-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||     

HOME   ଜିଲ୍ଲା

ସଚେତନ ହେମା ଅନୁଷ୍ଠାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

26-Oct-2022



ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଗ୍ରାମପଂଚାୟତ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ଅନୁଷ୍ଠାନ ଦ୍ୱାରା 'କଳାକାର ପାଇଁ ଗଛଟିଏ' ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ କୁଣ୍ଡାଖାଇ ଉପସ୍ୱାସ୍ଥ୍ୟ କେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ ଶ୍ରୀମତୀ ମାନସୀ ସାହୁ ଯୋଗ ଦେଇ ଗଛର ମହତ୍ୱ ବର୍ଣ୍ଣନା କରିବା ସହ ବୃକ୍ଷରୋପଣ ପ୍ରାରମ୍ଭ କରିଥିଲେ l ପ୍ରତ୍ୟେକ କଳାକାର ଗୋଟିଏ ଗୋଟିଏ ଗଛ ଲଗାଇବା ସହ ସର୍ବମୋଟ  ୨୫ଟି ଗଛ ଲଗାଯାଇଥିଲା l ଅନୁଷ୍ଠାନ ତଥା ଏହି ସୁନ୍ଦର ପୃଥିବୀକୁ ସୁନ୍ଦର ପାଇଁ ଗଛ ଲଗାଇବା ନିତାନ୍ତ ଜରୁରୀ ବୋଲି ନାଟ୍ୟକାର ରାଜକୁମାର ସାହୁ  ବକ୍ତବ୍ୟ ଦେଇଥିଲେ l ଏହି କାର୍ଯ୍ୟକ୍ରମରେ ଲାଲସାହେବ ସାହୁ, ଘନଶ୍ୟମ ଭୋଇ, ରସିକ ବରିହା, ଘନଶ୍ୟାମ ସାହୁ, ଜୟନ୍ତ ସାହୁ, ପିଙ୍କୁ ସାହୁ, ରାଜେଶ ସାହୁ, ଆରାଧ୍ୟ୍ୟ ସାହୁ, ସୁନେଲି ସାହୁ ଆଦର୍ଶ ସାହୁ,ଭିକ ବରିହା, କଳ୍ପ ସାହୁ, ତାରାକାନ୍ତ ଭୋଇ, ଦୟାନନ୍ଦ ସାହୁ କୁଳମଣି ପଶୟତ ପ୍ରମୁଖ ସହାୟତା କରିଥିଲେ l

(ନରହରି ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026

You Might Also Like