-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

କୋକଡୁଙ୍ଗରି ଠାରେ ସ୍ମୃତି ସମ୍ବର୍ଦ୍ଧନା ସଭା ସହିତ ଗିରି ଗୋବର୍ଦ୍ଧନ ପୂଜା, ଯୁବ ସାମ୍ବାଦିକ ହୁଲେଶ୍ୱର ହଂସ ଙ୍କ ସହ ଅଂଚଳର ପ୍ରତିଭା ମାନଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ

26-Oct-2022



ମୁରିବାହାଲ,- ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡା ପଞ୍ଚାୟତ କୋକଡୁଙ୍ଗରି ଠାରେ ସାର୍ବଜନୀନ ଗିରିଗୋବର୍ଧନ ପୂଜା କମିଟି ର  ପଞ୍ଚସଖା ସତସଙ୍ଗ କମିଟି ପକ୍ଷରୁ ସ୍ମୃତି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସର ରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ପଞ୍ଚସଖା ସତସଙ୍ଗ କମିଟି ର ପ୍ରତିଷ୍ଠାତା ସତ୍ୟନାରାୟଣ ଭୋଇ ଓ ଚମ୍ପେଶ୍ୱର ନାଗ ଙ୍କ ବିୟୋଗ ରେ ଫଟୋ ଚିତ୍ର ରେ ପୂଜାର୍ଚ୍ଚନା କରିବା ସହ ସ୍ମୃତି ଚାରଣ କରିବା ସହ ଅମର  ଆତ୍ମା ର ସଦଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ । ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ପଞ୍ଚସଖା ସତସଙ୍ଗ କମିଟି ର ସଭାପତି ବଳିୟାର ସିଂ ମାଝୀ ଙ୍କ ଅଧ୍ୟକ୍ଷତାରେ  ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ସାଂସଦ ଙ୍କ ମୁରିବାହାଲ ବ୍ଲକ ପ୍ରତିନିଧି ଶ୍ରୀବତ୍ସ ବେହେରା, ସମ୍ମାନୀୟ ଅତିଥି ଭାବେ ଜିଲ୍ଲା କନ୍ଧ ସମାଜ ଯୁବ ସଂଗଠନ ର ଜିଲ୍ଲା ସଭାପତି ସୁରେଶ ଭୋଇ,ଡଙ୍ଗର ପଡା ପଞ୍ଚାୟତ ର ସମିତି ସଭ୍ୟ ବିରଞ୍ଚି ନାରାୟଣ ବହିଦାର, ଆଦିବାସୀ ନାରୀନେତ୍ରୀ କିରଣ ଭୋଇ, ନାରୀନେତ୍ରୀ ଦେବକୀ ହଂସ,ଅବସର ପ୍ରାପ୍ତ ସୈନିକ ଧନେଶ୍ୱର ମାଝୀ, କଣ୍ଠଶିଳ୍ପୀ ରେଣୁ ରଞ୍ଜନ ବାଗ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଜାତି,ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏକଜୁଟ ସାର୍ବଜନୀନ ଗିରି ଗୋବର୍ଦ୍ଧନ ପୂଜା କରିବା ସହ ମାନବ ଜାତି ର କଲ୍ୟାଣ ନିମିତ୍ତ ଜଳ, ଜଙ୍ଗଲ, ଜମି ର ସୁରକ୍ଷା, ନାରୀର ସୁରକ୍ଷା,ସମାଜ ରେ ଶିକ୍ଷା ହି ଏକମାତ୍ର ବାଟ ଯିଏକି ପ୍ରଗତି ପଥ କୁ ନେଇଯିବ । ପୁରୁଷ ପ୍ରଧାନ ଦେଶ ରେ ନାରୀ ମାନଙ୍କ ଭୂମିକା ଗୁରୁତ୍ତ୍ୱପୂର୍ଣ୍ଣ ବହନ କରି ସୁସ୍ଥ ସମାଜ ଗଠନ ନାରୀ ର ମହତ୍ତ୍ୱପୂର୍ଣ୍ଣ ଭୂମିକା ବୋଲି ମତବ୍ୟକ୍ତ କରିବା ସହିତ ପୁରୁଷ ଓ ମହିଳା ଉଭୟେ ମିଶି କାନ୍ଧ କୁ କାନ୍ଧ  ପ୍ରଗତି ପଥ କୁ ଆଗେଇ ନେବା ପାଇଁ ଆହ୍ୱାନ କରିଥିଲେ । କୋକ ଡୁଙ୍ଗରି ପୀଠ କୁ ପର୍ଯ୍ୟଟନ ସ୍ଥଳୀ କରିବା ପାଇଁ ମଧ୍ୟ ସଭାରେ ଦାବି ଉଠିଥିଲା । ଏହି ଅବସର ରେ କଣ୍ଟାବାଞ୍ଜି ଅଞ୍ଚଳ ରେ ସାମ୍ବାଦିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା କଣ୍ଟାବାଞ୍ଜି ଅର୍ଗସ ଟିଭି ର ପ୍ରତିନିଧି ହୁଲେଶ୍ୱର ହଂସ ଙ୍କୁ ଉପଢୌକନ ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ସାଲେପଡା ଗାଁ ର ଆଶାକର୍ମୀ ଜାନକୀ ପରଭୋଇ, ବାହାଡୁକି ଅଙ୍ଗନବାଡ଼ି କର୍ମୀ ରେଣୁକା ପଧାନ, ମାଟ୍ରିକ ପରୀକ୍ଷା ରେ ଅଧିକ ମାର୍କ ରଖିଥିବା ଛାତ୍ରୀ ଅହଲ୍ୟା ଭୋଇ ଓ ପ୍ରତିମା ନାଗ ଙ୍କୁ ଉପଢୌକନ ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ସମ୍ପାଦକ ମାଲିକ ମହାକୁର  ସମ୍ପାଦକୀୟ ବିବରଣୀ ପାଠ କରିଥିଲେ ।  ବରିଷ୍ଠ ସମାଜସେବୀ ତେଜୁରାମ ବାଗ ସଭା ସଂଯୋଜନା କରିଥିଲେ ।  ଉପ ସଭାପତି ମହାଦେବ ଟାହାଣୀ  ଧନ୍ୟବାଦ ଅର୍ପଣ କରିଥିଲେ । ପରେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଦର୍ଶକ ମାନେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଉପଭୋଗ କରିଥିଲେ । ଏଥିରେ ଆୟୋଜକ କମିଟି ର ସମସ୍ତ କର୍ମକର୍ତ୍ତା ମାନେ ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like