-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ପ୍ରଜାପତି ବ୍ରହ୍ମlକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଅନୁଷ୍ଠାନ ତରଫରୁ ଦୀପାବଳି ପର୍ବ ପାଳିତ l

25-Oct-2022



ବୌଦ୍ଧ (ହୃଦାନନ୍ଦ ମେହେର)- ଆଲୋକ ର ପର୍ବ ଶୁଭ ଦୀପାବଳି ସ୍ଥାନୀୟ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଅନୁଷ୍ଠାନ ତରଫରୁ ଦୀପାବଳି ପର୍ବ ଖୁଵ ଆନନ୍ଦ ସହକାରେ  ଆଧ୍ୟାତ୍ମିକ ମହତ୍ୱ ନେଇ ପାଳନ କରାଯାଇଥିଲା l କେନ୍ଦ୍ର ସଞ୍ଚlଳିକା ବି କେ ମାମିନା ଭଉଣୀ ନିଜ ବକ୍ତବ୍ୟ ରେ କହିଲେ ଜ୍ୟୋତି ସ୍ୱରୂପ ପରମାତ୍ମା ସମସ୍ତ ଜ୍ୟୋତି ସ୍ୱରୂପ ଆତ୍ମା ମାନଙ୍କ ପିତା ଅଟନ୍ତି, ଆଜି ମାନବ ସମାଜରେ ବିକାର ବ୍ୟସନ ମାୟା ରୁପି କାଳିମା ର ଅନ୍ଧକାର ରେ ପଡି ପ୍ରାୟ ସମସ୍ତେ ମାନସିକ ଶାରୀରିକ ବେଦନା ରେ ପୀଡିତ ଜୀବନ କଟାଉଛନ୍ତି l ଏ ଦୁର୍ଦଶା ସମୟରେ ସ୍ୱୟଂ ପରମପିତା ପରମାତ୍ମା ଧରାଧାମ ରେ ଦିବ୍ୟ ଅବତରଣ କରି ଆତ୍ମ ଜ୍ଞାନ ରୁପି ଆଲୋକ ପ୍ରଦାନ କରି ନୂତନ ସଂସାର ତଥା ସ୍ୱର୍ଗ ଦୁନିଆଁ ସ୍ଥାପନା କରୁଛନ୍ତି. ଦୀପାବଳି ସୁଖ ସମରୁଦ୍ଧି, ଶାନ୍ତି ସାମ୍ରାଜ୍ୟ  ଆହ୍ୱାନ ର ପର୍ବ ଅଟେ l ପୁରୁଣା ସ୍ଵଭାଵ, ସଂସ୍କାର ରୁପି ଚୋପାଡ଼l କୁ ସମାପ୍ତ କରି ନୂତନ ସଂସ୍କାର ଯହିଁରେ କି ପ୍ରେମ -ଏକତା -ସତଭାବନା ରେ ଜୀବନ ଆନନ୍ଦମୟ ହୋଇଯିବ.ସମ୍ମାନିତ ଅତିଥି  ସୁଶ୍ରୀ ରତିକାନ୍ତି ବଳିୟାର ସିଂହ, ଜ଼ିଲ୍ଲା ଜନସମ୍ପର୍କ ଓ ସୂଚନା ଅଧିକାରୀ ବୌଦ୍ଧ ନିଜ ବକ୍ତବ୍ୟ ରେ କହିଲେ ରାବଣ ରାଜ୍ୟ କୁ ସମାପ୍ତ କରି ଯେତେବେଳେ ଭଗବାନ ଶ୍ରୀରାମ ଅଯୋଧ୍ୟା କୁ ଆଗମନ କଲେ, ସେତେବେଳେ ନଗରବାସୀ ଦୀପ ଜଳାଇ ତାଙ୍କୁ ସ୍ୱାଗତ ଜଣାଇ ଥିଲେ l ଅସତ୍ୟ ଉପରେ ସତ୍ୟ ର ବିଜୟ,ସୁଖ ସମୃଦ୍ଧି ରାଜ୍ୟ ର ଶୁଭାଗମନ ର ପର୍ବ ହିଁ ଦୀପାବଳି ବୋଲି ବର୍ଣନା କରିଥିଲେ l ବି କେ ସରୋଜ ଭାଇ  ସଭାରେ ଉପସ୍ଥିତ ଭାଇ ଓ ଭଉଣୀ ମାନଙ୍କୁ ଦୀପାବଳି ପର୍ବ ରେ ସ୍ୱାଗତ ଜଣାଇ  କହିଲେ ପରମାତ୍ମା ସର୍ବଧର୍ମ ଆତ୍ମ ଙ୍କ ପିତା ଅଟନ୍ତି, ତେଣୁ ତାଙ୍କୁ ସମସ୍ତେ ଜ୍ୟୋତି ସ୍ୱରୂପ ରେ ସ୍ୱୀକାର କରନ୍ତି l ବର୍ତ୍ତମାନ ସମୟ ଆସି ପହଁଚିଛି ବିଶ୍ୱରେ ସବୁ ଧର୍ମ ର ମାନବ ଈଶ୍ବରୀୟ ବିଦ୍ୟାଳୟ ଜ୍ଞାନକୁ ସ୍ୱୀକାର କରନ୍ତି, ତେଣୁ ଏ ସଂସ୍ଥା ବିଶ୍ୱ ସ୍ତରରେ ପ୍ରାୟ ଶହେ ଚାଳିଶ ଦେଶରୁ ଉର୍ଦ୍ଧ ଦେଶ ରେ ଶିକ୍ଷା ପ୍ରଦାନ କରୁଛି l ଭାରତକୁ ବିଶ୍ୱ ଗୁରୁ ରୂପେ ମାନ୍ୟତା ପ୍ରାପ୍ତ କରିବା ପଛରେ ଆଧ୍ୟାତ୍ମିକ ଜ୍ଞାନ ଓ ରାଜଯୋଗ ର ଭୂମିକା ବିଶେଷ ଅଟେ l କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ଅତିଥି ଓ ବ୍ରହ୍ମକୁମାରୀ ଓ ବ୍ରାହ୍ମକୁମାର ଭାଇ ମାନେ ଆତ୍ମିକ ସ୍ମୃତି ରେ ଦ୍ବୀପ ପ୍ରଜ୍ବଳନ କରି ପରିବେଶ କୁ ସୁଶୋଭିତ  କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like