-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମଣିଷ ସବୁଠୁ ଶ୍ରେଷ୍ଠ ପ୍ରାଣୀ ତେଣୁ ଆମେ ସମସ୍ତଙ୍କୁ ଶ୍ରେଷ୍ଠ ଆଚରଣ ଦେଖାଇବା ଉଚିତ: ସ୍ୱାମୀ ସୁଧାନନ୍ଦ ସରସ୍ବତୀ

27-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) --  ଭାରତର ଜ୍ଞାନ ର  ଗ୍ରନ୍ଥ ବେଦ ଓ ଯଜ୍ଞ ର ପ୍ରସାର ରେ ବ୍ୟକ୍ତି ଓ ବ୍ୟକ୍ତିତ୍ଵର  ବିକାଶ ଘଟେ ବୋଲି ସୁବର୍ଣ୍ଣପୁର ଜିଲ୍ଲା କୁ 6 ଦିନିଆଁ ଗସ୍ତ ରେ ଆସିଥିବା ବେଦ ପ୍ରଚାରକ ସ୍ୱାମୀ ସୁଧାନନ୍ଦ ସରସ୍ୱତୀ କହିଚନ୍ତି। ସୁବର୍ଣ୍ଣପୁର ଜିଲ୍ଲାର ବେଦ ପ୍ରଚାର ସମିତି ପକ୍ଷରୁ ବିଭିନ୍ନ କାର୍ଯକ୍ରମ ତଥା ହବନ୍ ଓ 11 କୁଣ୍ଡିୟ  ଯଜ୍ଞରେ ଭାଗ ନେବାକୁ ଆସିଥିବା

ସ୍ୱାମୀ ସୁଧାନନ୍ଦ ସରସ୍ଵତୀ ଗତ 6 ଦିନ ଧରି ସୁବର୍ଣ୍ଣପୁର ଜ଼ିଲ୍ଲା ର  ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ସାହାରା ଟ୍ରଷ୍ଟ, ପୋଲିସ ରିଜର୍ଭ କଲୋନୀ ସମେତ ସହର ତଥା ଜ଼ିଲ୍ଲା ର ବିଭିନ୍ନ ଶିକ୍ଷା ଅନୁଷ୍ଠାନ, ଅନୁଷ୍ଠାନ ଓ ବିଭିନ୍ନ କାର୍ଯକ୍ରମ ରେ ଯୋଗ ଦେଇ ପ୍ରବଚନ ପ୍ରଦାନ କରି ସାରା ଜ଼ିଲ୍ଲା ରେ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲେ । ଏହି କାର୍ଯକ୍ରମ କୁ ବେଦ ପ୍ରଚାରକ ସମିତି ର ପଙ୍କଜ ମେହେର, ମହାଜନ ଆର୍ଯ୍ୟ, ସୁଦାମ ମିଶ୍ର ତଥା ଜିଲ୍ଲା ବେଦ ପ୍ରଚାର ସମିତି ସଂଯୋଜନା କରିଥିଲେ । କର୍ମ ଫଳ ମୀମାଂସା ଉପରେ,  ଧନ  ସବୁବେଳେ କାମରେ ଆସେନି, ଧର୍ମ ସବୁ ଜନ୍ମ ରେ କାର୍ଯ୍ୟ ରେ ଆସେ, କୃତଜ୍ଞତା ହେଉଛି ବଡ଼ ଧର୍ମ, ପିଲାମାନଙ୍କୁ ସଂସ୍କାର ଶିଖାଇବା, ପିତା ମାତା ଙ୍କୁ ବଂଚିଥିଲା ବେଳେ ଶ୍ରଦ୍ଧା କରିବା ଉପରେ,  ଓମ ଉଚ୍ଚାରଣ ଓ ଗାୟତ୍ରୀ ମନ୍ତ୍ର ଉଚ୍ଚାରଣ ଦ୍ୱାରା ମନ ର ସ୍ଥିରତା,

ସନାତନ ଧର୍ମ  ଓ ତାରି ମୂଳ ଧର୍ମ ବେଦ ଉପରେ, ଆମ ଧର୍ମ ସଂସ୍କୃତି ଉପରେ ବୁଝାଇଥିଲେ l ଏବଂ ମଣିଷ ହେଉଛି ଶ୍ରେଷ୍ଟ ପ୍ରାଣୀ ସେଥିପାଇଁ ଆମେ ସବୁବେଳେ ସମାଜ ରେ ସମସ୍ତ ଙ୍କୁ ଶ୍ରେଷ୍ଠ ଆଚରଣ କରିବା ଆମ ଦାୟିତ୍ୱ ଓ କର୍ତ୍ତବ୍ୟ ହେବା ଉଚିତ ବୋଲି ଦୀର୍ଘ ସମୟ ଧରି ଅନେକ ବାଣୀ ପ୍ରଦାନ କରି ଛୋଟ ଛୋଟ ପିଲା ଙ୍କୁ ଓ ମା ମାନଙ୍କୁ ବିଭିନ୍ନ ପ୍ରଶ୍ନ ମାଧ୍ୟମ ରେ ସାମାଜିକ ସଂସ୍କାର ଶିଖାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like