-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିିଶିପଡା ହାଇସ୍କୁଲରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

27-Oct-2022

ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା  ଉଲୁଣ୍ଡା ବ୍ଲକ ବିଶିପଡା ହାଇସ୍କୁଲରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠି ଶିକ୍ଷାଧିକାରୀ ରାଜେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ସ୍ଥାନୀ ୟସରପଂଚ ଦୈତାରୀ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦିପପ୍ରଜ୍ୱଳନ ପୁର୍ବକ ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବରେ ପ୍ରଧାନ ଶିକ୍ଷକ ଦିଲ୍ଲିପ ପାଢୀ, ଏବିଇଓ ମୁକେଶ ଭୋଇ, ମାର୍କଣ୍ଡେଶ୍ୱର ମିଶ୍ର, ଅବଶର ପ୍ରାପ୍ତ ଏବିଇଓ ସନ୍ତୋଷ ରଥ ଏବଂ ଦିଲ୍ଲିପ ଷଡଙ୍ଗୀ ଯୋଗଦେଇ ବକ୍ତବ୍ୟ ରଖିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଶେଷରେ ଲକ୍ଷ୍ମଣ ପାଣ୍ଡିଆ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଚତୁର୍ଥରୁ ଦଶମ ଶ୍ରେ୍ନଣି ପର୍ଯ୍ୟନ୍ତ ୪୨୫ ଜଣ ଛାତ୍ରଛାତ୍ରୀ ଯୋଗଦେଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆୟୋଜିତ ଉଦଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଗଡତିଆ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦବୋଧନ ଦେବା ସହ କୃତୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ । ଏହି ଅବଶରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ପୁର୍ଣ୍ଣଚନ୍ଦ୍ର ପାଢୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ସିଆରସିସି ପରିଚାଲନାରେ ସହେଯାଗ କରିଥିଲେ । ଶେଷରେ ଚିତରଂଜନ ତରାସିଆ ଧନ୍ୟବାଦ ଦେଇଥିଲେ । 

News Comment

Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like