-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

କୁରସୁଡ ବ୍ରହ୍ମାକୁମାରୀ ପକ୍ଷରୁ ଦୀପାବଳି ଉତ୍ସବ ମହାସମାରୋହରେ ପାଳିତ

25-Oct-2022



ଟିଟିଲାଗଡ(ପ୍ରେରଣା ଖବର)ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଉପଖଣ୍ଡ କୁରସୁଡ ଗ୍ରାମରେ ବ୍ରହ୍ମାକୁମାରୀ  ପକ୍ଷରୁ ଦୀପାବଳି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ମାନବ ଜୀବନରେ ଶ୍ରେଷ୍ଠ ଚରିତ୍ର ନିର୍ମାଣ ପାଇଁ ନିଜ ଭିତରେ ଥିବା କାମ, କ୍ରୋଧ, ଲୋଭ, ମୋହ,ଅହଂକାରରୁ ଦୂରେଇ ଏକ ସଂସ୍କାରୀତ ଜୀବନ ଯାପନ କରାଯାଇ ପାରିବ ବୋଳି ବ୍ରହ୍ମାକୁମାରୀର ଭଉଣୀ ମାନେ ପ୍ରକାଶ କରିଥିଲେ। ବ୍ରହ୍ମାକୁମାରୀ ଗୀତାପାଠଶାଳାର ସଂଚାଳିକା ସୁରଭୀ ଭଉଣୀ ଦୀପାବଳିର ଆଧ୍ୟାତ୍ମିକ ରହସ୍ଯ ଉଦଘାଟନ କରିବା ସହ ଆମ ମନ ଭିତରେ ଥିବା ଅଜ୍ଞାନ ଅନ୍ଧକାରକୁ ଦୂରକରି ଜ୍ଞାନର ଆଲୋକ ନିଜ ଆତ୍ମାକୁ ଜାଗ୍ରତ କରିବା ହିଁ ସତ୍ଯ ଦିପାବଳି ଉତ୍ସବ ପାଳନ ହେବ ବୋଳି ବକ୍ତବ୍ଯ ପ୍ରଦାନ କରିଥିଲେ। ଓଡିଶା ପ୍ରାନ୍ତୀୟ ଜୈନ ସ୍ବତାମ୍ବର ତେରାପନ୍ଥ ସଭାର ଅଧ୍ୟକ୍ଷ ମୁକେଶ କୁମାର ଜୈନ ମୁଖ୍ଯ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ, ଏହି ଦିନଟି ଅସତ୍ୟ ଉପରେ ସତ୍ୟ ଜୟ। ପୂର୍ବତନ ସରପଞ୍ଚ ରିଙ୍କି ସାହୁ,  ଦୁର୍ଯ୍ୟୋଧନ ସାହୁ, ତିରବନ ସାହୁ, ରେଖା ଜୈନ, ଜ୍ୟୋତି ଜୈନ, ଭୂବନେଶ୍ବର ଗହିର, ଦୁର୍ବାଦନ ସାହୁ ଆଦି ଯୋଗ ଦେଇ ନିଜ ନିଜ ମତାମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like