-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଉନ୍ନତି ମୂଳକ ପଦକ୍ଷେପ କୁ ଜିଲ୍ଲାବାସୀ ଙ୍କ ପ୍ରଶଂସା

27-Oct-2022



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲାପାଳ ହେବ ଏମିତି । ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଆଜି ସକାଳୁ ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନ ବୁଲି ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି । ବଲାଙ୍ଗୀର ଜନତା କିଭଳି ସ୍ୱଚ୍ଛରେ ରହିବେ ସେ ନେଇ ଆଜି ରାଣୀ ବନ୍ଧ ପରିଦର୍ଶନ କରି ସ୍ବଚ୍ଛତା ଅବଲମ୍ବନ

କରିବା ପାଇଁ ପୌର ପରିଷଦର ନିର୍ବାହୀ ଅଧିକାରୀଙ୍କୁ ଆଦେଶ ଦେଇଥିଲେ । ରାଣୀ ବନ୍ଧ ର ଚତୁଃପାର୍ଶ୍ଵ ବୁଲି ବନ୍ଧ ହୁଡା ଚାରିପଟେ ପଡ଼ିଥିବା ଆବର୍ଜନା ଏବଂ ପୋଖରୀକୁ ଜବରଦଖଲ କରିଥିବା ସ୍ଥାନ ତୁରନ୍ତ ଖାଲି କରିବା ପାଇଁ ଆଦେଶ ଦେଇଥିଲେ।ବନ୍ଧ ହୁଡାରେ ବସବାସ କରୁଥିବା ଲୋକଙ୍କୁ ସେଠାରୁ ଉଚ୍ଛେଦ କରି ଅନ୍ୟତ୍ର ଥଇଥାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ ଶ୍ରୀ ରlଣା ।ସେଠାରେ ବସବାସ କରୁଥିବା ଲୋକଙ୍କୁ ବୁଝାଇ ଅନ୍ୟତ୍ର ଆଶ୍ରୟ ଦେଇ ଶୃଙ୍ଖଳିତ ଭାବେ ରହିବା ପାଇଁ କହିଥିଲେ ।ପୋଖରୀ ତୁଠ ଅଳିଆ ଆବର୍ଜ୍ଜନା କରୁଥିବା ତଥା ପୋଖରୀ ହୁଡ଼ାରେ ଝାଡା ବସୁଥିବା ବ୍ୟକ୍ତି ଙ୍କ ଫଟୋ ଉଠାଇ ତାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇ ଛନ୍ତି ।ପୋଖରୀକୁ ଯିବା ପାଇଁ ଅନେକ ରାସ୍ତା ଥିବା ବେଳେ କେବଳ ଗୋଟିଏ ମୁଖ୍ୟ ରାସ୍ତା ରଖି ସମସ୍ତ ରାସ୍ତା କୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଆଜି ସକାଳୁ  ଜିଲ୍ଲାପାଳ ସହର ର ଅନେକ  ସ୍ଥାନ ବୁଲି ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି।ପରିଦର୍ଶନ ସମୟରେ

ବଲାଙ୍ଗୀର ପୌର ପରିଷଦ ନିର୍ବାହୀ ଅଧିକାରୀ,ମୁକ୍ତା ଯୋଜନା ଅଧିକାରୀ ଏବଂ  ଡୁଡ଼ା ଅଧିକାରୀ ଙ୍କ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ଜିଲ୍ଲାପାଳ ଚଞ୍ଚଳ ରାଣା ଜଣେ ଦକ୍ଷ ନିର୍ଭୀକ ପ୍ରଶାସନିକ ଅଧିକାରୀ ଭାବେ ବେଶ୍ ଜଣାଶୁଣା।ତାଙ୍କର ପ୍ରତ୍ୟେକ ପଦକ୍ଷେପ ଜିଲ୍ଲା ପାଇଁ ଶୁଭଙ୍କର।

ସବୁଠାରୁ ବଡ କଥା ହେଲା, ବଲାଙ୍ଗୀର ଜିଲ୍ଲାବାସୀ ପ୍ରଶାସନ ନେଉଥିବା ପଦକ୍ଷେପକୁ ସମ୍ମାନ ପୂର୍ବକ ପାଳନ କଲେ ଜିଲ୍ଲା ପ୍ରଦୂଷଣ ମୁକ୍ତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like