-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ମାନବିକତା ଦେଖାଇଲେ ଆମ୍ବୁଲାନ୍ସ ଡ୍ରାଇଭର ରାସ୍ତା ନଥିବାରୁ ଭାରରେ ବୁହାହେଲେ ଗର୍ଭବତୀ

30-Nov-2020



ରାୟଗଡା (ଦୀପକ କୁମାର ଷଡଙ୍ଗୀ) ରାମନଗୁଡ଼ା ଗାଁ କୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ପହଞ୍ଚି ପାରନଥିଲା ଫଳରେ ବାଧ୍ୟ ହୋଇ ଭାରରେ ବୁହାହେଲେ ଗର୍ଭବତୀ ଏଭଳି ଏକ ଅବସ୍ଥାରେ ଗର୍ଭଯନ୍ତଣାରେ ଛଟପଟ ହେଉଥିବା ଜଣେ ମହିଳାଙ୍କୁ ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ ଜଣକ ସ୍ଥାନୀୟ ଡ଼ାକ୍ତରଖାନାରେ ପହଞ୍ଚାଇଛନ୍ତି।ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ନିଲାମଗୁଡା ପଞ୍ଚାୟତ ଅଧିକ ଡ଼ମ୍ବୁରିଗୁଡା ଗ୍ରାମ ନିକଟରେ।ଡ଼ମ୍ବୁରିଗୁଡା ଗ୍ରାମର କୁନି ଶବର(୨୨)ଙ୍କୁ ଗତକାଲି ରାତି ୮ ଘଣ୍ଟା ସମୟରେ ଗର୍ଭଯନ୍ତଣା ହେବାରୁ ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ।ଖବରପାଇ ଆମ୍ବୁଲାନ୍ସ ଡ୍ରାଇଭର କମଳାକାନ୍ତ ପାଢ଼ୀ ଗ୍ରାମ ନିକଟରେ ପହଞ୍ଚି ଥିଲେ।ଗ୍ରାମ ନିକଟରେ ଆଉ ପକ୍କା ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଅପେକ୍ଷା କରିବା ପରେ ଗର୍ଭବତୀ ମହିଳା ଆଣିବାରେ ବିଳମ୍ବ ସହ ନଫେରିବାରୁ ଚାଷ ଜମିରେ ନାଳ ଡେଇଁ ଚାଲି ଚାଲି ଯାଇ ଗର୍ଭବତୀ ମହିଳା ଜଣକ ଛଟପଟ ହେଉଥିବା ଦେଖି ସଙ୍ଗେ ସଙ୍ଗେ ଭାରରେ ବୋହି ଜଙ୍ଗଲିଆ ରାସ୍ତାରେ ପ୍ରାୟ ୧କିଲୋମିଟର ବୋହି ଆଣିଥିଲେ ଆମ୍ବୁଲାନ୍ସ ଡ୍ରାଇଭର କମଳାକାନ୍ତ ପାଢ଼ୀ ଓ ଗର୍ଭବତୀଙ୍କ ସ୍ବାମୀ ଲକ୍ଷ୍ମୀ ନାରାୟଣ ଶବର । ଗର୍ଭବତୀ ମହିଳା ଗର୍ଭଯନ୍ତଣାରେ ଛଟପଟ ହେଉଥିବା ଅବସ୍ଥାରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚିବା ପରେ କୁନି ଶବରଙ୍କ ପ୍ରସବ ବେଦନା ହେବାରୁ ବୋହି ଆଣୁଥିବା ଅବସ୍ଥାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ପରେ ସଙ୍ଗେସଙ୍ଗେ ୧୦୨ଆମ୍ବୁଲାନ୍ସ ଯୋଗେ ରାମନାଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।ସ୍ବାସ୍ଥ୍ୟ କେନ୍ଦ୍ର ପହଞ୍ଚିବା ପରେ ଉଭୟେ ସୁସ୍ଥ ରହିଥିବା ଡାକ୍ତର କହୁଛନ୍ତି।ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଏଭଳି ମାନବିକତା ପାଇଁ ମୋ ସ୍ତ୍ରୀ ଓ ପୁତ୍ରର ଜୀବନ ରକ୍ଷା ପାଇଗଲା ବୋଲି କହିଛନ୍ତି ଗର୍ଭବତୀଙ୍କ ସ୍ବାମୀ ଲକ୍ଷ୍ମୀ ନାରାୟଣ।ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଏଭଳି ମହତସେବାକୁ ସାଧାରଣରେ ପ୍ରଂଶସା ସାଧୁବାଦ ଜଣାଇଛନ୍ତି।।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like