-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସୂର୍ଯ୍ୟପରାଗ ଅବସରରେ ପାପକ୍ଷୟ ଘାଟରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

25-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ)ପର୍ଯ୍ୟଟନ ସ୍ଥଳୀ ଭାବେ ପରିଚିତ ବିନିକା ସହର ଠାରୁ ୩କିମି ଦୂରରେ ଥିବା ପୁଣ୍ୟପୀଠ ପାପକ୍ଷୟ ଘାଟରେ ଆଜି ସୂର୍ଯ୍ୟପରାଗ ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇ ନିକଟସ୍ଥ ବଟବୃକ୍ଷ ଅର୍ଗଲିରେ ଗଲିଥିବା ଦେଖିବାକୁ ମିଳିଥିଲା ।ସୂଚନା ଯୋଗ୍ୟ ଯେ ସୂର୍ଯ୍ୟପରାଗ ହେଉ କି ଚନ୍ଦ୍ରଗ୍ରହଣ ସମୟରେ ଏହି ପୀଠକୁ ପାଖ ପଡିଶା ଠାରୁ ଆରମ୍ଭ କରି ଦୂରଦୂରାନ୍ତରୁ ଆସି ଶ୍ରଦ୍ଧାଳୁ ବୁଡ଼ ପକାଇଥାନ୍ତି ।କିମ୍ବଦନ୍ତୀ ଅନୁସାରେ ଦ୍ଵିତୀୟ ଅନଙ୍ଗ ଭୀମଦେବ ଯେତେବେଳେ ଦୁରାରୋଗ୍ୟ ରୋଗରେ ପୀଡିତ ହେଲେ ସେତେବେଳେ ମହାପ୍ରଭୁଙ୍କ ସ୍ବପ୍ନାଦେଶରେ ନଦୀ କୁଲେ କୁଲେ ପରିଭ୍ରମଣ କରି ବିନିକା ରହିଲା ସ୍ଥିତ ଏହି ଠାରେ ଅଟକି ରହି ରାତ୍ରିଯାପନ କରିଥିଲେ । ଭୋର ସକାଳେ ଏକ

କାଳିଗାଈ ନଦୀର ଅଟାଳତାଳ ପାଣିରେ ପାରି ହୋଇଥିଲା ରାଜା ତାଙ୍କୁ ନିରୀକ୍ଷଣ କରି ତା ପଛେ ପଛେ ଯାଇଥିଲେ ।ପରେ ରାଜା ମହାନଦୀରେ ସ୍ନାନ କରିବା ପରେ ତାଙ୍କର ଦୁରାରୋଗ୍ୟ ଦେହରୁ ଉଭେଇ ଯାଇଥିଲା। ଯାହା ଫଳରେ ଉକ୍ତ ସ୍ଥାନଟି ସେହି ଦିନଠାରୁ ପାପକ୍ଷୟ ନାମରେ ନାମିତ ହୋଇଛି । ତେଣୁ ସୂର୍ଯ୍ୟପରାଗ ଓ ଚନ୍ଦ୍ର ଗ୍ରହଣ ସମୟରେ ପାପକ୍ଷୟ ଘାଟର ମହାନଦୀରେ ବୁଡ ପକାଇଲେ ପାପନାଶ ସହ ପୁଣ୍ୟ ଅର୍ଜନ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ଥିବାରୁ ଏହି ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like