-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଗାଁ ମୁହାଁ ବନ୍ୟଜନ୍ତୁ : ୧୧ କେଭି ଲାଇନ୍ ସଂସ୍ପର୍ଶରେ ଆସି ମାଙ୍କଡ଼ ର ଜୀବନ ଗଲା

26-Oct-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ସଦର ବ୍ଲକ କର୍ଲlପିଟl ପଞ୍ଚାୟତ ଭୁଣ୍ଡି ମୁହାଣ ଗାଁ ରେ ଆଜି ୧୧ କେ ଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ବଣୁଆ ମାଙ୍କଡ଼ର ମୃତ୍ୟୁ ଘଟିଛି l ପାଖ ଜଙ୍ଗଳରୁ ଆସି ଏହି ମାଙ୍କଡ଼ ଟି ଆସି ଗାଁ ରେ ରହୁଥିଲା l ତେବେ ଆଜି ସକାଳେ ମାଙ୍କଡ ଟି ଡିଆଁଡେଇଁ କରୁଥିବା ବେଳେ ହଠାତ୍ ଗାଁ ଦେଇ ଯାଇଥିବା, ୧୧କେଭି ଲାଇନ୍ ସଂସ୍ପର୍ଶରେ ଆସିଯାଇଥିଲା l ଗୁରୁତର ଅବସ୍ଥାରେ ରାସ୍ତାରେ  ଚ୍ଛଟପଟ  ହେଉଥିବା ମାଙ୍କଡ଼ କୁ ଗାଁ ଲୋକେ ଉଦ୍ଧାର କରିବା ସହ ଆବଶ୍ୟକୀୟ ଚିକିତ୍ସା ମଧ୍ଯ କରିଥିଲେ l ବଲାଙ୍ଗୀରର ଅଗ୍ରଣୀ ଜୀବେଦୟା ଅନୁଷ୍ଠାନ କର୍ତ୍ତବ୍ୟ ଫାଉଣ୍ଡେସନ ର ସ୍ୱେଚ୍ଛାସେବୀ ମାନେ ମାଙ୍କଡ଼ କୁ ବଞ୍ଚାଇବା ପାଇଁ ଅନେକ ଚେଷ୍ଟା କରି ମଧ୍ଯ ବିଫଳ ହୋଇଥିଲେ l ଶେଷରେ ମାଙ୍କଡଟି ଏକ ଶୋକାକୁଳ ପରିବେଶ ମଧ୍ୟରେ ସମସ୍ତଙ୍କ ଠାରୁ ବିଦାୟ ନେଇଥିଲା l  ସୂଚନାଯୋଗ୍ୟ, ବର୍ତ୍ତମାନ ଜଙ୍ଗଲ ସବୁ ପଦl ହେବାକୁ ବସୁଥିବା ବେଳେ ବନ୍ୟ ଜନ୍ତୁଙ୍କ ଆବସସ୍ଥଳୀ ନଷ୍ଟ ହେବାରେ ଲାଗିଛି l ଖାଦ୍ୟ ଅନ୍ଵେଷଣରେ ଏହି ବନ୍ୟଜନ୍ତୁ ମାନେ ଗାଁ ଓ ସହରମୁହାଁ ହୋଇ ମୃତ୍ୟୁ ମୁଖରେ ପଡୁଛନ୍ତି ଲ ଜଙ୍ଗଲ ସୁରକ୍ଷା ଦିଗରେ ଜଙ୍ଗଲ ବିଭାଗ ଆନ୍ତରିକତା ପ୍ରଦର୍ଶନ କଲେ ବନ୍ୟ ଜନ୍ତୁଙ୍କ ଜୀବନ ସୁରକ୍ଷିତ ରହିପାରନ୍ତା ବୋଲି ଗ୍ରାମବାସୀ ମତ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like