-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ର କୃଷି ବିଲ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର ତିନି କଳା କୃଷି ବିଲକୁ ସରକାର ପ୍ରତ୍ୟାହାର କରୁ - ସମରେନ୍ଦ୍ର

02-Oct-2020



ବଲାଙ୍ଗିର,୦୨/୧୦(ସନ୍ତୋଷ ଠାକୁର): “ସବୁ ଜିନିଷ ଅପେକ୍ଷା କରେ କିନ୍ତୁ କୃଷି ନୁହେଁ ” ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଏହି ଉକ୍ତି କୃଷି, କୃଷକ ଓ କୋଟି କୋଟି ଦେଶବାସୀଙ୍କ ପାଇଁ ବହୁ ମହତ୍ୱ ରଖେ । ବର୍ତ୍ତମାନର ମୋଦୀ ସରକାର ଷଡଯନ୍ତ୍ର କରି କୃଷି  ପ୍ରଧାନ ଦେଶ ଧାରା କୃଷକ, କୃଷି ଓ ଜନସାଧାରଣଙ୍କୁ ତିନୋଟି କୃଷକ ବିରୋଧି ବିଲ ଆଣି ସ୍ୱାଧିନତା ପୂର୍ବବର୍ତ୍ତି ଜମିଦାରି ପ୍ରଥାକୁ ଜୋରଜବରଦସ୍ତ ଦେଶରେ ଲଦି ଦେବାକୁ ଯାଉଛନ୍ତି ବୋଲି ଆଜି କେନ୍ଦ୍ର ସରକାର ଆଣିଥିବା ତିନୋଟି ଦେଶ ବିରୋଧି କଳା କୃଷକ ବିରୋଧି ବିଲ ବିରୁଦ୍ଧରେ ବଲାଙ୍ଗିର ଜିଲ୍ଲା କଂଗ୍ରେସ ତରଫରୁ ଏଆଇସିସି ସଦସ୍ୟ ସମରେନ୍ଦ୍ର ମିଶ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏହି ବିଲକୁ ପ୍ରତ୍ୟାହାର କରିବା ପାଇଁ ଏକ ସ୍ମାରକପତ୍ର ମାନ୍ୟବର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଦେଶର ୬୨କୋଟି କୃଷକ ଏବଂ କୃଷି ଶ୍ରମିକ ଦେଶସାରା ଏହି ବିଲ ବିରୁଦ୍ଧରେ ଆନ୍ଦୋଳନ କରୁଛନ୍ତି । ୨୫୦ରୁ ଉର୍ଦ୍ଧ୍ୱ କୃଷକ ସଂଗଠନ ଆଜି ଦେଶଜାକର ରାଜରାସ୍ତାରେ ଆନ୍ଦୋଳନମୁହାଁ । କେଉଠି ଅନଶନ ତ କେଉଁଠି ଧାରଣା ଦିଆ ଚାଲିଛି କିନ୍ତୁ କ୍ଷମତାରେ ଅନ୍ଧ ମୋଦି ସରକାର ଦେଶର ମୁଷ୍ଟିମେୟ ପୁଞ୍ଜିପତିଙ୍କ ସ୍ୱାର୍ଥ ପାଇଁ ସାରା ଦେଶର ସ୍ୱାର୍ଥକୁ ଜଳାଞ୍ଜଳି ଦିଆଯାଉଛି । ମୋଦୀ ସରକାର ସଂସଦରେ ନିଜର ସଂଖ୍ୟା ଗରିଷ୍ଠତା ବେଆଇନ ପ୍ରୟୋଗ କରି ଦେଶର ସଙ୍ଗୀୟ ବ୍ୟବସ୍ଥାକୁ ଅପଦସ୍ତ କରୁଛି । ଏହି ତିନି କଳା ବିଲ ଅସମ୍ବିଧାନିକ ଭାବେ ରାଜ୍ୟସଭାରେ ପାସ କରିଦିଆଯାଇଛି । ଏପରି କି ଭୋଟ ବିଭାଜନ ମଧ୍ୟ କରାଯାଇନାହିଁ ।  ସ୍ମାରକପତ୍ରରେ ରାଷ୍ଟ୍ରପତିଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି । ଆହୁରି ମଧ୍ୟ ମଣ୍ଡିପ୍ରଥା ଫସଲର ସର୍ବନିମ୍ନ ମୁଲ୍ୟକୁ ସମ୍ପୁର୍ଣ୍ଣ ଭାବରେ ଏହି ବିଲରେ ଅଣଦେଖା କରାଯାଉଥିବାରୁ ଦେଶର ଚାଷୀମାନଙ୍କୁ ପୁଣି ସ୍ୱାଧିନତା ପୂର୍ବବର୍ତ୍ତି ଜମିଦାରି ପ୍ରଥାକୁ ଠେଲିଦେଇ କୃଷି ଓ କୃଷକର ଭାଗ୍ୟକୁ ମୁଷ୍ଟିମେୟ ପୁଞ୍ଜିପତିଙ୍କ ଆଗରେ ଟେକି ଦିଆଯାଇଥିବା କଂଗ୍ରେସ ଅଭିଯୋଗ କରିଛି । ଏଣୁ ଏହି ବିଲକୁ ତୁରନ୍ତ ପ୍ରତ୍ୟହାର କରିବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦିଆଯାଇଥିବା ସ୍ମାରକପତ୍ରରେ ଦାବି କରାଯାଇଛି । ଆଜିର ଏହି କାର୍ଯ୍ୟକ୍ରମକୁ ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରା ନେତୃତ୍ୱ ନେଇଥିବା ବେଳେ ରାଜ୍ୟ କଂଗ୍ରେସ ସଂପାଦକ ଉମାଶଙ୍କର ପଣ୍ଡା, ଉପ-ସଭାପତି ମନୀଷ ମିଶ୍ର, ଅସୀତ କୁମାର ମୁଖ୍ୟ, ଅଜୟ ବାଲି, ଟିକୁନୁ କୁମ୍ଭାର, ଉମାଶଙ୍କର ସାହୁ, ସାନନ୍ଦ ମିଶ୍ର, ଚନ୍ଦ୍ରମଣି ତ୍ରିପାଠି, ସଂଜୟ ମିଶ୍ର, ଅଖଣ୍ଡ ସେଠ, କୈଳାସ ମିଶ୍ର, ଚିଣ୍ଟୁ ପଣ୍ଡା, କିଶୋର ଦଣ୍ଡସେନା, ଝୁପଲୁ ମହାନ୍ତି, ମିଟୁ ସାହୁ, ଲୋପନ ମିଶ୍ର, ସୁରେନ୍ଦ୍ର ଅଶ୍ୱପାଲ ଏବଂ ସୁଦର୍ଶନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like