-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମାଁ ଦୂର୍ଗାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ନେଇ ଦେବାଦେବୀଙ୍କ ଠାରୁ ଆଜ୍ଞାମାଳ

26-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ପୁରୁଣା ବସଷ୍ଟାଣ୍ଡ ଦୁର୍ଗାପୂଜା କମିଟି ତରଫରୁ ଦୀର୍ଘ ୫୨ବର୍ଷ ଧରି ଜଗତ ଜନନୀ ଦୁର୍ଗତି ନାସିନୀ ମାଁ ଦୁର୍ଗାଙ୍କ ବାର୍ଷିକ ପୂ ମହାଆଡମ୍ବର ପୂର୍ଣ୍ଣ ଭାବେ ପାଳିତ ହେଉଥିଲା ଶ୍ରଦ୍ଧାଳୁ ଭକ୍ତ ବରଷକ ଥରେ ମାଁ ଙ୍କ ଦର୍ଶନ କରି ପୂଜା କରିବାର ସୁଯୋଗ ପାଉଥିଲେ ।ଏଣିକି ମାଁ ଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବ,ଦୈନନ୍ଦିନ ପୂଜାବିଧି ସହ ଭକ୍ତ ଦର୍ଶନ କରିପାରିବେ ।କମିଟି କର୍ମକର୍ତ୍ତାଙ୍କ ଅକ୍ଲାନ୍ତ ପରିଶ୍ରମ ଏବଂ ଅଞ୍ଚଳବାସୀଙ୍କ ସହଯୋଗ କ୍ରମେ ମାଁ ଦେବୀ ଦୁର୍ଗାଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।ଏହି ଅବସରରେ ବିନିକା ସହର ସମେତ ଆଖପାଖ ଅଞ୍ଚଳରେ ପୂଜା ପାଉଥିବା ବିଭିନ୍ନ ଦେବାଦେବୀଙ୍କ ମନ୍ଦିରକୁ ଯାଇ ଆଜ୍ଞାମାଳ ଅଣାଯାଇଛି ।ଦୁର୍ଗାପୂଜା କମିଟି ସଭାପତି ସନ୍ତୋଷ କୁମାର ପଣ୍ଡା,ଉପ ସଭାପତି ସୁଧାଂଶୁ ଶେଖର ଦାସ,ଦିଲ୍ଲୀପ ଅଗ୍ରୱାଲ,ଈଶ୍ୱର ମାହାଣା,ସମ୍ପାଦକ ଗନ୍ଦର୍ପ ମାହାର,ଗରିବ ସାଲମା,ସୋମନାଥ ମିଶ୍ର,ଭୀମସେନ ସାହୁ,ସୁନିଲ ପାତ୍ର,ମିନୁ ନାୟକ,ଅଶ୍ଵିନୀ ସୁବୁଦ୍ଧିଙ୍କ ସମେତ କମିଟି କର୍ମକର୍ତ୍ତା ଓ ଅଞ୍ଚଳର ଶ୍ରଦ୍ଧାଳୁ ଭକ୍ତମାନେ ସ୍ଥାନୀୟ ଦୁର୍ଗା ମନ୍ଦିରରେ ମାଁ ଙ୍କ ଠାରେ ପୂଜାର୍ଚ୍ଚନା କରି ତାଙ୍କର ଆଶିଷ ନେଇ ଘଣ୍ଟ,ଶଙ୍ଖ,ହୁଳହୁଳି ଓ ଜୟଧ୍ୱନିରେ ଏକ ବିରାଟ ଶୋଭାଯାତ୍ରାରେ ପ୍ରଥମେ ବିନିକାର ଇଷ୍ଟଦେବୀ ମା ନାରାୟଣୀ ମନ୍ଦିର,ଝାରି ମନ୍ଦିର,ସମଲେଇ ମନ୍ଦିର, ଶିତଲା

ମନ୍ଦିର,ପୁଣ୍ୟମାସି ମନ୍ଦିର,ଦ୍ୱାରୀ ମନ୍ଦିର,ପାର୍ବତୀ ମନ୍ଦିର,ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦାର କପିଳେଶ୍ୱର ବାବା,ଚରଦେଇ ମନ୍ଦିର,ମହାନଦୀ ମଧ୍ୟମ ସ୍ଥଳରେ ଥିବା ବାଇକାନି ମନ୍ଦିର ଓ ପରେ ଉଲୁଣ୍ଡା ବ୍ଳକ ମେଟାକାନି ପୀଠକୁ ଯାଇ ଦେବାଦେବୀଙ୍କ ଠାରେ ପୂଜକ ସୁବାସ ବଡ଼ପଣ୍ଡା ଓ ମାନସ ରଞ୍ଜନ ପୂଜାରୀ ଯଥାରୀତି ପୂଜାର୍ଚ୍ଚନା କରି ମାଁ ଦୁର୍ଗାଙ୍କ ପାଇଁ ଆଜ୍ଞାମାଳ ବରଣ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like