-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସଭା ସାଂସଦଙ୍କୁ ସାକ୍ଷାତ କଲେ ବଲାଙ୍ଗିର ଦିନ୍ ପାଳନ କମିଟି, ବଲାଙ୍ଗିର ଦିନ୍ ଉତ୍ସବ ପାଳନ ପାଇଁ ଚାଲିଛି ଜୋରଦାର୍ ପ୍ରସ୍ତୁତି

25-Oct-2022



ବଲାଙ୍ଗିର (ପ୍ରେରଣା ଖବର) ଆସନ୍ତା ନଭେମ୍ବର୍  ୧ ତାରିଖ ଦିନ ବଲାଙ୍ଗିର କୋଶଳ କଳା ମଣ୍ଡଳ ପଡିଆ ଠାରେ ବଲାଙ୍ଗିର ଦିନ  ଉତ୍ସବ ପାଳନ ହେବାକୁ ଯାଉଛି ବଲାଙ୍ଗିର ଦିନ୍ କୁ ଜାକଜମକ ସହ ପାଳନ କରିବା ପାଇଁ ପ୍ରସ୍ତୁତି ଚାଲିଛି l ଆଜି ବଲାଙ୍ଗୀର ଦିନ୍ କମିଟି ପକ୍ଷରୁ ସ୍ଥାନୀୟ ଅମଲା ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ର ସୁପରିଚାଳନା ପାଇଁ କାମର କଣ କଣ ଅଗ୍ରଗତି ହୋଇଛି ଓ ଆସନ୍ତା ଦିନ କଣ କରିବାର ବାକି ରହିଛି ସେ ସମ୍ପର୍କରେ ସମସ୍ତେ ମତ ରଖିଥିଲେ l ଆସନ୍ତା ଦିନରେ ଅନୁଷ୍ଠିତ ହେବାକୁ ଥିବା ପିନ୍ଧନ୍ ଉଡ଼ନ୍ ପ୍ରତିଯୋଗିତା, ହୁଳହୁଳି ପ୍ରତିଯୋଗିତା ଓ ପିଠା ପନl ପ୍ରତିଯୋଗିତା ର ଆୟୋଜନ ସମ୍ପର୍କରେ ଆଲୋଚନା ହୋଇଥିଲା l  ପ୍ରସ୍ତୁତି ବୈଠକର ଆଲୋଚନା ପରେ ବଲାଙ୍ଗିର ଡିନ୍ କମିଟିର ମୁଖ୍ୟ ସଂଯୋଯକ ଗୋପlଲଜୀ ପାଣିଗ୍ରାହୀଙ୍କ ନେତୃତ୍ଵରେ କମିଟିର ସମସ୍ତ ସଭ୍ୟ ମାନେ ମାନ୍ୟବର ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶିଙ୍କୁ 

ସ୍ଥାନୀୟ ସlର୍କିଟ ହାଉସ୍ ଠାରେ ସାକ୍ଷାତ କରି କାର୍ଯ୍ୟକ୍ରମରେ ଅତିଥି ମର୍ଯ୍ୟାଦାରେ ରହିବାକୁ ଆମନ୍ତ୍ରଣ କରିଥିଲେ l ବଲାଙ୍ଗିର ଦିନ୍ ଉତ୍ସବରେ ଅତିଥି ଭାବେ ଯୋଗ ଦେବା ପାଇଁ ଶ୍ରୀ ବିଶି ସହମତି ପ୍ରଦାନ କରିଥିଲେ l ଅନ୍ୟ ପକ୍ଷରେ ଅନ୍ୟତମ ଅତିଥି ଭବରେ ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ, ପାଟଣାଗଡ ବିଧାୟକ ସରୋଜ ମେହେର, ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ମଧ୍ୟ ଉତ୍ସବରେ ଯୋଗ ଦେବା ପାଇଁ ସ୍ୱୀକୃତି ପ୍ରଦାନ କରି ସାରିଛନ୍ତି l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like