-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଚରଦା ମନ୍ଦିର ଦାନବାକ୍ସ ଚୋରି ଘଟଣାରେ ୨ଜଣ ଅଟକ,ଶନି ପାହାଡ଼ରୁ ମିଳିଲା ଦାନବାକ୍ସ

26-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ୨୨ତାରିଖ ବିଳମ୍ବିତ ରାତ୍ରୀରେ ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ମନ୍ଦିରର ୩ଟି ଦାନବାକ୍ସରେ ଶ୍ରଦ୍ଧାଳୁ ଭକ୍ତ ଦାନ କରିଥିବା ପ୍ରାୟ ୨୫ହଜାର ଟଙ୍କାକୁ କେତେକ ମୁଖା ପିନ୍ଧା ଦୁର୍ବୃତ୍ତ ଚୋରି କରିନେଇଥିବା ଟ୍ରଷ୍ଟ ବୋର୍ଡ ସଭାପତି ଅଶୋକ କୁମାର ପୃଷ୍ଟି ଥାନାରେ ଅଭିଯୋଗ କରିଥିଲେ ।ପୋଲିସ ଅନୁସନ୍ଧାନ କୁକୁର ସହ ଏବଂ ଗତକାଲି ବଲାଙ୍ଗୀର  ସାଇନ୍ତିଫିକ ଟିମ ଦ୍ଵାରା ତଦନ୍ତ ଜାରି ରଖିଥିଲା ।ପ୍ରାୟ ଦୁଇଦିନ ଧରି ପୋଲିସ ତରଫରୁ ତଦନ୍ତ ଚାଲି ରହିଥିଲେ ହେଁ ଗତକାଲି ଏହି ଚୋରିରେ ସଂପୃକ୍ତ ଥିବା ସନ୍ଦେହରେ ଦୁଇ ଜଣ ଯୁବକକୁ ପୋଲିସ ଗିରଫ କରି ଥାନାରେ ଅଟକ ରଖି ଟିକିନିଖି ଭାବେ ପଚରାଉଚୁରା କରୁଥିବା ଥାନା ଅଧିକାରୀ ପବିତ୍ର ସାହୁ ସୂଚନା ଦେଇଛନ୍ତି ।ସୂଚନା ଯୋଗ୍ୟ ଯେ ଆଜି ସକାଳେ କିଛି ମହିଳା  ନିକଟସ୍ଥ ଶନିଶ୍ଚର୍ ମନ୍ଦିର ଆଡ଼େ ଯାଇଥିବା ବେଳେ ଏକ ଦାନବାକ୍ସ ଓ ଲାଲ ରଙ୍ଗର ପତାକା ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ପୋଲିସକୁ ଖବର ଦେବାପରେ ତତକ୍ଷଣାତ୍ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାମଗ୍ରୀ ଜବତ କରିଥିଲା।  ଏହି ଚୋରି ଘଟଣାରେ ଆହୁରି କେତେକ ବ୍ୟକ୍ତି ସାମିଲ ଅଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି । ।ଅନ୍ୟ ପକ୍ଷରେ ଗତ ୨୦୧୧ମସିହାରେ ଏହି ମନ୍ଦିରରୁ ଚୋରି ହୋଇ ଥିବା ସୁନା ଅଳଙ୍କାର ସାମଗ୍ରୀ ଅଦ୍ୟାବଧି ମିଳି ନଥିବା ବେଳେ ଚୋର ମଧ୍ୟ ଧରାପଡିନାହନ୍ତି। ତେଣୁ ପୋଲିସ ପାଇଁ ଏହି ଘଟଣା ଏକ ପ୍ରକାର ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ବେଳେ ଚୋରି ଘଟଣାର ପର୍ଦ୍ଦାଫାଶ କେବେ ହେବ ଓ ଚୋରି ସାମଗ୍ରୀ କେବେ ମିଳିବ ସମୟ ହିଁ କହିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like