-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ବରାହପଦର ମଠରେ ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ

26-Oct-2022



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ସ୍ଥିତ ପ୍ରସିଦ୍ଧ ଧର୍ମପୀଠ ବରାହପଦର ମଠରେ ପବିତ୍ର ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ ବହୁ ଧୁମଧାମରେ ପାଳିତ ହୋଇଯାଇଛି। ଏଠାରେ ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ସମାଗମ ହୋଇଥିବା ଦେଖିବାକୁ ମିଳିଛି। ଏହି ଅବସରରେ ଅଞ୍ଚଳର ବିଭିନ୍ନ ଗ୍ରାମରୁ ଆସିଥିବା ୫୦ ରୁ

ଉର୍ଦ୍ଧ ମହିଳା ଓ ପୁରୁଷ ନାମ ସଙ୍କୀର୍ତ୍ତନ ଯୋଗଦେଇ ଥିଲେ। ସମସ୍ତ ଯାତ୍ରୀ ମାନଙ୍କ ନିମନ୍ତେ ସାମୂହିକ ଅନ୍ନ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ବରାହପଦର ମଠ ବାବା ଶ୍ରୀ ନିତ୍ୟଗୋପାଲ ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପୂର୍ବବର୍ଷ ମାନଙ୍କ ଭଲି ଏବର୍ଷ ମଧ୍ୟ ଆୟୋଜନ କରାଯାଇଥିଲା। ଏଠାକୁ ବହୁ ଦୁରଦୁରାନ୍ତରୁ  ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ସୁଅ ଛୁଟିଥିଲା । ଯାତ୍ରା ରେ ମୀନା ବଜାର ସହ ଘର ଉପକରଣ ଓ ବିଭିନ୍ନ କିସମର ଦୋକାନ ପସରା ମେଲେଇ ଥିବାରୁ ଯାତ୍ରୀମାନେ ଆନନ୍ଦରେ ମଜା ନେଇଥିଲେ। ବଡ଼ଖମାର ଲାଲା ବାହାଦୁର ଯୁବକ ସଂଘ ପକ୍ଷରୁ ସୂଚନା କେନ୍ଦ୍ରର ପରିଚାଳନା

କରିଥିବା ବେଳେ ଜଟେସିଂହା ଡ୍ରାଇଭର ସଂଘ ପକ୍ଷରୁ ଦହି ପାଣି ବଣ୍ଟନ କରୁଥିବା ଦେଖିବାକୁ ମିଳିଛି।  ଶାନ୍ତି ଶୃଙ୍ଖଳାର ବଜାର ରଖିବାକୁ ପୋଲିସ ପ୍ରଶାସନ ତଥା ସୁବଳୟା ଥାନା ଅଧିକାରୀ ଅଞ୍ଜଳୀ କୁମ୍ଭାରଙ୍କ ନେତୃତ୍ବରେ  ଏକ ପ୍ଳାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ସେହିପରି ବାଗବର, ଚନ୍ଦଲି, ସୁନାରେବନୀ, ଟିଠିପାଲି, ଦେଉଲଝରୀ ପ୍ରଭୁତି ସ୍ଥାନମାନଙ୍କରେ ବହୁ ଆଡ଼ମ୍ବରେ ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like