-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

27-Oct-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୨ ପଂଚାୟତ ଉଚ୍ଚ ବିଦ୍ୟାଳୟ ବୁର୍ଡl ଠାରେ ଅନୁଷ୍ଠିତ ହୋଇଥିଲା l ଉକ୍ତ ଉତ୍ସବରେ ପଂଚାୟତର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହିମାଂଶୁ ଶେଖର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା, ସମ୍ମାନିତ ଅତିଥିଭାବେ ଏବିଇଓ. ବ୍ୟାସଦେବ ରାୟ, ଏବିଡିଓ ଟଙ୍କଧର ଭୋଇ, ଏବିଇଓ  ଋଷିମତୀ   ତ୍ରିପାଠୀ, ଜିୟୁପିଏସ,ପ୍ରଧାନଶିକ୍ଷକ ଜୋତିରଞ୍ଜନ ସା ଏବଂ

ଯୋଗୀଶର୍ଡl ପ୍ରଧାନଶିକ୍ଷକ ଅଶୋକ ତ୍ରିପାଠୀ l ମଞ୍ଚ ପରିଚାଲନା କରିଥିଲେ ଶିବପ୍ରସାଦ ତ୍ରିପାଠୀ ଓ ଯାଦବ ନାଏକ ଏବଂ ସମସ୍ତ ସିଆରସିସି ମାନଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମଟି ସଂପୂର୍ଣ୍ଣ ହୋଇପାରିଛି l ଏହି କାର୍ଯ୍ୟକ୍ରମରେ ବିଇଓ ଅଫିସ ର ରାଜେଶ ରୋଶନ ମିଶ୍ର, ମୁଖ୍ୟ କିରାଣୀ ବୈଷ୍ଣବ ତ୍ରିପାଠୀ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମରେ ସଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେବାସହ କୃତି ଛାତ୍ରଛାତ୍ରୀଙ୍କୁ ଶିକ୍ଷକଙ୍କ ଦ୍ୱାରା ପୁରସ୍କାର ବିତରଣ କରାଗଲା l


News Comment




Photo in News

Advertisment
Lastest News
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026

You Might Also Like