-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବିନା ସୂଚନା ଫଳକ ରେ ମେଶିନ୍ ରେ ଚାଲିଛି କାମ

25-Oct-2022



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକରେ କେଲିଆ ଠାରେ ଥିବା ପାର୍ବତୀ ମନ୍ଦିର ଠାରୁ ଚିଚିବାଇ ପର୍ଯ୍ୟନ୍ତ ମେସିନ ମାଧ୍ୟମରେ କାମ କରାଯାଉଛି ! ଏହି ରାସ୍ତା କାର୍ଯ୍ୟ ଟି ମେସିନ ଦ୍ବାରା ପ୍ରତ୍ୟେକ ଦିନ ସନ୍ଧ୍ୟା ସମୟର ହି କରାଯାଉଛି।  ଏହାର କାରଣ କଣ?? ଏଠାରେ କୈାଣସି ସ୍ଥାନରେ ସୂଚନା ଫଳକ ଦେଖିବାକୁ ମିଳୁ ନାହିଁ।ଆଉ ରାସ୍ତା ର ଅସାର ମଧ୍ୟ ପୁରା କମ୍। ସରକାର ଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ସରକାରୀ କାର୍ଯ୍ୟ କରିବା ପୂର୍ବରୁ ସେହି ସ୍ଥାନରେ ସୂଚନା ଫଳକ ଲଗାଇବା ପାଇଁ ବାଧ୍ୟତାମୂଳକ ଅଟେ। କାରଣ ସୂଚନା ଫଳକ ଲଗାଇବା ଦ୍ଵାରା ଜନସାଧାରଣ ମାନେ ଜାଣି ପାରିବେ ଯେ ସରକାର ଙ୍କ କେଉଁ ଯୋଜନାରେ କାମ ହେବ। ଓ ଯେଉଁ ଯୋଜନାରେ କାର୍ଯ୍ୟ ହେବ ତାହାର ଅଟକଳ ମୂଲ୍ୟ କେତେ ? ଏହି କାମ ରେ ଠିକାଦାର ନିମ୍ନ ମାନର କାର୍ଯ୍ୟ କରି ଚାଲିଛନ୍ତି।ହେଲେ ଏଠାରେ ସରକାର ଙ୍କ ଗାଇଡ ଲାଇନ ସବୁ ଓଲଟା। ଏହି ରାସ୍ତା କାର୍ଯ୍ୟ ରେ କୈାଣସି ସରକାରୀ ଯନ୍ତ୍ରୀ ଦିନେ ହେଲେ ପରିଦର୍ଶନ ପାଇଁ ଆସି ନ ଥିବା ଲୋକମାନେ ଅଭିଯୋଗ କରିଛନ୍ତି ।  ଏହି ରାସ୍ତା କାର୍ଯ୍ୟ ଟି କେଉଁ ଠିକାଦାର କାମ କରୁଛନ୍ତି ଓ ସରକାରଙ୍କ କେଉଁ ଯୋଜନାରେ କାର୍ଯ୍ୟକାରୀ କରାଯାଉଛି ତାହା ଜନସାଧାରଣ ଜାଣିବେ କିପରି?? । ଏପରି ଠିକାଦାର ଙ୍କ ପାଇଁ ଶ୍ରମିକଙ୍କ ପାଖରେ ଜବକାର୍ଡ ଥାଇ ମଧ୍ୟ କାମ ପାଇପାରୁ ନାହାନ୍ତି । ହେଲେ ଏଠି ଠିକାଦାର  ଓ ବିଭାଗୀୟ ଯନ୍ତ୍ରୀ ମଧ୍ୟରେ କୈାଣସି ମଧୁଚନ୍ଦ୍ରିକା ଚାଲି ନି ତ?? ଲୋକ ମାନଙ୍କ କହିବା ଅନୁଯାୟୀ ସନ୍ଧ୍ୟା ୪ ଘଣ୍ଟ ହେଲେ ଚାଲିଛି ମେସିନ ରେ କାମ ଏହାର ରହସ୍ୟ କଣ?? । ଏପରି  ଅଧିକାଂଶ ସ୍ଥାନରେ ମେସିନ ଲାଗୁଥିବା ଯୋଗୁଁ ବିଭିନ୍ନ ପଞ୍ଚାୟତର ଶହ ଶହ ଶ୍ରମିକ ଘରେ ବସି ରହିଥାନ୍ତି ଓ କାମ ଅଭାବରୁ ବାଧ୍ୟ ହୋଇ ଦାଦନ ଖଟିବାକୁ ବାହାର ରାଜ୍ୟ କୁ ଯାଉଛନ୍ତି । ପାର୍ବତୀ ମନ୍ଦିର ଠାରୁ ଚିଚିବାଇ ପର୍ଯ୍ୟନ୍ତ ରାସ୍ତା

କାମ ଟି କେଉଁ ଯୋଜନାରେ ତିଆରି କରାଯାଉଛି ଓ କେଉଁ ଠିକାଦାର କାର୍ଯ୍ୟକାରୀ କରୁଛନ୍ତି ତାହାର ବିବରଣୀ ଦେବା ସହ ତାହାର ତଦନ୍ତ କରି ଠିକାଦାର ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜନସାଧାରଣରେ ଦାବି ହୋଉଛି ।ଖାସକରି ଚାଚାରଗୁଡା ଏବଂ ଆଂଚଳା ପଞ୍ଚାୟତ ରେ ଏଭଳି ଅନେକ କାମ ସରକାରୀ ବାବୁ ଏବଂ ଠିକାଦାରଙ୍କ ମଧୁଚନ୍ଦ୍ରିକରେ ଚାଲିଛି ଏବଂ ଠିକାଦାର ଏବଂ ଦାଇତ୍ୱରେ ଥିବା ସରକାରୀ ଯନ୍ତ୍ରୀ ମାନେ ମାଲା ମାଲ ହେଉଛନ୍ତି । ଏଥୁପ୍ରତି ଜିଲ୍ଲା ସ୍ତରୀୟ ତଥା ବିଜେଲନସ ତଦନ୍ତ ହେବା ଆବଶ୍ୟକତା ହଇ ପଡିଛି ।ର

(ରିପୋଟ ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like