ୍କୁ ବଞ୍ଚାଇବା ପାଇଁ ସମସ୍ତେ ଉଦ୍ୟମ କରିବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ । ସଙ୍ଗୀତକାର ସ୍ୱର୍ଗତ ଶ୍ରୀରାମ ଲୁହା ଙ୍କ ସ୍ମୃତିରେ ଗଠିତ କଳାକାର ସଂଘର ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ କଣ୍ଠଶିଳ୍ପୀ ନବୀନ କୁଅଁର, ବ୍ୟାସଦେବ ପୁରୋହିତ, ଜିତୁ କୁମ୍ଭାର, ଦିଲୀପ ଦୀପ, ଟିକୁରାଜ ନନ୍ଦ, ବିଶିକେଶନ ନାଗ, ଜନ୍ମ ବାରିକ, ସୁଷମିକା ବେହେରା, ରଶ୍ମୀତା ସାହୁ, ମକରନ୍ଦ ସାହୁ, କ୍ଷୀରୋଦ୍ର ବରିହା, ଅଞ୍ଜନ କୁମ୍ଭାର, ରାଜୁ ନନ୍ଦ, ବ୍ରହ୍ମାନନ୍ଦ ବନଛୋର, ଅର୍ଜୁନ ମୁଗ୍ରୀ,  ବାସୁଦେବ ପଧାନ, ବିକାଶ ଷଡଙ୍ଗୀ, ଇଂ ରାମଚନ୍ଦ୍ର ମୁର୍ମୁ, ସମାଜସେବୀ ଶୁଭ୍ରାଂଶୁ ପଣ୍ଡା, ଢାପ ନୃତ୍ୟ ପରିବେଷଣ ପାଇଁ ସୁଦର୍ଶନ ଦୀପ, ମା ମାହେଶ୍ୱରୀ ଲାଇଟ ଏଣ୍ଡ ସାଉଣ୍ଡ, ଦୀପା ଟେଣ୍ଟ ହାଉସ୍‌, ୟୁଥ ବ୍ଲଡ ଡୋନର ଗୃପ, ବାସନ୍ତୀ ନନ୍ଦ, ନବ ସାହୁ, ବିକାଶ ସାହୁ, ସୁରେନ୍ଦ୍ର ସା ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ସାନ ବଡ ଓ ସାଥିଙ୍କ ଘୁଡୁକା ନୃତ୍ୟ, ରାଧାକାନ୍ତ ନାଏକଙ୍କ କଂସ ଦରବାର, ଆଞ୍ଚଳିକ ଗୀତରେ ସରୋଜ ନାଏକ, ଶିବା ବରିହା, ଦିବାନ ନନ୍ଦ, ସୁମିତ ସୁନା, ମୁନମୁନ୍ ଚନ୍ଦନ, କୁନମୁନ୍ ଚନ୍ଦନ, ସାନ କୁମ୍ଭାର, ସନ୍ତୋଷ ନନ୍ଦ, ଦିଲୁ, ପ୍ରକାଶ ହିଆଲ, ସଚ୍ଚିଦାନନ୍ଦ ବିଶ୍ୱାଲ, ମୁନା ବିଶ୍ୱାଲ, ବିକାଶ ବାଗ, କ୍ଷୀର ନାଗ, ଲମ୍ବୋଧର ନାଏକ, ହିମାଂଶୁ ପଧାନ, ବରୁଣ ବାଗ ପ୍ରମୁଖ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ସେହିପରି ମହିଳା ବର୍ଗରେ ଅଷ୍ଟମୀ ନାଗ, ରାଶେଶ୍ୱରୀ ଚାନ୍ଦିଆ, ଡଲି ବାଗ, ଦିବ୍ୟାରାଣୀ ବିଶି, ନିତାଞ୍ଜଳୀ ପୋଢ, ଶିକା ଚନ୍ଦନ, ରୋଲୀପ୍ରଭା ସେଠ, ମିକି ମନହୀରା, ଶ୍ୱେତାମୟୀ ସେଠ, ଫିଜା ବଛା, ମିଲି ବାରିକ, ରୀମା ବାଗ, ମିନତୀ ରାଓ, ସାଇ ପଙ୍ଖୁଡି ଛତ୍ରିଆ ପ୍ରମୁଖ ନୃତ୍ୟ ପରିବେଷଣ କରିଥିଲେ । ମଞ୍ଚ ପରିଚାଳନା ଗଜମଣି ବାଗ କରିଥିବା ବେଳେ ସରୋଜ ନାଏକ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ବିଜୟ ବାରିକ, ସୂର୍ଯ୍ୟମଣୀ ସୁନା, ଅଶୋକ ଦୀପ, ଭାବନୀ ଶଙ୍କର ଛତର, ଅକ୍ଷୟ ପଧାନ, ଗୋବିନ୍ଦ ବିଭାର, ନଳିନୀ ଦୀପ, କୁନା ବାଗ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like